ସରୁଛି ମାଗଣା ଟିକାର ଅବଧି, ତୁରନ୍ତ ବୁଷ୍ଟର ଡୋଜ୍ ନେବା ପାଇଁ ସ୍ୱାସ୍ଥ୍ୟ ବିଭାଗର ଆହ୍ୱାନ

The Sakala Picture
Published On

ଭୁବନେଶ୍ୱର: ମାଗଣା ଟିକା ପାଇଁ ବାଜିଲା ସ୍ୱାସ୍ଥ୍ୟ ବିଭାଗର ସତର୍କ ଘଣ୍ଟି । ସେପ୍ଟେମ୍ବର ୩୦ରେ ସରୁଛି ମାଗଣା ଟିକାର ଅବଧି, ଏହା ପୂର୍ବରୁ ତୁରନ୍ତ ବୁଷ୍ଟର ଡୋଜ୍ ନେଇଯିବା ଲାଗି ସମସ୍ତଙ୍କୁ ସ୍ୱାସ୍ଥ୍ୟ ବିଭାଗ ଅପିଲ କରିଛି । ଏନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ମାଗଣା ଟିକାର ଅବଧି ଆଉ ମାତ୍ର ୨୭ ଦିନ ଥିବାରୁ ତୁରନ୍ତ ଟୀକା ନେଇଯିବା ଲାଗି ସମସ୍ତଙ୍କୁ ଅପିଲ କରିଛି ରାଜ୍ୟ ସ୍ୱାସ୍ଥ୍ୟ […]

ଭୁବନେଶ୍ୱର: ମାଗଣା ଟିକା ପାଇଁ ବାଜିଲା ସ୍ୱାସ୍ଥ୍ୟ ବିଭାଗର ସତର୍କ ଘଣ୍ଟି । ସେପ୍ଟେମ୍ବର ୩୦ରେ ସରୁଛି ମାଗଣା ଟିକାର ଅବଧି, ଏହା ପୂର୍ବରୁ ତୁରନ୍ତ ବୁଷ୍ଟର ଡୋଜ୍ ନେଇଯିବା ଲାଗି ସମସ୍ତଙ୍କୁ ସ୍ୱାସ୍ଥ୍ୟ ବିଭାଗ ଅପିଲ କରିଛି । ଏନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ।

ଆହୁରି ପଢ଼ନ୍ତୁ: ହିଟୱେଭ ପାଇଁ SOP: ଅଧିକ ଖରା ହେଉଥିବା ଜାଗାରେ ଆଶ୍ରୟସ୍ଥଳୀ ନିର୍ମାଣ, ଡ୍ରାଇଭରଙ୍କ ପାଇଁ ORS ଓ ପିଇବା ପାଣି ବ୍ୟବସ୍ଥା

ମାଗଣା ଟିକାର ଅବଧି ଆଉ ମାତ୍ର ୨୭ ଦିନ ଥିବାରୁ ତୁରନ୍ତ ଟୀକା ନେଇଯିବା ଲାଗି ସମସ୍ତଙ୍କୁ ଅପିଲ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ବର୍ତ୍ତମାନ ସୁଦ୍ଧା ରାଜ୍ୟର ୭୫ ଭାଗ ଲୋକ ନେଇ ନାହାନ୍ତି ପ୍ରିକସନ ଡୋଜ । ଅର୍ଥାତ ୨ କୋଟି ୪୦ ଲକ୍ଷ ଲୋକ ନେଇ ନାହାନ୍ତି ପ୍ରିକସନ ଡୋଜ । ରାଜ୍ୟରେ ୮୦ ଲକ୍ଷ ୯୦ ହଜାର ୩୮୬ ଜଣ ପ୍ରିକସନ ଡୋଜ ନେଇଛନ୍ତି । ଦ୍ୱିତୀୟ ଡୋଜ ନେବାକୁ ଭୁଲି ଯାଇଛନ୍ତି ୨୩ ଲକ୍ଷ ୩୨ ହଜାର ଲୋକ । ଏହାସହିତ ଖୋର୍ଦ୍ଧା, କଟକ, ଜଗତସିଂହପୁର, ଅନୁଗୁଳ, ପୁରୀ, ସୁନ୍ଦରଗଡ ଜିଲ୍ଲାରେ ଟିକା ନେବା ପାଇଁ ଲୋକେ ଆଗ୍ରହ ଦେଖାଉ ନ ଥିବା କହିଛି ସ୍ୱାସ୍ଥ୍ୟ ବିଭାଗ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱର ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବଡ଼ ଭାଇଙ୍କ ଅସୁସ୍ଥତା ଖବର ପାଇ ଦିଲ୍ଲୀ ଯାଇଥିଲେ

03 Sep 2022 By The Sakala

ସରୁଛି ମାଗଣା ଟିକାର ଅବଧି, ତୁରନ୍ତ ବୁଷ୍ଟର ଡୋଜ୍ ନେବା ପାଇଁ ସ୍ୱାସ୍ଥ୍ୟ ବିଭାଗର ଆହ୍ୱାନ

ଭୁବନେଶ୍ୱର: ମାଗଣା ଟିକା ପାଇଁ ବାଜିଲା ସ୍ୱାସ୍ଥ୍ୟ ବିଭାଗର ସତର୍କ ଘଣ୍ଟି । ସେପ୍ଟେମ୍ବର ୩୦ରେ ସରୁଛି ମାଗଣା ଟିକାର ଅବଧି, ଏହା ପୂର୍ବରୁ ତୁରନ୍ତ ବୁଷ୍ଟର ଡୋଜ୍ ନେଇଯିବା ଲାଗି ସମସ୍ତଙ୍କୁ ସ୍ୱାସ୍ଥ୍ୟ ବିଭାଗ ଅପିଲ କରିଛି । ଏନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ।

ମାଗଣା ଟିକାର ଅବଧି ଆଉ ମାତ୍ର ୨୭ ଦିନ ଥିବାରୁ ତୁରନ୍ତ ଟୀକା ନେଇଯିବା ଲାଗି ସମସ୍ତଙ୍କୁ ଅପିଲ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ବର୍ତ୍ତମାନ ସୁଦ୍ଧା ରାଜ୍ୟର ୭୫ ଭାଗ ଲୋକ ନେଇ ନାହାନ୍ତି ପ୍ରିକସନ ଡୋଜ । ଅର୍ଥାତ ୨ କୋଟି ୪୦ ଲକ୍ଷ ଲୋକ ନେଇ ନାହାନ୍ତି ପ୍ରିକସନ ଡୋଜ । ରାଜ୍ୟରେ ୮୦ ଲକ୍ଷ ୯୦ ହଜାର ୩୮୬ ଜଣ ପ୍ରିକସନ ଡୋଜ ନେଇଛନ୍ତି । ଦ୍ୱିତୀୟ ଡୋଜ ନେବାକୁ ଭୁଲି ଯାଇଛନ୍ତି ୨୩ ଲକ୍ଷ ୩୨ ହଜାର ଲୋକ । ଏହାସହିତ ଖୋର୍ଦ୍ଧା, କଟକ, ଜଗତସିଂହପୁର, ଅନୁଗୁଳ, ପୁରୀ, ସୁନ୍ଦରଗଡ ଜିଲ୍ଲାରେ ଟିକା ନେବା ପାଇଁ ଲୋକେ ଆଗ୍ରହ ଦେଖାଉ ନ ଥିବା କହିଛି ସ୍ୱାସ୍ଥ୍ୟ ବିଭାଗ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର