ଆସନ୍ତାକାଲିଠୁ କଲେଜ ଓ ବିଶ୍ୱବିଦ୍ୟାଳୟ ଆସିବେ ସବୁ କର୍ମଚାରୀ

The Sakala Picture
Published On

ଭୁବନେଶ୍ୱର: ଏଣିକି କଲେଜ ଓ ବିଶ୍ୱବିଦ୍ୟାଳୟ ଆସିବେ ସବୁ କର୍ମଚାରୀ । ଏନେଇ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶନାମା ଜାରି କରିଛି । ଆସନ୍ତାକାଲିଠୁ ସମସ୍ତ ଟିଚିଂ ଓ ନନଟିଚିଂ ଷ୍ଟାଫ୍ ଡିଗ୍ରୀ ଓ ବିଶ୍ବବିଦ୍ୟାଳୟକୁ ଆସି କାମରେ ଯୋଗଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। କରୋନା ପାଇଁ ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କେବଳ ଅଫିସିଆଲ୍‌ କାମ କରାଯାଉଥିଲା । ହେଲେ ଆସନ୍ତାକାଲିଠାରୁ ଏହି ନିୟମରେ ହୋଇଛି ପରିବର୍ତ୍ତନ । ଆସନ୍ତାକାଲି ଅର୍ଥାତ […]

ଭୁବନେଶ୍ୱର: ଏଣିକି କଲେଜ ଓ ବିଶ୍ୱବିଦ୍ୟାଳୟ ଆସିବେ ସବୁ କର୍ମଚାରୀ । ଏନେଇ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶନାମା ଜାରି କରିଛି । ଆସନ୍ତାକାଲିଠୁ ସମସ୍ତ ଟିଚିଂ ଓ ନନଟିଚିଂ ଷ୍ଟାଫ୍ ଡିଗ୍ରୀ ଓ ବିଶ୍ବବିଦ୍ୟାଳୟକୁ ଆସି କାମରେ ଯୋଗଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। କରୋନା ପାଇଁ ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କେବଳ ଅଫିସିଆଲ୍‌ କାମ କରାଯାଉଥିଲା । ହେଲେ ଆସନ୍ତାକାଲିଠାରୁ ଏହି ନିୟମରେ ହୋଇଛି ପରିବର୍ତ୍ତନ ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ମାଇନିଂ ବକେୟା ଆଦାୟ ପାଇଁ ସମ୍ପତ୍ତି ବ୍ୟାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ

ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ଠାରୁ ସବୁ କର୍ମଚାରୀ କାର୍ୟ୍ୟରେ ଯୋଗଦେବା ପାଇଁ ବିଶ୍ୱବିଦ୍ୟାଳୟ କୁଳପତି ଓ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି । କରୋନା କଟକଣା ମାନି ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ରଖି କାମ କରିବେ କର୍ମଚାରୀ ।

ଆହୁରି ପଢ଼ନ୍ତୁ: ବଲାଙ୍ଗୀରରେ ପୋଖରୀ ପୁନରୁଦ୍ଧାର କାମକୁ ନେଇ ବିଜେଡି-କଂଗ୍ରେସ ମୁହାମୁହିଁ

05 Jul 2021 By The Sakala

ଆସନ୍ତାକାଲିଠୁ କଲେଜ ଓ ବିଶ୍ୱବିଦ୍ୟାଳୟ ଆସିବେ ସବୁ କର୍ମଚାରୀ

ଭୁବନେଶ୍ୱର: ଏଣିକି କଲେଜ ଓ ବିଶ୍ୱବିଦ୍ୟାଳୟ ଆସିବେ ସବୁ କର୍ମଚାରୀ । ଏନେଇ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶନାମା ଜାରି କରିଛି । ଆସନ୍ତାକାଲିଠୁ ସମସ୍ତ ଟିଚିଂ ଓ ନନଟିଚିଂ ଷ୍ଟାଫ୍ ଡିଗ୍ରୀ ଓ ବିଶ୍ବବିଦ୍ୟାଳୟକୁ ଆସି କାମରେ ଯୋଗଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। କରୋନା ପାଇଁ ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କେବଳ ଅଫିସିଆଲ୍‌ କାମ କରାଯାଉଥିଲା । ହେଲେ ଆସନ୍ତାକାଲିଠାରୁ ଏହି ନିୟମରେ ହୋଇଛି ପରିବର୍ତ୍ତନ ।

ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ଠାରୁ ସବୁ କର୍ମଚାରୀ କାର୍ୟ୍ୟରେ ଯୋଗଦେବା ପାଇଁ ବିଶ୍ୱବିଦ୍ୟାଳୟ କୁଳପତି ଓ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି । କରୋନା କଟକଣା ମାନି ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ରଖି କାମ କରିବେ କର୍ମଚାରୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର