ପାହାଡ ବ୍ଲାଷ୍ଟିଂବେଳେ ପଥର ତଳେ ଚାପି ହୋଇ ୨ ଶ୍ରମିକ ମୃତ

The Sakala Picture
Published On

ମୋହନା: ବ୍ଲାଷ୍ଟିଂ ବେଳେ ପଥର ତଳେ ଚାପି ହୋଇ ୨ ଶ୍ରମିକ ମୃତ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ସ୍ଥିତ ବନ୍ଧlଗୁଡା କ୍ରସର ନିକଟରେ । ମୃତ ଶ୍ରମିକ ଦୁଇ ଜଣ ହେଲେ ରମ୍ଭା ଥାନା ଝରଡ଼ି ରାଧାଗୋବିନ୍ଦପୁର ଗାଁର ନାରାୟଣ ନାହକ, ମଧୁରଛୁଆ ଗାଁର ବିଷ୍ଣୁ ପ୍ରସାଦ ନାହକ। ଦୁହେଁ ସମ୍ପର୍କରେ ମାମୁଁ ଏବଂ ଭଣଜା ହେବେ ବୋଲି ଜଣାପଡିଛି । ସୂଚନା ଅନୁସାରେ, କ୍ରସର ନିକଟରେ ଥିବା ପଥର […]

ମୋହନା: ବ୍ଲାଷ୍ଟିଂ ବେଳେ ପଥର ତଳେ ଚାପି ହୋଇ ୨ ଶ୍ରମିକ ମୃତ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ସ୍ଥିତ ବନ୍ଧlଗୁଡା କ୍ରସର ନିକଟରେ । ମୃତ ଶ୍ରମିକ ଦୁଇ ଜଣ ହେଲେ ରମ୍ଭା ଥାନା ଝରଡ଼ି ରାଧାଗୋବିନ୍ଦପୁର ଗାଁର ନାରାୟଣ ନାହକ, ମଧୁରଛୁଆ ଗାଁର ବିଷ୍ଣୁ ପ୍ରସାଦ ନାହକ। ଦୁହେଁ ସମ୍ପର୍କରେ ମାମୁଁ ଏବଂ ଭଣଜା ହେବେ ବୋଲି ଜଣାପଡିଛି ।

ଆହୁରି ପଢ଼ନ୍ତୁ: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି

ସୂଚନା ଅନୁସାରେ, କ୍ରସର ନିକଟରେ ଥିବା ପଥର କୁଆଁରିରେ ବ୍ଲାଷ୍ଟିଂ ଚାଲିଥିଲା । ଏହି ସମୟରେ ଉଭୟ ମାମୁଁ ଭଣଜା ଏକ ବଡ଼ ପଥର ପଛପଟେ ବସି ବ୍ଲାଷ୍ଟି ପରିଚାଳନା କରୁଥିଲେ । ଏହି ସମୟରେ ଏକ ବିଶାଳ ପଥର ପଡ଼ି ୨ଜଣ ଶ୍ରମିକ ଚାପି ହୋଇଯାଇଥିଲେ । ଶୁକ୍ରବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ବେଳେ ଘଟଣାସ୍ଥଳରେ ମୋହନା ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହ ଉଦ୍ଧାର କରିବା ଚେଷ୍ଟା ଜାରି ରଖିଛନ୍ତି।

ଆହୁରି ପଢ଼ନ୍ତୁ: ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି

26 Aug 2023 By The Sakala

ପାହାଡ ବ୍ଲାଷ୍ଟିଂବେଳେ ପଥର ତଳେ ଚାପି ହୋଇ ୨ ଶ୍ରମିକ ମୃତ

ମୋହନା: ବ୍ଲାଷ୍ଟିଂ ବେଳେ ପଥର ତଳେ ଚାପି ହୋଇ ୨ ଶ୍ରମିକ ମୃତ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ସ୍ଥିତ ବନ୍ଧlଗୁଡା କ୍ରସର ନିକଟରେ । ମୃତ ଶ୍ରମିକ ଦୁଇ ଜଣ ହେଲେ ରମ୍ଭା ଥାନା ଝରଡ଼ି ରାଧାଗୋବିନ୍ଦପୁର ଗାଁର ନାରାୟଣ ନାହକ, ମଧୁରଛୁଆ ଗାଁର ବିଷ୍ଣୁ ପ୍ରସାଦ ନାହକ। ଦୁହେଁ ସମ୍ପର୍କରେ ମାମୁଁ ଏବଂ ଭଣଜା ହେବେ ବୋଲି ଜଣାପଡିଛି ।

ସୂଚନା ଅନୁସାରେ, କ୍ରସର ନିକଟରେ ଥିବା ପଥର କୁଆଁରିରେ ବ୍ଲାଷ୍ଟିଂ ଚାଲିଥିଲା । ଏହି ସମୟରେ ଉଭୟ ମାମୁଁ ଭଣଜା ଏକ ବଡ଼ ପଥର ପଛପଟେ ବସି ବ୍ଲାଷ୍ଟି ପରିଚାଳନା କରୁଥିଲେ । ଏହି ସମୟରେ ଏକ ବିଶାଳ ପଥର ପଡ଼ି ୨ଜଣ ଶ୍ରମିକ ଚାପି ହୋଇଯାଇଥିଲେ । ଶୁକ୍ରବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ବେଳେ ଘଟଣାସ୍ଥଳରେ ମୋହନା ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହ ଉଦ୍ଧାର କରିବା ଚେଷ୍ଟା ଜାରି ରଖିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର