ମନୋରଞ୍ଜନ
ଓଡ଼ିଶା
ପୋଖରୀରେ ବୁଡ଼ି ଭାଇ ଭଉଣୀ ମୃତ
ଖଲ୍ଲିକୋଟ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ବାଦପଲ୍ଲୀ ପଞ୍ଚାୟତର ମରେଇନୂଆଁ ଗାଁ’ରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୋଖରୀରେ ଗାଧୋଉଥିବା ସମୟରେ ପୋଖରୀରେ ବୁଡ଼ି ଦୁଇ ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶିଶୁ ଅଳ୍ପକେ ବର୍ତ୍ତି ଯାଇଛି। ଆଜି ଭାଇ ଭଉଣୀ ଦୁଇ ଜଣ ପୋଖରୀ ନିକଟରେ ଖେଳିବା ବେଳେ କୌଣସି କାରଣ ବଶତଃ ପାଣିରେ ପଡି ଯାଇଥିଲେ। ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ପଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ବହୁ ଖୋଜାଖୋଜି […]
ଖଲ୍ଲିକୋଟ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ବାଦପଲ୍ଲୀ ପଞ୍ଚାୟତର ମରେଇନୂଆଁ ଗାଁ’ରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୋଖରୀରେ ଗାଧୋଉଥିବା ସମୟରେ ପୋଖରୀରେ ବୁଡ଼ି ଦୁଇ ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶିଶୁ ଅଳ୍ପକେ ବର୍ତ୍ତି ଯାଇଛି।
ଆଜି ଭାଇ ଭଉଣୀ ଦୁଇ ଜଣ ପୋଖରୀ ନିକଟରେ ଖେଳିବା ବେଳେ କୌଣସି କାରଣ ବଶତଃ ପାଣିରେ ପଡି ଯାଇଥିଲେ। ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ପଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ବହୁ ଖୋଜାଖୋଜି ପରେ ତାଙ୍କ ବାପା ପୋଖରୀରୁ ମୃତଦେହ ଉଦ୍ଧାର କରିଥିଲେ। ମୃତ ଭାଇର ବୟସ ୬ ବର୍ଷ ହୋଇଥିବାବେଳେ ଭଉଣୀର ବୟସ ୩ ବର୍ଷ ହୋଇଥିବା ସୂଚନା ମିଳିଛି। ଅନ୍ୟ ଜଣେ ଝିଅକୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ପୁଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।