ଧରାପଡିଲା ଗ୍ୟାଙ୍ଗଷ୍ଟର ହାଇଦର

The Sakala Picture
Published On

ଭୁବନେଶ୍ବର : କଟକ ବଡ଼ମେଡିକାଲରୁ ଫେରାର ଗ୍ୟାଙ୍ଗଷ୍ଟର ହାଇଦର ଗିରଫ ହୋଇଛି।  ହାଇଦରକୁ ତେଲେଙ୍ଗାନାରୁ ଗିରଫ କରାଯାଇଛି। ଆଜି ସଂଧ୍ୟାରେ କମିଶନରେଟ୍‌ ପୁଲିସ ତେଲେଙ୍ଗାନାରୁ ହାଇଦରକୁ ଗିରଫ କରିଛି। ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏହି ସୂଚନା ଦେଇଛନ୍ତି। ଏପ୍ରିଲ୍ ୧୦ ତାରିଖରେ ହାଇଦର ଫେରାର୍‌ ହେବାପରେ ଓଡିଶା ପୁଲିସ ସହ କମିଶନରେଟ୍‌ ପୁଲିସର ନିଦ ହଜିଯାଇଥିଲା। ଏହାପରେ ତାକୁ ଧରିବା ପାଇଁ ପୁଲିସ ପକ୍ଷରୁ ସ୍ପେଶାଲ୍‌ ଟିମ୍‌ ଗଠନ କରାଯାଇଥିଲା। ହାଇଦରର ସହଯୋଗୀ ୟାକୁବକୁ ପୁଲିସ ଗିରଫ […]

ଭୁବନେଶ୍ବର : କଟକ ବଡ଼ମେଡିକାଲରୁ ଫେରାର ଗ୍ୟାଙ୍ଗଷ୍ଟର ହାଇଦର ଗିରଫ ହୋଇଛି।  ହାଇଦରକୁ ତେଲେଙ୍ଗାନାରୁ ଗିରଫ କରାଯାଇଛି। ଆଜି ସଂଧ୍ୟାରେ କମିଶନରେଟ୍‌ ପୁଲିସ ତେଲେଙ୍ଗାନାରୁ ହାଇଦରକୁ ଗିରଫ କରିଛି। ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏହି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ନିଜ ଜନ୍ମମାଟିରେ ୬୮ତମ ଜନ୍ମଦିନ ପାଳନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପିଲାଙ୍କୁ ବାଣ୍ଟିଲେ ଚକୋଲେଟ୍

ଏପ୍ରିଲ୍ ୧୦ ତାରିଖରେ ହାଇଦର ଫେରାର୍‌ ହେବାପରେ ଓଡିଶା ପୁଲିସ ସହ କମିଶନରେଟ୍‌ ପୁଲିସର ନିଦ ହଜିଯାଇଥିଲା। ଏହାପରେ ତାକୁ ଧରିବା ପାଇଁ ପୁଲିସ ପକ୍ଷରୁ ସ୍ପେଶାଲ୍‌ ଟିମ୍‌ ଗଠନ କରାଯାଇଥିଲା। ହାଇଦରର ସହଯୋଗୀ ୟାକୁବକୁ ପୁଲିସ ଗିରଫ କରି ପୁଲିସ କିଛି ସୂରାକ ପାଇଥିଲା। ଏହାପରେ ପୁଲିସ ହାଇଦରକୁ ଧରିବା ପାଇଁ ରାଜ୍ୟ ବାହାରର ପୁଲିସଙ୍କ ସହ ମିଶି ବିଭିନ୍ନ ସ୍ଥାନରେ ଚଢଉ କରୁଥିଲା। ଏହାପରେ ଆଜି ହାଇଦରକୁ ତେଲଙ୍ଗାନାର ସଙ୍ଗାରେଡି ଜିଲ୍ଲାରୁ ତେଲଙ୍ଗାନା ପୁଲିସ ସହଯୋଗରେ କଟକ ପୁଲିସ ଗିରଫ କରିଛି।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତିଙ୍କ ସହ ମିଶି ଆଦିବାସୀଙ୍କ ଗୋଷାଣୀ ପୀଠରେ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ

ସୂଚନାଯୋଗ୍ୟ  ଚିକିତ୍ସା ବାହାନାରେ ୨୩ ମାର୍ଚ୍ଚରେ ହାଇଦର କଟକ ଏସସିବିରେ ଭର୍ତ୍ତି ହୋଇଥିଲା । ଏପ୍ରିଲ୍ ୧୦ ତାରିଖ ୪ଟା ୩୦ ପାଖାପାଖି ହାଇଦର ସୁରକ୍ଷାକର୍ମୀଙ୍କୁ ନିଶା ଦେଇ ହାଇଦର ଖସି ଯାଇଥିଲା ।

ଆହୁରି ପଢ଼ନ୍ତୁ: ରାୟଗଡ଼ାରେ ଘଟିଥିବା ଜଘନ୍ୟ, ବର୍ବରୋଚିତ କାଣ୍ଡ ସମଗ୍ର ଓଡ଼ିଶାକୁ ବିଚଳିତ, ଲଜ୍ଜିତ ଓ ଚିନ୍ତିତ କରିଛି: ନବୀନ

15 Apr 2021 By The Sakala

ଧରାପଡିଲା ଗ୍ୟାଙ୍ଗଷ୍ଟର ହାଇଦର

ଭୁବନେଶ୍ବର : କଟକ ବଡ଼ମେଡିକାଲରୁ ଫେରାର ଗ୍ୟାଙ୍ଗଷ୍ଟର ହାଇଦର ଗିରଫ ହୋଇଛି।  ହାଇଦରକୁ ତେଲେଙ୍ଗାନାରୁ ଗିରଫ କରାଯାଇଛି। ଆଜି ସଂଧ୍ୟାରେ କମିଶନରେଟ୍‌ ପୁଲିସ ତେଲେଙ୍ଗାନାରୁ ହାଇଦରକୁ ଗିରଫ କରିଛି। ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏହି ସୂଚନା ଦେଇଛନ୍ତି।

ଏପ୍ରିଲ୍ ୧୦ ତାରିଖରେ ହାଇଦର ଫେରାର୍‌ ହେବାପରେ ଓଡିଶା ପୁଲିସ ସହ କମିଶନରେଟ୍‌ ପୁଲିସର ନିଦ ହଜିଯାଇଥିଲା। ଏହାପରେ ତାକୁ ଧରିବା ପାଇଁ ପୁଲିସ ପକ୍ଷରୁ ସ୍ପେଶାଲ୍‌ ଟିମ୍‌ ଗଠନ କରାଯାଇଥିଲା। ହାଇଦରର ସହଯୋଗୀ ୟାକୁବକୁ ପୁଲିସ ଗିରଫ କରି ପୁଲିସ କିଛି ସୂରାକ ପାଇଥିଲା। ଏହାପରେ ପୁଲିସ ହାଇଦରକୁ ଧରିବା ପାଇଁ ରାଜ୍ୟ ବାହାରର ପୁଲିସଙ୍କ ସହ ମିଶି ବିଭିନ୍ନ ସ୍ଥାନରେ ଚଢଉ କରୁଥିଲା। ଏହାପରେ ଆଜି ହାଇଦରକୁ ତେଲଙ୍ଗାନାର ସଙ୍ଗାରେଡି ଜିଲ୍ଲାରୁ ତେଲଙ୍ଗାନା ପୁଲିସ ସହଯୋଗରେ କଟକ ପୁଲିସ ଗିରଫ କରିଛି।

ସୂଚନାଯୋଗ୍ୟ  ଚିକିତ୍ସା ବାହାନାରେ ୨୩ ମାର୍ଚ୍ଚରେ ହାଇଦର କଟକ ଏସସିବିରେ ଭର୍ତ୍ତି ହୋଇଥିଲା । ଏପ୍ରିଲ୍ ୧୦ ତାରିଖ ୪ଟା ୩୦ ପାଖାପାଖି ହାଇଦର ସୁରକ୍ଷାକର୍ମୀଙ୍କୁ ନିଶା ଦେଇ ହାଇଦର ଖସି ଯାଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର