ବ୍ରହ୍ମପୁର ଓ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ବିଜେଡିର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

The Sakala Picture
Published On

ଭୁବନେଶ୍ବର: ଆଜି ଠାରୁ ରାଜ୍ୟର ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଛି ବିଜୁ ଜନତାଦଳର ପ୍ରଶିକ୍ଷଣ ଶିବିର। ସେହି କ୍ରମରେ ଆଜି ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଓ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଆୟୋଜିତ ହୋଇଛି ଏହି ପ୍ରଶିକ୍ଷଣ ଶିବିର। ଆଜି ଠାରୁ ତିନିଦିନ ଧରି ଏହି ଶିବିର ଅନୁଷ୍ଠିତ ହେ । ଶିବିରରେ ପର୍ଯ୍ୟାୟ କ୍ରମରେ ସକ୍ରିୟ କର୍ମୀମାନଙ୍କୁ ଏହି ପ୍ରଶିକ୍ଷଣ ଦେବାପାଇଁ ବ୍ୟବସ୍ଥା କରାଯାଇଥିବା ବେଳେ ଯୁବ ପିଢିଙ୍କ ସଂଖ୍ୟା ଅଧିକ ଦେଖିବାକୁ ମିଳିଛି। […]

ଭୁବନେଶ୍ବର: ଆଜି ଠାରୁ ରାଜ୍ୟର ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଛି ବିଜୁ ଜନତାଦଳର ପ୍ରଶିକ୍ଷଣ ଶିବିର। ସେହି କ୍ରମରେ ଆଜି ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଓ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଆୟୋଜିତ ହୋଇଛି ଏହି ପ୍ରଶିକ୍ଷଣ ଶିବିର। ଆଜି ଠାରୁ ତିନିଦିନ ଧରି ଏହି ଶିବିର ଅନୁଷ୍ଠିତ ହେ । ଶିବିରରେ ପର୍ଯ୍ୟାୟ କ୍ରମରେ ସକ୍ରିୟ କର୍ମୀମାନଙ୍କୁ ଏହି ପ୍ରଶିକ୍ଷଣ ଦେବାପାଇଁ ବ୍ୟବସ୍ଥା କରାଯାଇଥିବା ବେଳେ ଯୁବ ପିଢିଙ୍କ ସଂଖ୍ୟା ଅଧିକ ଦେଖିବାକୁ ମିଳିଛି। ବ୍ରହ୍ମପୁର ଟାଉନ ହଲରେ ଏହି ଶିବିର ଆୟୋଜିତ ହୋଇଥିବା ବେଳେ ରାଜ୍ୟସଭା ସାଂସଦ ତଥା ବ୍ରହ୍ମପୁର ସାଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ମାନସ ରଞ୍ଜନ ମଙ୍ଗରାଜ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ମେୟର ଓ ସମସ୍ତ କର୍ପୋରେଟର ମାନେ ଉପସ୍ଥିତ ଥିଲେ। ସେହିପରି ଛତ୍ରପୁର ରିଡିଙ୍ଗ ହଲ ଠାରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ନେତୃତ୍ବରେ ଅନୁଷ୍ଠିତ ହୋଇଥିଲା। ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଯୋଗଦେଇ ଉପସ୍ଥିତ କର୍ମୀଙ୍କୁ ଉଦବୋଧନ ଦେଇଥିଲେ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

12 Oct 2023 By The Sakala

ବ୍ରହ୍ମପୁର ଓ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ବିଜେଡିର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଭୁବନେଶ୍ବର: ଆଜି ଠାରୁ ରାଜ୍ୟର ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଛି ବିଜୁ ଜନତାଦଳର ପ୍ରଶିକ୍ଷଣ ଶିବିର। ସେହି କ୍ରମରେ ଆଜି ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଓ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଆୟୋଜିତ ହୋଇଛି ଏହି ପ୍ରଶିକ୍ଷଣ ଶିବିର। ଆଜି ଠାରୁ ତିନିଦିନ ଧରି ଏହି ଶିବିର ଅନୁଷ୍ଠିତ ହେ । ଶିବିରରେ ପର୍ଯ୍ୟାୟ କ୍ରମରେ ସକ୍ରିୟ କର୍ମୀମାନଙ୍କୁ ଏହି ପ୍ରଶିକ୍ଷଣ ଦେବାପାଇଁ ବ୍ୟବସ୍ଥା କରାଯାଇଥିବା ବେଳେ ଯୁବ ପିଢିଙ୍କ ସଂଖ୍ୟା ଅଧିକ ଦେଖିବାକୁ ମିଳିଛି। ବ୍ରହ୍ମପୁର ଟାଉନ ହଲରେ ଏହି ଶିବିର ଆୟୋଜିତ ହୋଇଥିବା ବେଳେ ରାଜ୍ୟସଭା ସାଂସଦ ତଥା ବ୍ରହ୍ମପୁର ସାଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ମାନସ ରଞ୍ଜନ ମଙ୍ଗରାଜ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ମେୟର ଓ ସମସ୍ତ କର୍ପୋରେଟର ମାନେ ଉପସ୍ଥିତ ଥିଲେ। ସେହିପରି ଛତ୍ରପୁର ରିଡିଙ୍ଗ ହଲ ଠାରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ନେତୃତ୍ବରେ ଅନୁଷ୍ଠିତ ହୋଇଥିଲା। ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଯୋଗଦେଇ ଉପସ୍ଥିତ କର୍ମୀଙ୍କୁ ଉଦବୋଧନ ଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର