ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା : ତାମଯାନରେ ଆସି ୩ ରଥରେ ‘ଛେରାପହଁରା’ କଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ, ଆରମ୍ଭ ହେଲା ରଥଟଣା

The Sakala Picture
Published On

ପୁରୀ : ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଘୋଷଯାତ୍ରା ପାଇଁ ଚଳଚଚଞ୍ଚଳ ଶ୍ରୀକ୍ଷେତ୍ର। ଦୀର୍ଘ ଦୁଇ ବର୍ଷ ପରେ ଭକ୍ତ ଓ ଭଗବାନଙ୍କ ହୋଇଛି ମହାମିଳନ । ଲକ୍ଷାଧିକ ଭକ୍ତଙ୍କ ସମାଗମରେ ପ୍ରକମ୍ପିତ ହୋଇଉଠିଛି ବଡଦାଣ୍ଡ । ସକାଳୁ ଧାଡି ପହଣ୍ଡିରେ ଆସି ରଥାରୁଢ ହୋଇଛନ୍ତି ତିନି ଠାକୁର । ଏହାପରେ ତିନି ରଥ ଉପରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ଜଗତଗୁରୁ ଶଙ୍କରାଚାର୍ଯ୍ୟ । ଶଙ୍କରାଚାର୍ଯ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ରଥ ଉପରେ ଛେରାପହଁରା ନୀତି […]

ପୁରୀ : ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଘୋଷଯାତ୍ରା ପାଇଁ ଚଳଚଚଞ୍ଚଳ ଶ୍ରୀକ୍ଷେତ୍ର। ଦୀର୍ଘ ଦୁଇ ବର୍ଷ ପରେ ଭକ୍ତ ଓ ଭଗବାନଙ୍କ ହୋଇଛି ମହାମିଳନ । ଲକ୍ଷାଧିକ ଭକ୍ତଙ୍କ ସମାଗମରେ ପ୍ରକମ୍ପିତ ହୋଇଉଠିଛି ବଡଦାଣ୍ଡ । ସକାଳୁ ଧାଡି ପହଣ୍ଡିରେ ଆସି ରଥାରୁଢ ହୋଇଛନ୍ତି ତିନି ଠାକୁର । ଏହାପରେ ତିନି ରଥ ଉପରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ଜଗତଗୁରୁ ଶଙ୍କରାଚାର୍ଯ୍ୟ ।

ଆହୁରି ପଢ଼ନ୍ତୁ: କବିସୂର୍ଯ୍ୟନଗର ହାଜତ ମୃତ୍ୟୁ ଘଟଣାକୁ ନେଇ ବର୍ଷିଲା ବିଜେଡି; ଅଭିଯୁକ୍ତ ପୁଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ ହେଉ

ଶଙ୍କରାଚାର୍ଯ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ରଥ ଉପରେ ଛେରାପହଁରା ନୀତି କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ । ପ୍ରଥମେ ଭଳଭଦ୍ରଙ୍କ ତାଳଧ୍ବଜ ରଥରେ ଛେରାପହଁରା କରିଥିଲେ ମହାରାଜା । ପରେ ସୁଭଦ୍ରାଙ୍କ ଦେବଦଳନ ରଥ ଏବଂ ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥରେ ଛେରାପହଁରା ନୀତି ସମାପନ କରିଥିଲେ ମହାରାଜା ଦିବ୍ୟସିଂହ ଦେବ । ସୁବର୍ଣ୍ଣ ଖଡିକା ଧରି ଛେରାପହଁରା କରିଛନ୍ତି ଗଜପତି ମହାରାଜା। ଛେରାପହଁରା ନୀତି ପରେ ରଥଟଣା ଆରମ୍ଭ ହେବ।ପ୍ରଥମେ ତାଳଧ୍ୱଜ ରଥରେ ଚାରମାଳ ଫିଟା ଯାଇ ଘୋଡା ଯକା ଯାଇଛି ଏବଂ ବର୍ତ୍ତମାନ ରଥଟଣା ଆରମ୍ଭ ହୋଇଛି।

ଆହୁରି ପଢ଼ନ୍ତୁ: ସ୍ୱାସ୍ଥ୍ୟସେବାର ଚରମ ଅବ୍ୟବସ୍ଥା: ପିଆର୍‌ଏମ୍‌ରେ ଅସୁସ୍ଥ ସ୍ତ୍ରୀଙ୍କୁ କାନ୍ଧରେ ବୋହିଲେ ସ୍ୱାମୀ

ନବଦିନାତ୍ମକ ଯାତ୍ରାରେ ଶ୍ରୀଜୀଉ । ରଥ ପ୍ରତିଷ୍ଠା ପରେ ସମସ୍ତ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ ହୋଇସାରିଛନ୍ତି। ପହଣ୍ଡି ବିଜେ ପରେ ରଥାରୁଢ଼ ହୋଇସାରିଛନ୍ତି ୩ ଠାକୁର । ଚକ୍ରରାଜ ସୁଦର୍ଶନ ପ୍ରଥମେ ରଥାରୁଢ଼ ହୋଇଥିବା ବେଳେ ପରେ ତାଳଧ୍ୱଜରେ ବିଜେ ବଡ଼ ଭାଇ ବଳଭଦ୍ର ପରେ ଦେବୀ ସୁଭଦ୍ରା ଦର୍ପଦଳନରେ ବିଜେ କରିସାରିଛନ୍ତି। ବଡ ଭାଇ ବଳଭଦ୍ରଙ୍କ ପରି ମୁଣ୍ଡରେ ଟାହିଆ ଲଗ।ଇ ଭକ୍ତଙ୍କ ଗହଣରେ ଝୁଲିଝୁଲି ଆସି ନନ୍ଦିଘୋଷ ରଥରେ ମହାପ୍ରଭୁ ଜଗନ୍ନାଥ ବିଜେ କରିସାରିଛନ୍ତି ।ସୂଚନା ମତାବକ ଚତୁର୍ଦ୍ଧାମୂର୍ତ୍ତିଙ୍କ ସମସ୍ତ ନୀତିକାନ୍ତି ୩ ଘଣ୍ଟା ଆଗୁଆ ରହିଛି ବୋଲି ଜଣାପଡ଼ିଛି । କରୋନା ପାଇଁ ୨ ବର୍ଷ ପରେ ବଡ଼ ଦାଣ୍ଡରେ ଏକାଠି ହୋଇଛନ୍ତି ଭକ୍ତ ଓ ଭଗବାନ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ

01 Jul 2022 By The Sakala

ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା : ତାମଯାନରେ ଆସି ୩ ରଥରେ ‘ଛେରାପହଁରା’ କଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ, ଆରମ୍ଭ ହେଲା ରଥଟଣା

ପୁରୀ : ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଘୋଷଯାତ୍ରା ପାଇଁ ଚଳଚଚଞ୍ଚଳ ଶ୍ରୀକ୍ଷେତ୍ର। ଦୀର୍ଘ ଦୁଇ ବର୍ଷ ପରେ ଭକ୍ତ ଓ ଭଗବାନଙ୍କ ହୋଇଛି ମହାମିଳନ । ଲକ୍ଷାଧିକ ଭକ୍ତଙ୍କ ସମାଗମରେ ପ୍ରକମ୍ପିତ ହୋଇଉଠିଛି ବଡଦାଣ୍ଡ । ସକାଳୁ ଧାଡି ପହଣ୍ଡିରେ ଆସି ରଥାରୁଢ ହୋଇଛନ୍ତି ତିନି ଠାକୁର । ଏହାପରେ ତିନି ରଥ ଉପରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ଜଗତଗୁରୁ ଶଙ୍କରାଚାର୍ଯ୍ୟ ।

ଶଙ୍କରାଚାର୍ଯ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ରଥ ଉପରେ ଛେରାପହଁରା ନୀତି କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ । ପ୍ରଥମେ ଭଳଭଦ୍ରଙ୍କ ତାଳଧ୍ବଜ ରଥରେ ଛେରାପହଁରା କରିଥିଲେ ମହାରାଜା । ପରେ ସୁଭଦ୍ରାଙ୍କ ଦେବଦଳନ ରଥ ଏବଂ ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥରେ ଛେରାପହଁରା ନୀତି ସମାପନ କରିଥିଲେ ମହାରାଜା ଦିବ୍ୟସିଂହ ଦେବ । ସୁବର୍ଣ୍ଣ ଖଡିକା ଧରି ଛେରାପହଁରା କରିଛନ୍ତି ଗଜପତି ମହାରାଜା। ଛେରାପହଁରା ନୀତି ପରେ ରଥଟଣା ଆରମ୍ଭ ହେବ।ପ୍ରଥମେ ତାଳଧ୍ୱଜ ରଥରେ ଚାରମାଳ ଫିଟା ଯାଇ ଘୋଡା ଯକା ଯାଇଛି ଏବଂ ବର୍ତ୍ତମାନ ରଥଟଣା ଆରମ୍ଭ ହୋଇଛି।

ନବଦିନାତ୍ମକ ଯାତ୍ରାରେ ଶ୍ରୀଜୀଉ । ରଥ ପ୍ରତିଷ୍ଠା ପରେ ସମସ୍ତ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ ହୋଇସାରିଛନ୍ତି। ପହଣ୍ଡି ବିଜେ ପରେ ରଥାରୁଢ଼ ହୋଇସାରିଛନ୍ତି ୩ ଠାକୁର । ଚକ୍ରରାଜ ସୁଦର୍ଶନ ପ୍ରଥମେ ରଥାରୁଢ଼ ହୋଇଥିବା ବେଳେ ପରେ ତାଳଧ୍ୱଜରେ ବିଜେ ବଡ଼ ଭାଇ ବଳଭଦ୍ର ପରେ ଦେବୀ ସୁଭଦ୍ରା ଦର୍ପଦଳନରେ ବିଜେ କରିସାରିଛନ୍ତି। ବଡ ଭାଇ ବଳଭଦ୍ରଙ୍କ ପରି ମୁଣ୍ଡରେ ଟାହିଆ ଲଗ।ଇ ଭକ୍ତଙ୍କ ଗହଣରେ ଝୁଲିଝୁଲି ଆସି ନନ୍ଦିଘୋଷ ରଥରେ ମହାପ୍ରଭୁ ଜଗନ୍ନାଥ ବିଜେ କରିସାରିଛନ୍ତି ।ସୂଚନା ମତାବକ ଚତୁର୍ଦ୍ଧାମୂର୍ତ୍ତିଙ୍କ ସମସ୍ତ ନୀତିକାନ୍ତି ୩ ଘଣ୍ଟା ଆଗୁଆ ରହିଛି ବୋଲି ଜଣାପଡ଼ିଛି । କରୋନା ପାଇଁ ୨ ବର୍ଷ ପରେ ବଡ଼ ଦାଣ୍ଡରେ ଏକାଠି ହୋଇଛନ୍ତି ଭକ୍ତ ଓ ଭଗବାନ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର