ଭାରସାମ୍ଯ ହରାଇ ଓଲଟିଲା ଟୁରିଷ୍ଟ ବସ୍: ୬ ମୃତ, ୩୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ

The Sakala Picture
Published On

ଭଞ୍ଜନଗର: ଭଞ୍ଜନଗର ଥାନା ଦୁର୍ଗାପ୍ରସାଦରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଏକ ଟୁରିଷ୍ଟ ବସ୍‌ ଓଲଟି ପଡ଼ିଛଇ। ଏହି ବସରେ ମୋଟ ୭୦ ଜଣ ଯାତ୍ରୀ ଥିଲେ । ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୪ ମହିଳା ଓ ୨ ପୁରୁଷ ଥିବା ଜଣାପଡ଼ିଛି । ତେବେ ଏହି ଦୁର୍ଘଟଣାରେ ଆହତ ହୋଇଥିବା ଯାତ୍ରୀଙ୍କୁ ଉଦ୍ଧାର କରାଯାୟୀ ଏମକେସିଜି  […]

ଭଞ୍ଜନଗର: ଭଞ୍ଜନଗର ଥାନା ଦୁର୍ଗାପ୍ରସାଦରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଏକ ଟୁରିଷ୍ଟ ବସ୍‌ ଓଲଟି ପଡ଼ିଛଇ। ଏହି ବସରେ ମୋଟ ୭୦ ଜଣ ଯାତ୍ରୀ ଥିଲେ । ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୪ ମହିଳା ଓ ୨ ପୁରୁଷ ଥିବା ଜଣାପଡ଼ିଛି । ତେବେ ଏହି ଦୁର୍ଘଟଣାରେ ଆହତ ହୋଇଥିବା ଯାତ୍ରୀଙ୍କୁ ଉଦ୍ଧାର କରାଯାୟୀ ଏମକେସିଜି  ଓ ଅନ୍ଯ କଛି ଆହତ ଯାତ୍ରୀଙ୍କୁ ଭଞ୍ଜନଗର ହସପିଟାଲରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ସୂଚନା ଅନୁଯାୟୀ, ଏହି ଟୁରିଷ୍ଟ ବସଟି ଦାରିଙ୍ଗବାଡିରୁ କଳିଙ୍ଗାଘାଟି ଦେଇ ଆସୁଥିବା ବେଳେ ଦୁର୍ଗାପ୍ରସାଦଠାରେ ବିଳମ୍ବିତ ରାତିରେ ଦୁର୍ଘଟଣାର ଶିକାର ହୋଇଛି। ବସର ବ୍ରେକ ପାଇପ ଫାଟିଯିବାରୁ ଭାରସାମ୍ୟ ହରାଇ ରାସ୍ତା କଡ଼ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇ ଓଲଟି ପଡ଼ିଥିଲା ବସ୍‌ । ଖବର ପାଇ ଘଟଣାସ୍ଥଳରେ ଭଞ୍ଜନଗର ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ହାଇଡ୍ରା ମେସିନ ସହାୟତାରେ ସମସ୍ତଙ୍କୁ ଉଦ୍ଧାର କରାଯାଇଛି । ଏହି ବସରେ ଥିବା ସମସ୍ତ ଯାତ୍ରୀ ପଶ୍ଚିମବଙ୍ଗ ହାୱଡା ଜିଲ୍ଲା ଉଦନପୁର ଥାନା ଅଞ୍ଚଳର ହୋଇଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

25 May 2022 By The Sakala

ଭାରସାମ୍ଯ ହରାଇ ଓଲଟିଲା ଟୁରିଷ୍ଟ ବସ୍: ୬ ମୃତ, ୩୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ

ଭଞ୍ଜନଗର: ଭଞ୍ଜନଗର ଥାନା ଦୁର୍ଗାପ୍ରସାଦରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଏକ ଟୁରିଷ୍ଟ ବସ୍‌ ଓଲଟି ପଡ଼ିଛଇ। ଏହି ବସରେ ମୋଟ ୭୦ ଜଣ ଯାତ୍ରୀ ଥିଲେ । ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୪ ମହିଳା ଓ ୨ ପୁରୁଷ ଥିବା ଜଣାପଡ଼ିଛି । ତେବେ ଏହି ଦୁର୍ଘଟଣାରେ ଆହତ ହୋଇଥିବା ଯାତ୍ରୀଙ୍କୁ ଉଦ୍ଧାର କରାଯାୟୀ ଏମକେସିଜି  ଓ ଅନ୍ଯ କଛି ଆହତ ଯାତ୍ରୀଙ୍କୁ ଭଞ୍ଜନଗର ହସପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ଏହି ଟୁରିଷ୍ଟ ବସଟି ଦାରିଙ୍ଗବାଡିରୁ କଳିଙ୍ଗାଘାଟି ଦେଇ ଆସୁଥିବା ବେଳେ ଦୁର୍ଗାପ୍ରସାଦଠାରେ ବିଳମ୍ବିତ ରାତିରେ ଦୁର୍ଘଟଣାର ଶିକାର ହୋଇଛି। ବସର ବ୍ରେକ ପାଇପ ଫାଟିଯିବାରୁ ଭାରସାମ୍ୟ ହରାଇ ରାସ୍ତା କଡ଼ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇ ଓଲଟି ପଡ଼ିଥିଲା ବସ୍‌ । ଖବର ପାଇ ଘଟଣାସ୍ଥଳରେ ଭଞ୍ଜନଗର ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ହାଇଡ୍ରା ମେସିନ ସହାୟତାରେ ସମସ୍ତଙ୍କୁ ଉଦ୍ଧାର କରାଯାଇଛି । ଏହି ବସରେ ଥିବା ସମସ୍ତ ଯାତ୍ରୀ ପଶ୍ଚିମବଙ୍ଗ ହାୱଡା ଜିଲ୍ଲା ଉଦନପୁର ଥାନା ଅଞ୍ଚଳର ହୋଇଥିବା ସୂଚନା ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର