କରୋନା କଟକଣା; ଗଞ୍ଜାମ ଜିଲ୍ଲାର ସରକାରୀ କର୍ମଚାରୀଙ୍କୁ ସଦର ମହକୁମା ଛାଡିବା ମନା

The Sakala Picture
Published On

ଗଞ୍ଜାମ: ରାଜ୍ଯରେ କରୋନା ସଂକ୍ରମଣ ମାମଲା ବୃଦ୍ଧିକୁ ନଜରରେ ରଖି ଗଞ୍ଜାମ ଜିଲ୍ଲାପାଳ ସରକାରୀ କର୍ମଚାରୀଙ୍କ ଲାଗି ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଗଞ୍ଜାମ ଜିଲ୍ଲାର ସରକାରୀ କର୍ମଚାରୀଙ୍କୁ ସଦର ମହକୁମା ଛାଡ଼ିବାକୁ ମନା କରାଯାଇଛି । ଜରୁରୀ କାମରେ ଯିବାକୁ ଥିଲେ ବିଭାଗୀୟ ଅନୁମତି ନେବା ଦରକାର ବୋଲି ଜିଲ୍ଲାପାଳ ହିଛନ୍ତି । କଟକଣା ଉଲ୍ଲଂଘନ କଲେ କାର୍ଯ୍ଯାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲାପାଳ ଟ୍ବିଟ ମାଧ୍ଯମରେ ଜଣାଇଛନ୍ତି। ଗଞ୍ଜାମ ଜିଲ୍ଲାର ସରକାରୀ କର୍ମଚାରୀଙ୍କୁ ସଦର […]

ଗଞ୍ଜାମ: ରାଜ୍ଯରେ କରୋନା ସଂକ୍ରମଣ ମାମଲା ବୃଦ୍ଧିକୁ ନଜରରେ ରଖି ଗଞ୍ଜାମ ଜିଲ୍ଲାପାଳ ସରକାରୀ କର୍ମଚାରୀଙ୍କ ଲାଗି ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଗଞ୍ଜାମ ଜିଲ୍ଲାର ସରକାରୀ କର୍ମଚାରୀଙ୍କୁ ସଦର ମହକୁମା ଛାଡ଼ିବାକୁ ମନା କରାଯାଇଛି । ଜରୁରୀ କାମରେ ଯିବାକୁ ଥିଲେ ବିଭାଗୀୟ ଅନୁମତି ନେବା ଦରକାର ବୋଲି ଜିଲ୍ଲାପାଳ ହିଛନ୍ତି । କଟକଣା ଉଲ୍ଲଂଘନ କଲେ କାର୍ଯ୍ଯାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲାପାଳ ଟ୍ବିଟ ମାଧ୍ଯମରେ ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ଜନ୍ମ ପ୍ରମାଣପତ୍ର ପାଇଁ ଗରିବଙ୍କୁ ଲୁଟୁଛନ୍ତି ସରକାରୀ ବାବୁ, ୭୦ ଟଙ୍କା ପରିବର୍ତ୍ତେ ନେଉଛନ୍ତି ୯୦୦

ଅନ୍ୟପଟେ ବାହାର ରାଜ୍ୟରେ ସଂକ୍ରମଣ ବଢ଼ୁଥିବାରୁ ପୁଣି ଥରେ ଘରମୁହାଁ ହେଉଛନ୍ତି ପ୍ରବାସୀ । ଏସବୁକୁ ଦୃଷ୍ଟିରେ ରଖି ସଦର ମହକୁମାରେ ରହିବାକୁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ।

18 Apr 2021 By The Sakala

କରୋନା କଟକଣା; ଗଞ୍ଜାମ ଜିଲ୍ଲାର ସରକାରୀ କର୍ମଚାରୀଙ୍କୁ ସଦର ମହକୁମା ଛାଡିବା ମନା

ଗଞ୍ଜାମ: ରାଜ୍ଯରେ କରୋନା ସଂକ୍ରମଣ ମାମଲା ବୃଦ୍ଧିକୁ ନଜରରେ ରଖି ଗଞ୍ଜାମ ଜିଲ୍ଲାପାଳ ସରକାରୀ କର୍ମଚାରୀଙ୍କ ଲାଗି ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଗଞ୍ଜାମ ଜିଲ୍ଲାର ସରକାରୀ କର୍ମଚାରୀଙ୍କୁ ସଦର ମହକୁମା ଛାଡ଼ିବାକୁ ମନା କରାଯାଇଛି । ଜରୁରୀ କାମରେ ଯିବାକୁ ଥିଲେ ବିଭାଗୀୟ ଅନୁମତି ନେବା ଦରକାର ବୋଲି ଜିଲ୍ଲାପାଳ ହିଛନ୍ତି । କଟକଣା ଉଲ୍ଲଂଘନ କଲେ କାର୍ଯ୍ଯାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲାପାଳ ଟ୍ବିଟ ମାଧ୍ଯମରେ ଜଣାଇଛନ୍ତି।

ଅନ୍ୟପଟେ ବାହାର ରାଜ୍ୟରେ ସଂକ୍ରମଣ ବଢ଼ୁଥିବାରୁ ପୁଣି ଥରେ ଘରମୁହାଁ ହେଉଛନ୍ତି ପ୍ରବାସୀ । ଏସବୁକୁ ଦୃଷ୍ଟିରେ ରଖି ସଦର ମହକୁମାରେ ରହିବାକୁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର