ଜଳେଶ୍ୱରର ପୂର୍ବତନ ବିଧାୟକ ଜୟ ନାରାୟଣ ମହାନ୍ତିଙ୍କ ପରଲୋକ

The Sakala Picture
Published On

ଜଳେଶ୍ୱର: ପରଲୋକରେ ଜୟ ନାରାୟଣ ମହାନ୍ତି । ଜୟ ନାରାୟଣ ମହାନ୍ତି ହେଉଛନ୍ତି ଜଳେଶ୍ୱରର ପୂର୍ବତନ ବିଧାୟକ। ଜଳେଶ୍ବରରୁ କ୍ରମାଗତ ୨ ଥର କଂଗ୍ରେସ ବିଧାୟକ ଥିଲେ ଜୟନାରାୟଣ । ସେ ୧୯୯୫ ଓ ୨୦୦୦ ମସିହାରେ ଜଳେଶ୍ୱର ବିଧାନସଭାରୁ ବିଧାୟକ ହୋଇଥିଲେ। ସେ ଦୀର୍ଘଦିନରୁ ଅସୁସ୍ଥ ଥିଲେ ।  ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିିଛ। ଆଜି ସକାଳୁ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୨ […]

ଜଳେଶ୍ୱର: ପରଲୋକରେ ଜୟ ନାରାୟଣ ମହାନ୍ତି । ଜୟ ନାରାୟଣ ମହାନ୍ତି ହେଉଛନ୍ତି ଜଳେଶ୍ୱରର ପୂର୍ବତନ ବିଧାୟକ। ଜଳେଶ୍ବରରୁ କ୍ରମାଗତ ୨ ଥର କଂଗ୍ରେସ ବିଧାୟକ ଥିଲେ ଜୟନାରାୟଣ । ସେ ୧୯୯୫ ଓ ୨୦୦୦ ମସିହାରେ ଜଳେଶ୍ୱର ବିଧାନସଭାରୁ ବିଧାୟକ ହୋଇଥିଲେ। ସେ ଦୀର୍ଘଦିନରୁ ଅସୁସ୍ଥ ଥିଲେ ।  ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିିଛ। ଆଜି ସକାଳୁ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିବା ସୂଚନା। ତାଙ୍କ ବିୟୋଗରେ ସମଗ୍ର ଉତ୍ତର ବାଲେଶ୍ବରରେ ଶୋକର ଶାୟା ଖେଳି ଯାଇଛି ।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର