ଚୀନରୁ ଅକ୍ସିଜେନ୍ ସିଲିଣ୍ଡର ଆସିବା ଦେଶରେ ପ୍ରଥମ: ସ୍ୱତନ୍ତ୍ର ବିମାନ ଯୋଗେ ଚୀନରୁ ଭୁବନେଶ୍ୱରରେ ଆସି ପହଞ୍ଚିଲା ଅକ୍ସିଜେନ ସିଲିଣ୍ଡର

The Sakala Picture
Published On

ଭୁବନେଶ୍ୱର: ଚୀନରୁ ଭୁବନେଶ୍ୱର ଆସିଲା ଅକ୍ସିଜେନ ସିଲିଣ୍ଡର । ଏକ ସ୍ୱତନ୍ତ୍ର ବିମାନ ଯୋଗେ ଅକ୍ସିଜେନ୍ ସିଲିଣ୍ଡର ସିଧାସଳଖ ଭୁବନେଶ୍ୱରରେ ଆସି ପହଞ୍ଚିଛି ।  ଏ ନେଇ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ । ଚୀନରୁ ଅକ୍ସିଜେନ୍ ସିଲିଣ୍ଡର ଆସିବା ଦେଶରେ ପ୍ରଥମ । ଅତି ଶୀଘ୍ର ରାଜ୍ୟର ସବୁ ମେଡିକାଲକୁ ଯୋଗାଇ ଦିଆଯିବ ସିଲିଣ୍ଡର । ଅକ୍ସିଜେନ ଅଭାବରୁ କାହାର ଅସୁବିଧା ନହେବାକୁ ମୁଖ୍ୟମନ୍ତ୍ରୀ […]

ଭୁବନେଶ୍ୱର: ଚୀନରୁ ଭୁବନେଶ୍ୱର ଆସିଲା ଅକ୍ସିଜେନ ସିଲିଣ୍ଡର । ଏକ ସ୍ୱତନ୍ତ୍ର ବିମାନ ଯୋଗେ ଅକ୍ସିଜେନ୍ ସିଲିଣ୍ଡର ସିଧାସଳଖ ଭୁବନେଶ୍ୱରରେ ଆସି ପହଞ୍ଚିଛି ।  ଏ ନେଇ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ । ଚୀନରୁ ଅକ୍ସିଜେନ୍ ସିଲିଣ୍ଡର ଆସିବା ଦେଶରେ ପ୍ରଥମ । ଅତି ଶୀଘ୍ର ରାଜ୍ୟର ସବୁ ମେଡିକାଲକୁ ଯୋଗାଇ ଦିଆଯିବ ସିଲିଣ୍ଡର । ଅକ୍ସିଜେନ ଅଭାବରୁ କାହାର ଅସୁବିଧା ନହେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଅସିତ ତ୍ରିପାଠୀ କହିଛନ୍ତି, ଖୁବଶୀଘ୍ର ଚୀନରୁ ଦ୍ୱିତୀୟ ପର୍ଯ୍ୟାୟ ଅକ୍ସିଜେନ୍ ସିଲିଣ୍ଡର ଓଡ଼ିଶାରେ ପହଞ୍ଚିବ ।

ଆହୁରି ପଢ଼ନ୍ତୁ: ବାଲେଶ୍ଵରରେ ପହଞ୍ଚିଲେ ରାଷ୍ଟ୍ରପତି, ଫକୀର ମୋହନ ବିଶ୍ୱବିଦ୍ୟାଳୟର ୧୨ତମ ସମାବର୍ତ୍ତନ ଉତ୍ସବରେ ସାମିଲ୍

ସୂଚନାଯୋଗ୍ୟ କରୋନାର ଦ୍ୱିତୀୟ ପର୍ଯ୍ୟାୟ ଦେଶରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଅମ୍ଳଜାନ ଅଭାବରୁ ଦୈନିକ ହଜାର ହଜାର ଲୋକଙ୍କ ଜୀବନ ଯାଉଛି। ଏଥିରୁ ବର୍ତ୍ତିବା ପାଇଁ ସରକାର ନୂଆ ଯୋଜନାମାନ କରୁଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp