ରାଜ୍ୟରେ ଚାଲିଛି ଅନ୍ତିମ ପର୍ଯ୍ୟାୟ ମତଦାନ: ୬ ଲୋକସଭା ୪୨ଟି ବିଧାନସଭା ଆସନ ପାଇଁ ହେଉଛି ଭୋଟିଂ

The Sakala Picture
Published On

ଭୁବନେଶ୍ୱର: ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା କ୍ଷେତ୍ରରେ ମତଦାନ ଆରମ୍ଭ। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ନିର୍ବାଚନ ଅନୁଷ୍ଠିତ ହେଉଛି । ମଇଦାନରେ ରହିଛନ୍ତି ବହୁ ହେଭିୱେଟ । ଏକାଧିକ ମନ୍ତ୍ରୀ, ଟାଣୁଆ ବିଧାୟକ, ରାଜ୍ଯ ବିଜେପି ସଭାପତିଙ୍କ ସମେତ ପୂର୍ବତନ ପିସିସି ସଭାପତି ମଧ୍ୟ କରୁଛନ୍ତି ଭାଗ୍ୟ ପରୀକ୍ଷା । ସେହିପରି ୪୨ଟି ବିଧାନସଭା କ୍ଷେତ୍ର ଯଥା ଯଶିପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡସାହି, ବାରିପଦା, ମୋରଡା, […]

ଭୁବନେଶ୍ୱର: ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା କ୍ଷେତ୍ରରେ ମତଦାନ ଆରମ୍ଭ। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ନିର୍ବାଚନ ଅନୁଷ୍ଠିତ ହେଉଛି । ମଇଦାନରେ ରହିଛନ୍ତି ବହୁ ହେଭିୱେଟ । ଏକାଧିକ ମନ୍ତ୍ରୀ, ଟାଣୁଆ ବିଧାୟକ, ରାଜ୍ଯ ବିଜେପି ସଭାପତିଙ୍କ ସମେତ ପୂର୍ବତନ ପିସିସି ସଭାପତି ମଧ୍ୟ କରୁଛନ୍ତି ଭାଗ୍ୟ ପରୀକ୍ଷା ।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

ସେହିପରି ୪୨ଟି ବିଧାନସଭା କ୍ଷେତ୍ର ଯଥା ଯଶିପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡସାହି, ବାରିପଦା, ମୋରଡା, ଜଳେଶ୍ବର, ଭୋଗରାଇ, ବସ୍ତା, ବାଲେଶ୍ବର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳି, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର, ନିମାପଡ଼ାରେ ମଧ୍ୟ ମତଦାନ ସାବ୍ୟସ୍ତ କରୁଛନ୍ତି ଜନତା ।

ଆହୁରି ପଢ଼ନ୍ତୁ: ଖଣି ଆଇନ ସଂଶୋଧନକୁ ବିରୋଧ: ୯ରେ ଲୋକଭବନ ସମ୍ମୁଖରେ ବିଜେଡିର ଗଣଧାରଣା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର