ଗଜପତିରେ ‘ଲକ୍ଷ୍ମୀ’ ବସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିକାଶରେ ସହଯୋଗ କରିବ ‘ଲକ୍ଷ୍ମୀ’ । ଆଜି ଗଜପତି ଜିଲ୍ଲାର ୭ ବ୍ଲକରେ ଆରମ୍ଭ ହେଲା ‘ଲକ୍ଷ୍ମୀ’ ସେବା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୭ଟି ବ୍ଲକରେ ସେବା ଯୋଗାଇବ ବସ୍ । ପ୍ରଥମ ପର୍ଯ୍ୟାୟରେ ମୋଟ ୩୬ଟି ବସ ଯୋଗାଇଛନ୍ତି ରାଜ୍ୟ ସରକାର। ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ଅଧିକ ସୁଗମ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ଐତିହାସିକ ପଦକ୍ଷେପ ‘ଲକ୍ଷ୍ମୀ ଯୋଜନା’‌ରେ […]

ଭୁବନେଶ୍ବର: ରାଜ୍ୟର ବିକାଶରେ ସହଯୋଗ କରିବ ‘ଲକ୍ଷ୍ମୀ’ । ଆଜି ଗଜପତି ଜିଲ୍ଲାର ୭ ବ୍ଲକରେ ଆରମ୍ଭ ହେଲା ‘ଲକ୍ଷ୍ମୀ’ ସେବା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୭ଟି ବ୍ଲକରେ ସେବା ଯୋଗାଇବ ବସ୍ । ପ୍ରଥମ ପର୍ଯ୍ୟାୟରେ ମୋଟ ୩୬ଟି ବସ ଯୋଗାଇଛନ୍ତି ରାଜ୍ୟ ସରକାର। ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ଅଧିକ ସୁଗମ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ଐତିହାସିକ ପଦକ୍ଷେପ ‘ଲକ୍ଷ୍ମୀ ଯୋଜନା’‌ରେ ବସ୍‌ ସେବା ମାଲକାନଗିରିରୁ ପ୍ରଥମ ପର୍ଯ୍ୟାୟରେ ଆରମ୍ଭ ହୋଇ ସାରିଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ଏହି ଯୋଜନାରେ ଅନେକ ଗାଁ ଓ ପଞ୍ଚାୟତକୁ ଜିଲ୍ଲା ସଦର ମହକୁମାରୁ ସିଧାସଳଖ ଉନ୍ନତମାନର ବସ୍‌ ସେବା ମିଳି ପାରିବ। ଯେଉଁ ଗ୍ରାମଗୁଡ଼ିକୁ ବ୍ଲକ୍‌ ସଦରରୁ ବସ୍‌ ସେବା ନଥିଲା, ସେହି ଗ୍ରାମଗୁଡ଼ିକୁ ଲୋକେ ଅତି ଆରାମରେ ଯାତାୟତ କରି ପାରିବେ। ଅନେକ ଗ୍ରାମରେ ବସ ସେବା ନଥିବା ବେଳେ ଲୋକେ ଅନେକ ଦୂର ଚାଲି ଚାଲି କିମ୍ବା ଅନ୍ୟ ଗାଡିରେ ଅଧିକ ଭଡ଼ା ଦେଇ ଆସିବାକୁ ପଡ଼ୁଥିଲା। ସେହି ଗ୍ରାମବାସୀଙ୍କ ପାଇଁ ବର୍ତ୍ତମାନ ବ୍ଲକ ସଦରର ଦୂରତା କମିବା ସହ ସ୍ୱଳ୍ପ ଭଡ଼ାରେ ଉତ୍ତମ ସରକାରୀ ବସ୍‌ ସେବାର ସୁଯୋଗ ମିଳିବ। ଏଥିପାଇଁ ଜିଲ୍ଲାବାସୀ ଖୁସିବ୍ୟକ୍ତ କରିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

20 Oct 2023 By The Sakala

ଗଜପତିରେ ‘ଲକ୍ଷ୍ମୀ’ ବସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ରାଜ୍ୟର ବିକାଶରେ ସହଯୋଗ କରିବ ‘ଲକ୍ଷ୍ମୀ’ । ଆଜି ଗଜପତି ଜିଲ୍ଲାର ୭ ବ୍ଲକରେ ଆରମ୍ଭ ହେଲା ‘ଲକ୍ଷ୍ମୀ’ ସେବା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୭ଟି ବ୍ଲକରେ ସେବା ଯୋଗାଇବ ବସ୍ । ପ୍ରଥମ ପର୍ଯ୍ୟାୟରେ ମୋଟ ୩୬ଟି ବସ ଯୋଗାଇଛନ୍ତି ରାଜ୍ୟ ସରକାର। ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ଅଧିକ ସୁଗମ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ଐତିହାସିକ ପଦକ୍ଷେପ ‘ଲକ୍ଷ୍ମୀ ଯୋଜନା’‌ରେ ବସ୍‌ ସେବା ମାଲକାନଗିରିରୁ ପ୍ରଥମ ପର୍ଯ୍ୟାୟରେ ଆରମ୍ଭ ହୋଇ ସାରିଛି।

ଏହି ଯୋଜନାରେ ଅନେକ ଗାଁ ଓ ପଞ୍ଚାୟତକୁ ଜିଲ୍ଲା ସଦର ମହକୁମାରୁ ସିଧାସଳଖ ଉନ୍ନତମାନର ବସ୍‌ ସେବା ମିଳି ପାରିବ। ଯେଉଁ ଗ୍ରାମଗୁଡ଼ିକୁ ବ୍ଲକ୍‌ ସଦରରୁ ବସ୍‌ ସେବା ନଥିଲା, ସେହି ଗ୍ରାମଗୁଡ଼ିକୁ ଲୋକେ ଅତି ଆରାମରେ ଯାତାୟତ କରି ପାରିବେ। ଅନେକ ଗ୍ରାମରେ ବସ ସେବା ନଥିବା ବେଳେ ଲୋକେ ଅନେକ ଦୂର ଚାଲି ଚାଲି କିମ୍ବା ଅନ୍ୟ ଗାଡିରେ ଅଧିକ ଭଡ଼ା ଦେଇ ଆସିବାକୁ ପଡ଼ୁଥିଲା। ସେହି ଗ୍ରାମବାସୀଙ୍କ ପାଇଁ ବର୍ତ୍ତମାନ ବ୍ଲକ ସଦରର ଦୂରତା କମିବା ସହ ସ୍ୱଳ୍ପ ଭଡ଼ାରେ ଉତ୍ତମ ସରକାରୀ ବସ୍‌ ସେବାର ସୁଯୋଗ ମିଳିବ। ଏଥିପାଇଁ ଜିଲ୍ଲାବାସୀ ଖୁସିବ୍ୟକ୍ତ କରିଛନ୍ତି।

https://www.thesakala.in/latest-odisha-news/gajapati/cm-naveen-patnaik-launched-laxmi-bus-in-gajapati/article-26560
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର