ଜାନୁଆରୀ ୧୫ ପରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଭୁବନେଶ୍ବର: ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକା ଥରେ ମିଳିବ ‘ସୁଭଦ୍ରା’ର ଦୁଇଟି କିସ୍ତି। ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ କଲା ଯାଏଁ ଚାଲିବ ପଞ୍ଜୀକରଣ। ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ବି ମିଳିବ ପ୍ରଥମ କିସ୍ତି ଟଙ୍କା। ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଜାନୁଆରୀ ୧୫ ପରେ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ […]
ଭୁବନେଶ୍ବର: ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକା ଥରେ ମିଳିବ ‘ସୁଭଦ୍ରା’ର ଦୁଇଟି କିସ୍ତି। ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ କଲା ଯାଏଁ ଚାଲିବ ପଞ୍ଜୀକରଣ। ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ବି ମିଳିବ ପ୍ରଥମ କିସ୍ତି ଟଙ୍କା। ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଜାନୁଆରୀ ୧୫ ପରେ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ସର୍ଭେ ଅବଧି ଡିସେମ୍ବର ୩୦ ପରିବର୍ତ୍ତେ ଜାନୁଆରୀ ୧୫କୁ ବଢ଼ିଛି । ଜମି ୫ ଏକର ଅଛି ନା ନାହିଁ ତାହାର ସର୍ଭେ ଜାନୁଆରୀ ୧୫ରେ ସରିବ। ଏବେ ଅଙ୍ଗନବାଡ଼ି ଦିଦି ମାନେ ଘର ଘର ବୁଲୁଛନ୍ତି । ତେଣୁ ଜାନୁଆରୀ ୧୫ ପରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି ସେ କହିଛନ୍ତି ।