ଓଡ଼ିଶାରୁ ୨ ଜଣଙ୍କୁ ରାଷ୍ଟ୍ରପତି ପଦକ, ୯ ଜଣଙ୍କୁ ସାହସିକତା ପଦକ…

The Sakala Picture
Published On

ଭୁବନେଶ୍ୱର: ସ୍ୱାଧୀନତା ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୁଲିସ, ଅଗ୍ନିଶମ, ଗୃହରକ୍ଷୀ, ସିଭିଲ ଡିଫେନ୍ସ (HG &CD) ଏବଂ କରେକ୍ସନାଲ୍ ସେବାର ମୋଟ ୧୦୯୦ ଜଣ କର୍ମଚାରୀଙ୍କୁ ସାହସିକତା ଏବଂ ସେବା ପଦକରେ ସମ୍ମାନିତ କରାଯିବ। ଓଡ଼ିଶାର ୨ ଜଣଙ୍କୁ ମିିଳିବ ରାଷ୍ଟ୍ରପତି ପଦକ। ବିଶିଷ୍ଟ ସେବାରେ ଉଲ୍ଲେଖନୀୟ ଅବଦାନ ପାଇଁ ଏଏସ୍‌ପି ରବୀନ୍ଦ୍ର ପଣ୍ଡା, କମାଣ୍ଡାଣ୍ଟ ନରେଶ ପଟେଲଙ୍କୁ ରାଷ୍ଟ୍ରପତି ପଦକ ମିଳିବ। ଓଡ଼ିଶାରୁ ୯ ଜଣଙ୍କୁ ମିଳିବ ସାହସିକତା ପଦକ। […]

ଭୁବନେଶ୍ୱର: ସ୍ୱାଧୀନତା ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୁଲିସ, ଅଗ୍ନିଶମ, ଗୃହରକ୍ଷୀ, ସିଭିଲ ଡିଫେନ୍ସ (HG &CD) ଏବଂ କରେକ୍ସନାଲ୍ ସେବାର ମୋଟ ୧୦୯୦ ଜଣ କର୍ମଚାରୀଙ୍କୁ ସାହସିକତା ଏବଂ ସେବା ପଦକରେ ସମ୍ମାନିତ କରାଯିବ। ଓଡ଼ିଶାର ୨ ଜଣଙ୍କୁ ମିିଳିବ ରାଷ୍ଟ୍ରପତି ପଦକ। ବିଶିଷ୍ଟ ସେବାରେ ଉଲ୍ଲେଖନୀୟ ଅବଦାନ ପାଇଁ ଏଏସ୍‌ପି ରବୀନ୍ଦ୍ର ପଣ୍ଡା, କମାଣ୍ଡାଣ୍ଟ ନରେଶ ପଟେଲଙ୍କୁ ରାଷ୍ଟ୍ରପତି ପଦକ ମିଳିବ। ଓଡ଼ିଶାରୁ ୯ ଜଣଙ୍କୁ ମିଳିବ ସାହସିକତା ପଦକ। ଏସ୍‌ଆଇ  ଅମରେଶ ନରେନ୍ଦ୍ର, କନଷ୍ଟେବଳ ଜିତେନ୍ଦ୍ର ନାୟକଙ୍କୁ ମିଳିବ ସାହସିକତା ପଦକ। OAPF ଅର୍ଜ୍ଜୁନ ମଲ୍ଲିକ, ଯୁଧିଷ୍ଠିର ମଲ୍ଲିକ, ହାବିଲଦାର ଅଶ୍ୱିନୀ ବାଗ, କମାଣ୍ଡୋ ଡମ୍ବରୁଧର ଭୋଇ, ନବୀନ ସାହୁ, ପ୍ରଦୀପ ଶ୍ରେଷ୍ଠ, ଅଭିମନ୍ୟୁ ମାଝୀଙ୍କୁ ପଦକ ମିଳିବ।

ଆହୁରି ପଢ଼ନ୍ତୁ: ବିସ୍କୁଟ ଚୋରି ସନ୍ଦେହରେ ନାବାଳକକୁ ପିଟିପିଟି ହତ୍ୟା ! ପୋଲିସର ତଦନ୍ତ ଜାରି

ମୋଟ ୨୩୩ ଜଣ କର୍ମଚାରୀଙ୍କୁ ସେମାନଙ୍କର ସାହସିକ କାର୍ଯ୍ୟ ପାଇଁ ଏହି ମର୍ଯ୍ୟାଦାଜନକ ପଦକ ମିଳିବ। ଏମାନଙ୍କ ମଧ୍ୟରୁ ୨୨୬ ଜଣ ପୋଲିସ ସେବାରୁ ୬ ଜଣ ଅଗ୍ନିଶମ ସେବାରୁ ଏବଂ ଜଣେ HG&CDରୁ ରହିଛନ୍ତି।

ଆହୁରି ପଢ଼ନ୍ତୁ: କେନ୍ଦୁଝରରେ ହଜାର ହଜାର ଆଦିବାସୀଙ୍କ ଗର୍ଜନ: ନିଜ ସମ୍ପ୍ରଦାୟର ସମ୍ମାନ ଓ ଅଧିକାରର ସୁରକ୍ଷା ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର