ଗଜପତି ଜିଲ୍ଲାରେ ଭାଙ୍ଗିଲା ବିଜେପି ଦୁର୍ଗ: ବିଜେପି ଛାଡି ବିଜେଡିରେ ମିଶିଲେ ଶତାଧିକ କର୍ମୀ

The Sakala Picture
Published On

ଗଜପତି: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଆହୁରି ଦୃଢ ହେଉଛି ବିଜେଡି । ଗଜପତି ଜିଲ୍ଲାରେ ବିଜେପିର ଦୁର୍ଗ ଭାଙ୍ଗିଛି । ଜିଲ୍ଲାରେ ଆଜି ପୁଣି ବିଜୁ ଜନତା ଦଳର ଏକ ଗଣ ମିଶ୍ରଣପର୍ବ ଅନୁଷ୍ଠିତ ହେଉଛି । ବିଜେପି ଛାଡି ବିଜେଡି ସରକାରଙ୍କ ବିକାଶର ମୁଖ୍ୟ ସ୍ରୋତରେ ସାମିଲ ହେଉଛନ୍ତି । ବିଜେପିର ପୂର୍ବତନ ଜିଲ୍ଲା ସଭାପତି ଭି. ରାବଣା ଓ ବହୁ ମଣ୍ଡଳ ସଭାପତି ବିଜେଡିରେ ସାମିଲ ହେଉଛନ୍ତି । ଓଡ଼ିଶାର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ […]

ଗଜପତି: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଆହୁରି ଦୃଢ ହେଉଛି ବିଜେଡି । ଗଜପତି ଜିଲ୍ଲାରେ ବିଜେପିର ଦୁର୍ଗ ଭାଙ୍ଗିଛି । ଜିଲ୍ଲାରେ ଆଜି ପୁଣି ବିଜୁ ଜନତା ଦଳର ଏକ ଗଣ ମିଶ୍ରଣପର୍ବ ଅନୁଷ୍ଠିତ ହେଉଛି । ବିଜେପି ଛାଡି ବିଜେଡି ସରକାରଙ୍କ ବିକାଶର ମୁଖ୍ୟ ସ୍ରୋତରେ ସାମିଲ ହେଉଛନ୍ତି । ବିଜେପିର ପୂର୍ବତନ ଜିଲ୍ଲା ସଭାପତି ଭି. ରାବଣା ଓ ବହୁ ମଣ୍ଡଳ ସଭାପତି ବିଜେଡିରେ ସାମିଲ ହେଉଛନ୍ତି । ଓଡ଼ିଶାର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ତଥା ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଭିନ୍ନ ସ୍ଥାନରୁ ଶତାଧିକ କର୍ମୀ ଓ ପୂର୍ବତନ ଲୋକ ପ୍ରତିନିଧି ଦଳରେ ସାମିଲ ହେଉଛନ୍ତି । ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ, ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଗଜପତି ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ନାୟକ ଓ ଜିଲ୍ଲା ନିର୍ବାଚନ ଦାୟିତ୍ୱରେ ଥିବା ତିରୁପତି ପାଣିଗ୍ରାହୀ ଓ ବହୁ ବରିଷ୍ଠ ବିଜେଡି ନେତାଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ହୋଇଛି ।

ଆହୁରି ପଢ଼ନ୍ତୁ: କାକବନ୍ଧ ଆଶ୍ରମ ବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ମାମଲା: ବିଜେଡିର ୧୨ଘଣ୍ଟିଆ ମୟୂରଭଞ୍ଜ ହରତାଳ

08 Feb 2022 By The Sakala

ଗଜପତି ଜିଲ୍ଲାରେ ଭାଙ୍ଗିଲା ବିଜେପି ଦୁର୍ଗ: ବିଜେପି ଛାଡି ବିଜେଡିରେ ମିଶିଲେ ଶତାଧିକ କର୍ମୀ

ଗଜପତି: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଆହୁରି ଦୃଢ ହେଉଛି ବିଜେଡି । ଗଜପତି ଜିଲ୍ଲାରେ ବିଜେପିର ଦୁର୍ଗ ଭାଙ୍ଗିଛି । ଜିଲ୍ଲାରେ ଆଜି ପୁଣି ବିଜୁ ଜନତା ଦଳର ଏକ ଗଣ ମିଶ୍ରଣପର୍ବ ଅନୁଷ୍ଠିତ ହେଉଛି । ବିଜେପି ଛାଡି ବିଜେଡି ସରକାରଙ୍କ ବିକାଶର ମୁଖ୍ୟ ସ୍ରୋତରେ ସାମିଲ ହେଉଛନ୍ତି । ବିଜେପିର ପୂର୍ବତନ ଜିଲ୍ଲା ସଭାପତି ଭି. ରାବଣା ଓ ବହୁ ମଣ୍ଡଳ ସଭାପତି ବିଜେଡିରେ ସାମିଲ ହେଉଛନ୍ତି । ଓଡ଼ିଶାର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ତଥା ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଭିନ୍ନ ସ୍ଥାନରୁ ଶତାଧିକ କର୍ମୀ ଓ ପୂର୍ବତନ ଲୋକ ପ୍ରତିନିଧି ଦଳରେ ସାମିଲ ହେଉଛନ୍ତି । ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ, ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଗଜପତି ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ନାୟକ ଓ ଜିଲ୍ଲା ନିର୍ବାଚନ ଦାୟିତ୍ୱରେ ଥିବା ତିରୁପତି ପାଣିଗ୍ରାହୀ ଓ ବହୁ ବରିଷ୍ଠ ବିଜେଡି ନେତାଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର