ବିଷମକଟକ ବସଷ୍ଟାଣ୍ଡରେ ନିଆଁଲାଗି ଜଳିଗଲା ୪ଟି ବସ୍, କାରଣ ଅସ୍ପଷ୍ଟ

The Sakala Picture
Published On

ରାୟଗଡା: ନିଆଁଲାଗି ଜଳିଗଲା ୪ଟି ବସ୍ । ରାୟଗଡା ଜିଲ୍ଲା ବିଷମକଟକ ବସ୍‌ଷ୍ଟାଣ୍ଡରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଖବର ପାଇଁ ଦମକଳବାହିନୀ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ନିଆଁ ଲାଗିବାର କାରଣ ଏଯାଏଁ ସ୍ପଷ୍ଟ ହୋଇନଥିବାବେଳେ ନିଆଁ ଲାଗିଥିବା ସବୁ ବସ୍ ଜଣେ ମାଲିକଙ୍କର ବୋଲି ଜଣାପଡିଛି । ସୂଚନାଯୋଗ୍ୟ ଯେ, ରାୟଗଡା ଜିଲ୍ଲା ବିଷମକଟକ ବସ୍‌ଷ୍ଟାଣ୍ଡରେ ଠିଆ ହୋଇଥିବା ବେଳେ ନିଆଁ ଲାଗି ଜଳିଗଲା ୪ଟି ବସ୍ । […]

ରାୟଗଡା: ନିଆଁଲାଗି ଜଳିଗଲା ୪ଟି ବସ୍ । ରାୟଗଡା ଜିଲ୍ଲା ବିଷମକଟକ ବସ୍‌ଷ୍ଟାଣ୍ଡରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଖବର ପାଇଁ ଦମକଳବାହିନୀ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ନିଆଁ ଲାଗିବାର କାରଣ ଏଯାଏଁ ସ୍ପଷ୍ଟ ହୋଇନଥିବାବେଳେ ନିଆଁ ଲାଗିଥିବା ସବୁ ବସ୍ ଜଣେ ମାଲିକଙ୍କର ବୋଲି ଜଣାପଡିଛି ।

ଆହୁରି ପଢ଼ନ୍ତୁ: କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ବାଲି କାଢ଼ିବା କାର୍ଯ୍ୟର ସମୀକ୍ଷା କଲା ଏଏସଆଇର ୧୦ ଜଣିଆ ବିଶେଷଜ୍ଞ ଦଳ

ସୂଚନାଯୋଗ୍ୟ ଯେ, ରାୟଗଡା ଜିଲ୍ଲା ବିଷମକଟକ ବସ୍‌ଷ୍ଟାଣ୍ଡରେ ଠିଆ ହୋଇଥିବା ବେଳେ ନିଆଁ ଲାଗି ଜଳିଗଲା ୪ଟି ବସ୍ । ଗୋଟିଏ ପରେ ଗୋଟିଏ ବସକୁ ନିଆଁ ମାଡି ୪ଟି ବସରେ ନିଆଁ ଲାଗିଥିବା ସୂଚନା।ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ବସ୍‌ରେ କୌଣସି ଯାତ୍ରୀ ନଥିବାରୁ କେହି ମୃତାହତ ହୋଇନାହାନ୍ତି ।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଲାଠିକଟା ତହସିଲଦାରଙ୍କୁ ଗିରଫ କଲା ଭିଜିଲାନ୍ସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର