ବ୍ରହ୍ମପୁର: ଗ୍ଯାସଟାଙ୍କି ଫାଟି ୨ମୃତ, ୪ ଗୁରୁତର

The Sakala Picture
Published On

ବ୍ରହ୍ମପୁର: ବ୍ରହ୍ମପୁର ଉପଖଣ୍ଡ ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡି ଏବି କ୍ରସରରେ ଥିବା ପରିତ୍ୟକ୍ତ ଘରେ ଏକ ଗ୍ୟାସ୍ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ପରିତ୍ୟକ୍ତ ଘରେ କ୍ରସର ପାଇଁ ଥିବା ବିସ୍ଫୋଟକ ଯୋଗୁଁ ଅଧିକ ମୃତାହତ ଓ କ୍ଷୟକ୍ଷତି ଘଟିଥିବା ଅଭିଯୋଗ ହୋଇଛି । ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତରମାନଙ୍କ ଶରୀରର ଅଧିକାଂଶ ଭାଗ […]

ବ୍ରହ୍ମପୁର: ବ୍ରହ୍ମପୁର ଉପଖଣ୍ଡ ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡି ଏବି କ୍ରସରରେ ଥିବା ପରିତ୍ୟକ୍ତ ଘରେ ଏକ ଗ୍ୟାସ୍ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ପରିତ୍ୟକ୍ତ ଘରେ କ୍ରସର ପାଇଁ ଥିବା ବିସ୍ଫୋଟକ ଯୋଗୁଁ ଅଧିକ ମୃତାହତ ଓ କ୍ଷୟକ୍ଷତି ଘଟିଥିବା ଅଭିଯୋଗ ହୋଇଛି । ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତରମାନଙ୍କ ଶରୀରର ଅଧିକାଂଶ ଭାଗ ପୋଡ଼ି ଯାଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ

19 Apr 2021 By The Sakala

ବ୍ରହ୍ମପୁର: ଗ୍ଯାସଟାଙ୍କି ଫାଟି ୨ମୃତ, ୪ ଗୁରୁତର

ବ୍ରହ୍ମପୁର: ବ୍ରହ୍ମପୁର ଉପଖଣ୍ଡ ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡି ଏବି କ୍ରସରରେ ଥିବା ପରିତ୍ୟକ୍ତ ଘରେ ଏକ ଗ୍ୟାସ୍ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ପରିତ୍ୟକ୍ତ ଘରେ କ୍ରସର ପାଇଁ ଥିବା ବିସ୍ଫୋଟକ ଯୋଗୁଁ ଅଧିକ ମୃତାହତ ଓ କ୍ଷୟକ୍ଷତି ଘଟିଥିବା ଅଭିଯୋଗ ହୋଇଛି । ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତରମାନଙ୍କ ଶରୀରର ଅଧିକାଂଶ ଭାଗ ପୋଡ଼ି ଯାଇଥିବା ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର