ଆସନ୍ତାକାଲିଠୁ ଗାଁ ଗାଁ ବୁଲି ଟିକା ନେଇନଥିବା ଲୋକଙ୍କୁ ଖୋଜିବେ ଆଶାକର୍ମୀ

The Sakala Picture
Published On

ଭୁବନେଶ୍ୱର : ରାଜ୍ୟରେ କୋଭିଡ ଟିକା ନେଇ ନ ଥିବା ଲୋକଙ୍କୁ ଖୋଜିବା ଅଭିଯାନ ଆରମ୍ଭ ହେବ । ଆସନ୍ତାକାଲିଠାରୁ ଟିକା ନେଇ ନଥିବା ଲୋକଙ୍କୁ ଖୋଜିବା ଅଭିଯାନ ଆରମ୍ଭ ହେବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଗାଁ ଗାଁରେ ଏଭଳି ଲୋକଙ୍କୁ ଖୋଜିବେ ଆଶାକର୍ମୀ । ଟିକା ନେଇ ନ ଥିବା ଲୋକଙ୍କର ଏକ ତାଲିକା ପ୍ରକାଶ କରାଯିବ । ବର୍ତ୍ତମାନ ସୁଦ୍ଧା ୩୦ ଲକ୍ଷ ବ୍ୟକ୍ତି ଦ୍ୱିତୀୟ […]

ଭୁବନେଶ୍ୱର : ରାଜ୍ୟରେ କୋଭିଡ ଟିକା ନେଇ ନ ଥିବା ଲୋକଙ୍କୁ ଖୋଜିବା ଅଭିଯାନ ଆରମ୍ଭ ହେବ । ଆସନ୍ତାକାଲିଠାରୁ ଟିକା ନେଇ ନଥିବା ଲୋକଙ୍କୁ ଖୋଜିବା ଅଭିଯାନ ଆରମ୍ଭ ହେବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଗାଁ ଗାଁରେ ଏଭଳି ଲୋକଙ୍କୁ ଖୋଜିବେ ଆଶାକର୍ମୀ । ଟିକା ନେଇ ନ ଥିବା ଲୋକଙ୍କର ଏକ ତାଲିକା ପ୍ରକାଶ କରାଯିବ । ବର୍ତ୍ତମାନ ସୁଦ୍ଧା ୩୦ ଲକ୍ଷ ବ୍ୟକ୍ତି ଦ୍ୱିତୀୟ ଡୋଜ୍ ଟିକା ନେଇନାହାନ୍ତି ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ହେବେ ମହାପ୍ରଭୁ, ସାଢେ଼ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଡିସେମ୍ବର ସୁଦ୍ଧା ପ୍ରଥମ ଡୋଜ ଟିକାକରଣ ଶେଷ ହେବ । ଏଥିପାଇଁ ଟିକା କେନ୍ଦ୍ର ତାଲିକା ବୃଦ୍ଧି କରାଯିବ । ଯେଉଁ ଗାଁରେ ଅଧିକ ଲୋକ ଟିକା ନେଇ ନାହାଁନ୍ତି ସେଠାରେ ଟିକାକରଣ କେନ୍ଦ୍ର ଖୋଲାଯିବ ବୋଲି ଶ୍ରୀ ପାଣିଗ୍ରାହୀ କହିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦ ଲକ୍ଷ ଲୋକ ଦ୍ୱିତୀୟ ଡୋଜ ଟିକା ନେଇ ନାହାଁନ୍ତିି ବୋଲି ସେ ସୂଚନା ଦେଇଛନ୍ତିି ।

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର