ପାରିବାରିକ କଳହକୁ କେନ୍ଦ୍ର କରି ପତ୍ନୀର ଗଣ୍ଡି ଓ ମୁଣ୍ଡ ଅଲଗା କଲା ନୃଶଂସ ସ୍ବାମୀ

The Sakala Picture
Published On

ଗଜପତି: ପାରିବାରିକ କଳହରୁ ଭୟଙ୍କର ସ୍ଥିତି। ଗଜପତି କାଶୀନଗର ଥାନା ଅନ୍ତର୍ଗତ ଖାଣ୍ଡଭା ପଞ୍ଚାୟତ ସାରା ଗ୍ରାମରେ ସ୍ତ୍ରୀ ଉର୍ମିଳା କାର୍ଜୀଙ୍କୁ ଗଳାକାଟି ହତ୍ୟା କରିଛି ସ୍ବାମୀ ଚନ୍ଦ୍ରଶେଖର କାର୍ଜୀ। ପାରିବାରିକ କଳହକୁ କେନ୍ଦ୍ର କରି ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଆଜି ସକାଳେ ଦୁହେଁ ବିଲକୁ ଯାଇଥିଲେ। ଜମିବାଡ଼ି ଘଟଣାକୁ ନେଇ ସ୍ତ୍ରୀ ସହ ଚନ୍ଦ୍ରଶେଖରର ବଚସା ହୋଇଥିଲା। ତାପରେ ଉତକ୍ଷିପ୍ତ ହୋଇ ସେ ଏଭଳି କାଣ୍ଡ ଭିଆଇଥିବା ଜଣାଯାଇଛି। ନିଜ ବିଲରେ ସ୍ତ୍ରୀର […]

ଗଜପତି: ପାରିବାରିକ କଳହରୁ ଭୟଙ୍କର ସ୍ଥିତି। ଗଜପତି କାଶୀନଗର ଥାନା ଅନ୍ତର୍ଗତ ଖାଣ୍ଡଭା ପଞ୍ଚାୟତ ସାରା ଗ୍ରାମରେ ସ୍ତ୍ରୀ ଉର୍ମିଳା କାର୍ଜୀଙ୍କୁ ଗଳାକାଟି ହତ୍ୟା କରିଛି ସ୍ବାମୀ ଚନ୍ଦ୍ରଶେଖର କାର୍ଜୀ। ପାରିବାରିକ କଳହକୁ କେନ୍ଦ୍ର କରି ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଆଜି ସକାଳେ ଦୁହେଁ ବିଲକୁ ଯାଇଥିଲେ। ଜମିବାଡ଼ି ଘଟଣାକୁ ନେଇ ସ୍ତ୍ରୀ ସହ ଚନ୍ଦ୍ରଶେଖରର ବଚସା ହୋଇଥିଲା। ତାପରେ ଉତକ୍ଷିପ୍ତ ହୋଇ ସେ ଏଭଳି କାଣ୍ଡ ଭିଆଇଥିବା ଜଣାଯାଇଛି। ନିଜ ବିଲରେ ସ୍ତ୍ରୀର ମୃତଦେହ ପଡ଼ିଛି। ସକାଳ ପ୍ରାୟ ୮ଟା ସମୟରେ ଏହି ଅଭାବନୀୟ ଘଟଣା ଘଟିଥିବା ଜଣାଯାଇଛି। ଖବର ପାଇ କାଶୀନଗର ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଅଭିଯୁକ୍ତକୁ ଗିରଫ କରି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଛତିଶଗଡ଼ରେ ପଞ୍ଚାୟତର ତୋଗଲକି ଫରମାନ: ଦୁଷ୍କର୍ମ ପୀଡ଼ିତାଙ୍କ ପରିବାରକୁ ୧୨ ବର୍ଷ ପାଇଁ ଏକଘରକିଆ ନିର୍ଦ୍ଦେଶ

25 May 2023 By The Sakala

ପାରିବାରିକ କଳହକୁ କେନ୍ଦ୍ର କରି ପତ୍ନୀର ଗଣ୍ଡି ଓ ମୁଣ୍ଡ ଅଲଗା କଲା ନୃଶଂସ ସ୍ବାମୀ

ଗଜପତି: ପାରିବାରିକ କଳହରୁ ଭୟଙ୍କର ସ୍ଥିତି। ଗଜପତି କାଶୀନଗର ଥାନା ଅନ୍ତର୍ଗତ ଖାଣ୍ଡଭା ପଞ୍ଚାୟତ ସାରା ଗ୍ରାମରେ ସ୍ତ୍ରୀ ଉର୍ମିଳା କାର୍ଜୀଙ୍କୁ ଗଳାକାଟି ହତ୍ୟା କରିଛି ସ୍ବାମୀ ଚନ୍ଦ୍ରଶେଖର କାର୍ଜୀ। ପାରିବାରିକ କଳହକୁ କେନ୍ଦ୍ର କରି ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଆଜି ସକାଳେ ଦୁହେଁ ବିଲକୁ ଯାଇଥିଲେ। ଜମିବାଡ଼ି ଘଟଣାକୁ ନେଇ ସ୍ତ୍ରୀ ସହ ଚନ୍ଦ୍ରଶେଖରର ବଚସା ହୋଇଥିଲା। ତାପରେ ଉତକ୍ଷିପ୍ତ ହୋଇ ସେ ଏଭଳି କାଣ୍ଡ ଭିଆଇଥିବା ଜଣାଯାଇଛି। ନିଜ ବିଲରେ ସ୍ତ୍ରୀର ମୃତଦେହ ପଡ଼ିଛି। ସକାଳ ପ୍ରାୟ ୮ଟା ସମୟରେ ଏହି ଅଭାବନୀୟ ଘଟଣା ଘଟିଥିବା ଜଣାଯାଇଛି। ଖବର ପାଇ କାଶୀନଗର ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଅଭିଯୁକ୍ତକୁ ଗିରଫ କରି ତଦନ୍ତ ଆରମ୍ଭ କରିଛି।

https://www.thesakala.in/latest-odisha-news/gajapati/the-husband-severed-his-wifes-body-and-head/article-21978
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର