ବିପୁଳ ପରିମାଣର ଗଞ୍ଜେଇ ଜବତ, ୪ଗିରଫ

The Sakala Picture
Published On

ମୋହନା : ଗଜପତି ଜିଲ୍ଲା ମୋହନା ଓ ଆର.ଉଦୟଗିରି ଥାନା ଅଞ୍ଚଳରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ପୁଲିସ। ଉଭୟ ଥାନା ଅଞ୍ଚଳରୁ ୧୦ କୁଇଣ୍ଟାଲ ୩୩ କିଲୋ ଗଞ୍ଜେଇ ଜବତ ହୋଇଥିବା ବେଳେ ଗୋଟିଏ କଣ୍ଟେନର ଓ ଗୋଟିଏ କାର ସହ ୪ ଜଣକୁ ଗିରଫ କରାଯାଇଛି । ମୋହନା ଥାନା କମଳାପୁର ଛକରୁ ଏକ କଣ୍ଟେନରରୁ ୭ କୁଇଣ୍ଟାଲ ୫୮ କିଲୋ ଗଞ୍ଜେଇ ଜବତ ହୋଇଛି। ଏହି ଗଞ୍ଜେଇ ବିରିକୋଟି ଅଞ୍ଚଳରୁ ବିହାର […]

ମୋହନା : ଗଜପତି ଜିଲ୍ଲା ମୋହନା ଓ ଆର.ଉଦୟଗିରି ଥାନା ଅଞ୍ଚଳରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ପୁଲିସ। ଉଭୟ ଥାନା ଅଞ୍ଚଳରୁ ୧୦ କୁଇଣ୍ଟାଲ ୩୩ କିଲୋ ଗଞ୍ଜେଇ ଜବତ ହୋଇଥିବା ବେଳେ ଗୋଟିଏ କଣ୍ଟେନର ଓ ଗୋଟିଏ କାର ସହ ୪ ଜଣକୁ ଗିରଫ କରାଯାଇଛି । ମୋହନା ଥାନା କମଳାପୁର ଛକରୁ ଏକ କଣ୍ଟେନରରୁ ୭ କୁଇଣ୍ଟାଲ ୫୮ କିଲୋ ଗଞ୍ଜେଇ ଜବତ ହୋଇଛି। ଏହି ଗଞ୍ଜେଇ ବିରିକୋଟି ଅଞ୍ଚଳରୁ ବିହାର ଚାଲାଣ ହେଉଥିଲା। ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତ ଉତ୍ତରପ୍ରଦେଶ ବୋରେଲି ଅଞ୍ଚଳର ମହମ୍ମଦ ଅଲ୍ଲୀ ଓ ତସଲିମ ଖାନକୁ ଗିରଫ କରାଯାଇଛି।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ସେହିପରି ଆର.ଉଦୟଗିରି ଥାନା ପୁଲିସ ପକ୍ଷରୁ ଚଢ଼ଉ କରାଯାଇ ଏକ କାର ସହ ୨୭୫ କିଲୋ ଗଞ୍ଜେଇ ଜବତ କରାଯାଇଛି। ଏହି ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତ ମିନୁ ବର୍ଦ୍ଧନ ଓ ସିଦ୍ଧାନ୍ତ କରାଡ଼କୁ ଗିରଫ କରାଯାଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ଦେଢ଼ କୋଟି ଟଙ୍କା ହେବ ବୋଲି ଗଜପତି ଏସପି ସ୍ୱାତୀ ଏସ କୁମାର ସୂଚନା ଦେଇଛନ୍ତି । ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।

ଆହୁରି ପଢ଼ନ୍ତୁ: 'ସୁଭଦ୍ରା' ଯୋଜନାକୁ ନେଇ ବଡ ଖବର: ଆସନ୍ତାକାଲି ମହିଳା ଦିବସରେ ମିଳିବ ଚତୁର୍ଥ କିସ୍ତି

09 Jun 2024 By The Sakala

ବିପୁଳ ପରିମାଣର ଗଞ୍ଜେଇ ଜବତ, ୪ଗିରଫ

ମୋହନା : ଗଜପତି ଜିଲ୍ଲା ମୋହନା ଓ ଆର.ଉଦୟଗିରି ଥାନା ଅଞ୍ଚଳରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ପୁଲିସ। ଉଭୟ ଥାନା ଅଞ୍ଚଳରୁ ୧୦ କୁଇଣ୍ଟାଲ ୩୩ କିଲୋ ଗଞ୍ଜେଇ ଜବତ ହୋଇଥିବା ବେଳେ ଗୋଟିଏ କଣ୍ଟେନର ଓ ଗୋଟିଏ କାର ସହ ୪ ଜଣକୁ ଗିରଫ କରାଯାଇଛି । ମୋହନା ଥାନା କମଳାପୁର ଛକରୁ ଏକ କଣ୍ଟେନରରୁ ୭ କୁଇଣ୍ଟାଲ ୫୮ କିଲୋ ଗଞ୍ଜେଇ ଜବତ ହୋଇଛି। ଏହି ଗଞ୍ଜେଇ ବିରିକୋଟି ଅଞ୍ଚଳରୁ ବିହାର ଚାଲାଣ ହେଉଥିଲା। ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତ ଉତ୍ତରପ୍ରଦେଶ ବୋରେଲି ଅଞ୍ଚଳର ମହମ୍ମଦ ଅଲ୍ଲୀ ଓ ତସଲିମ ଖାନକୁ ଗିରଫ କରାଯାଇଛି।

ସେହିପରି ଆର.ଉଦୟଗିରି ଥାନା ପୁଲିସ ପକ୍ଷରୁ ଚଢ଼ଉ କରାଯାଇ ଏକ କାର ସହ ୨୭୫ କିଲୋ ଗଞ୍ଜେଇ ଜବତ କରାଯାଇଛି। ଏହି ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତ ମିନୁ ବର୍ଦ୍ଧନ ଓ ସିଦ୍ଧାନ୍ତ କରାଡ଼କୁ ଗିରଫ କରାଯାଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ଦେଢ଼ କୋଟି ଟଙ୍କା ହେବ ବୋଲି ଗଜପତି ଏସପି ସ୍ୱାତୀ ଏସ କୁମାର ସୂଚନା ଦେଇଛନ୍ତି । ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।

https://www.thesakala.in/latest-odisha-news/gajapati/large-amount-of-ganja-seized-4-people-arrested/article-32782
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର