ବାବା ଧବଳେଶ୍ବରଙ୍କ ପୀଠରେ ଚାଲିଛି ପଞ୍ଚୁକ ବ୍ରତ, ଆଜି ଲାଗି ହେଲା ପ୍ରସିଦ୍ଧ ଗଜ ଭୋଗ

The Sakala Picture
Published On

ଆଠଗଡ଼: ବାବା ଧବଳେଶ୍ବରଙ୍କ ପୀଠରେ ଚାଲିଛି ପଞ୍ଚୁକ ବ୍ରତ । ବାବାଙ୍କ ପାଖରେ ଲାଗି ହୋଇଛି ପ୍ରସିଦ୍ଧ ଗଜ ଭୋଗ । ରାତି ଗୋଟାଏରୁ ନୀତିକାନ୍ତି ଆରମ୍ଭ ହୋଇ ମଙ୍ଗଳ ଆଳତୀ କରାଯାଇଥିଲା । ପରେ ୧୦୮ ସୁବାସିତ ଜଳ ଆଣି ସ୍ନାନ କରାଯାଇ ଖେଚୁଡି ଭୋଗ ଓ ଘର୍ଷଣ ପରେ ମହାସ୍ନାନ କରାଯାଇ ବଡସିଂହାର ବେଶରେ ସୁସଜ୍ଜିତ କରାଯାଇଥିଲା । ଏହାପରେ ଗଜଭୋଗ ଲାଗି କରା ଯାଇଥିଲା। ପୂଜକଙ୍କ ପରିବାର ପକ୍ଷରୁ ଚାଉଳ, ମୁଗ, ଗୁଡ, […]

ଆଠଗଡ଼: ବାବା ଧବଳେଶ୍ବରଙ୍କ ପୀଠରେ ଚାଲିଛି ପଞ୍ଚୁକ ବ୍ରତ । ବାବାଙ୍କ ପାଖରେ ଲାଗି ହୋଇଛି ପ୍ରସିଦ୍ଧ ଗଜ ଭୋଗ । ରାତି ଗୋଟାଏରୁ ନୀତିକାନ୍ତି ଆରମ୍ଭ ହୋଇ ମଙ୍ଗଳ ଆଳତୀ କରାଯାଇଥିଲା । ପରେ ୧୦୮ ସୁବାସିତ ଜଳ ଆଣି ସ୍ନାନ କରାଯାଇ ଖେଚୁଡି ଭୋଗ ଓ ଘର୍ଷଣ ପରେ ମହାସ୍ନାନ କରାଯାଇ ବଡସିଂହାର ବେଶରେ ସୁସଜ୍ଜିତ କରାଯାଇଥିଲା । ଏହାପରେ ଗଜଭୋଗ ଲାଗି କରା ଯାଇଥିଲା। ପୂଜକଙ୍କ ପରିବାର ପକ୍ଷରୁ ଚାଉଳ, ମୁଗ, ଗୁଡ, ନଡିଆ ସହ ବିଭିନ୍ନ ଦ୍ରବ୍ୟର ମିଶ୍ରଣର ଏହି ଗଜଭୋଗ ପ୍ରସ୍ତୁତି କରାଯାଇଥାଏ । ଏହି ଗଜ ଭୋଗକୁ ପାଇବା ପାଇଁ ଭକ୍ତ ବର୍ଷ ତମାମ ଅପେକ୍ଷା କରି ରହିଥାଏ ।

ଆହୁରି ପଢ଼ନ୍ତୁ: ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି ବେଦାନ୍ତ ଆଲୁମିନିୟମ, ୨୫,୦୦୦ ଛାତ୍ରଛାତ୍ରୀ ଉପକୃତ

26 Nov 2023 By The Sakala

ବାବା ଧବଳେଶ୍ବରଙ୍କ ପୀଠରେ ଚାଲିଛି ପଞ୍ଚୁକ ବ୍ରତ, ଆଜି ଲାଗି ହେଲା ପ୍ରସିଦ୍ଧ ଗଜ ଭୋଗ

ଆଠଗଡ଼: ବାବା ଧବଳେଶ୍ବରଙ୍କ ପୀଠରେ ଚାଲିଛି ପଞ୍ଚୁକ ବ୍ରତ । ବାବାଙ୍କ ପାଖରେ ଲାଗି ହୋଇଛି ପ୍ରସିଦ୍ଧ ଗଜ ଭୋଗ । ରାତି ଗୋଟାଏରୁ ନୀତିକାନ୍ତି ଆରମ୍ଭ ହୋଇ ମଙ୍ଗଳ ଆଳତୀ କରାଯାଇଥିଲା । ପରେ ୧୦୮ ସୁବାସିତ ଜଳ ଆଣି ସ୍ନାନ କରାଯାଇ ଖେଚୁଡି ଭୋଗ ଓ ଘର୍ଷଣ ପରେ ମହାସ୍ନାନ କରାଯାଇ ବଡସିଂହାର ବେଶରେ ସୁସଜ୍ଜିତ କରାଯାଇଥିଲା । ଏହାପରେ ଗଜଭୋଗ ଲାଗି କରା ଯାଇଥିଲା। ପୂଜକଙ୍କ ପରିବାର ପକ୍ଷରୁ ଚାଉଳ, ମୁଗ, ଗୁଡ, ନଡିଆ ସହ ବିଭିନ୍ନ ଦ୍ରବ୍ୟର ମିଶ୍ରଣର ଏହି ଗଜଭୋଗ ପ୍ରସ୍ତୁତି କରାଯାଇଥାଏ । ଏହି ଗଜ ଭୋଗକୁ ପାଇବା ପାଇଁ ଭକ୍ତ ବର୍ଷ ତମାମ ଅପେକ୍ଷା କରି ରହିଥାଏ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର