ବାଇକ-ସ୍କୁଟି ମୁହାଁମୁହିଁ ଧକ୍କା: ୫ ମୃତ, ଜଣେ ଗୁରୁତର

The Sakala Picture
Published On

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ବରାଡ଼ି ନିକଟରେ ବାଇକ- ସ୍କୁଟି ମୁହାଁମୁହିଁ ଧକ୍କା ଘଟିଛି । ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ସୋରଡ଼ା ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ମୃତକମାନେ ହେଲେ ସୋରଡା ବିଦ୍ୟୁତ ବିଭାଗ କର୍ମଚାରୀ ରଜନୀ ଗୌଡ଼, ମହେନ୍ଦ୍ର ନାୟକ ଓ ଜୟନ୍ତ ବାଡତ୍ୟା । ଅନ୍ୟ ଦୁଇ ମୃତକ ହେଲେ ଦୁଲାଡର ଶ୍ରୀକାନ୍ତ ଗୌଡ଼ ଓ […]

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ବରାଡ଼ି ନିକଟରେ ବାଇକ- ସ୍କୁଟି ମୁହାଁମୁହିଁ ଧକ୍କା ଘଟିଛି । ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ସୋରଡ଼ା ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ମୃତକମାନେ ହେଲେ ସୋରଡା ବିଦ୍ୟୁତ ବିଭାଗ କର୍ମଚାରୀ ରଜନୀ ଗୌଡ଼, ମହେନ୍ଦ୍ର ନାୟକ ଓ ଜୟନ୍ତ ବାଡତ୍ୟା । ଅନ୍ୟ ଦୁଇ ମୃତକ ହେଲେ ଦୁଲାଡର ଶ୍ରୀକାନ୍ତ ଗୌଡ଼ ଓ ମନୁ ଡାକୁଆ । ଦୁଲାଡର ପୂର୍ଣ୍ଣ ଗୌଡ ଆହତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ସୂଚନା ଅନୁଯାୟୀ, ଏକ ବାଇକରେ ୩ ଜଣ ବସି ଅସୁରବନ୍ଧ ଠାରୁ ସୋରଡା ଅଭିମୁଖେ ଆସୁଥିବା ବେଳେ ବିପରୀତ ଦିଗରୁ ବିଦ୍ୟୁତ୍ ବିଭାଗର ୩ ଜଣ କର୍ମଚାରୀ ଗୋଟିଏ ସ୍କୁଟିରେ ଆସୁଥିଲେ । ଦୁଇଗାଡ଼ି ମଧ୍ୟରେ ବରାଡି ନିକଟ ରେ ଠାରେ ମୁହାମୁହିଁ ଧକ୍କା ହୋଇଥିଲା । ଖବର ପାଇ ସୋରଡା ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ସୋରଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ। ସେଠାରେ ୪ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଦୁଇ ଜଣ ଗୁରୁତରଙ୍କୁ ବ୍ରହ୍ମପୁର ବଡମେଡିକାଲକୁ ସ୍ଥାନାନ୍ତର ହୋଇଥିଲେ  । ତେବେ ଅଧିକ ଗୁରୁତର ଥିବା ଜୟନ୍ତ ବାଡ଼ତ୍ୟାଙ୍କୁ ଭୁବନେଶ୍ୱର ନିଆଯିବା ବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

19 Jan 2024 By The Sakala

ବାଇକ-ସ୍କୁଟି ମୁହାଁମୁହିଁ ଧକ୍କା: ୫ ମୃତ, ଜଣେ ଗୁରୁତର

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ବରାଡ଼ି ନିକଟରେ ବାଇକ- ସ୍କୁଟି ମୁହାଁମୁହିଁ ଧକ୍କା ଘଟିଛି । ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ସୋରଡ଼ା ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ମୃତକମାନେ ହେଲେ ସୋରଡା ବିଦ୍ୟୁତ ବିଭାଗ କର୍ମଚାରୀ ରଜନୀ ଗୌଡ଼, ମହେନ୍ଦ୍ର ନାୟକ ଓ ଜୟନ୍ତ ବାଡତ୍ୟା । ଅନ୍ୟ ଦୁଇ ମୃତକ ହେଲେ ଦୁଲାଡର ଶ୍ରୀକାନ୍ତ ଗୌଡ଼ ଓ ମନୁ ଡାକୁଆ । ଦୁଲାଡର ପୂର୍ଣ୍ଣ ଗୌଡ ଆହତ ହୋଇଛନ୍ତି ।

ସୂଚନା ଅନୁଯାୟୀ, ଏକ ବାଇକରେ ୩ ଜଣ ବସି ଅସୁରବନ୍ଧ ଠାରୁ ସୋରଡା ଅଭିମୁଖେ ଆସୁଥିବା ବେଳେ ବିପରୀତ ଦିଗରୁ ବିଦ୍ୟୁତ୍ ବିଭାଗର ୩ ଜଣ କର୍ମଚାରୀ ଗୋଟିଏ ସ୍କୁଟିରେ ଆସୁଥିଲେ । ଦୁଇଗାଡ଼ି ମଧ୍ୟରେ ବରାଡି ନିକଟ ରେ ଠାରେ ମୁହାମୁହିଁ ଧକ୍କା ହୋଇଥିଲା । ଖବର ପାଇ ସୋରଡା ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ସୋରଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ। ସେଠାରେ ୪ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଦୁଇ ଜଣ ଗୁରୁତରଙ୍କୁ ବ୍ରହ୍ମପୁର ବଡମେଡିକାଲକୁ ସ୍ଥାନାନ୍ତର ହୋଇଥିଲେ  । ତେବେ ଅଧିକ ଗୁରୁତର ଥିବା ଜୟନ୍ତ ବାଡ଼ତ୍ୟାଙ୍କୁ ଭୁବନେଶ୍ୱର ନିଆଯିବା ବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା ।

https://www.thesakala.in/latest-odisha-news/ganjam/bike-scooty-collision-5-dead-one-critical/article-29242
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର