ବିଜେଡିରେ ସାମିଲ ହେଲେ ସତ୍ୟବାଦୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିୟାରସିଂହ

ଭୁବନେଶ୍ୱର: ବିଜେଡିରେ ସାମିଲ ହେଲେ ସତ୍ୟବାଦୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିୟାରସିଂହ । ସେ ଆଜି ସକାଳେ ସେ ବିଜେପିରୁ ଇସ୍ତଫା ଦେଇଥିଲେ । ବିଜେପି ଛାଡିବା ପରେ ଆଜି ସେ ବିଜେଡିରେ ଯୋଗ ଦେଇଛନ୍ତି । ୨୦୦୪ରେ ସ୍ୱାଧୀନ ଭାବେ ଲଢ଼ି ସେ ସତ୍ୟବାଦୀରୁ ବିଧାୟକ ହୋଇଥିଲେ ରମାରଞ୍ଜନ । ରମା ଓ ତାଙ୍କ ସମର୍ଥକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ଦଳକୁ ସ୍ୱାଗତ କଲେ ସତ୍ୟବାଦୀ […]

ଭୁବନେଶ୍ୱର: ବିଜେଡିରେ ସାମିଲ ହେଲେ ସତ୍ୟବାଦୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିୟାରସିଂହ । ସେ ଆଜି ସକାଳେ ସେ ବିଜେପିରୁ ଇସ୍ତଫା ଦେଇଥିଲେ । ବିଜେପି ଛାଡିବା ପରେ ଆଜି ସେ ବିଜେଡିରେ ଯୋଗ ଦେଇଛନ୍ତି । ୨୦୦୪ରେ ସ୍ୱାଧୀନ ଭାବେ ଲଢ଼ି ସେ ସତ୍ୟବାଦୀରୁ ବିଧାୟକ ହୋଇଥିଲେ ରମାରଞ୍ଜନ । ରମା ଓ ତାଙ୍କ ସମର୍ଥକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ଦଳକୁ ସ୍ୱାଗତ କଲେ ସତ୍ୟବାଦୀ ବିଜେଡି ପ୍ରାର୍ଥୀ ସଞ୍ଜୟ ଦାସବର୍ମା ଓ ସସ୍ମିତ ପାତ୍ର ।

About The Author: The Sakala