ଯାତ୍ରୀବାହୀ ବସ- ଟ୍ରକ ମୁହାଁମୁହିଁ ଧକ୍କା: ୭ ଯାତ୍ରୀ ଆହତ, ୨ଗୁରୁତର

The Sakala Picture
Published On

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ତାରାତାରିଣୀ ମନ୍ଦିରର ପାହାଡ଼ ରାସ୍ତାରେ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ ସହ ଏକ ଟ୍ରକ ମୁହାଁ ମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ହୋଇଛନ୍ତି । ୨ ଗୁରୁତର ହେଲେ ଟ୍ରକ ଡ୍ରାଇଭର ଓ ଜଣେ ବସ୍ ଯାତ୍ରୀ । ସେମାନଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଆହତ ୫ ଜଣ ଯାତ୍ରୀଙ୍କୁ ପୁରୁଷୋତ୍ତମପୁର ଗୋଷ୍ଠୀ […]

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ତାରାତାରିଣୀ ମନ୍ଦିରର ପାହାଡ଼ ରାସ୍ତାରେ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ ସହ ଏକ ଟ୍ରକ ମୁହାଁ ମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ହୋଇଛନ୍ତି । ୨ ଗୁରୁତର ହେଲେ ଟ୍ରକ ଡ୍ରାଇଭର ଓ ଜଣେ ବସ୍ ଯାତ୍ରୀ । ସେମାନଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଆହତ ୫ ଜଣ ଯାତ୍ରୀଙ୍କୁ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

ଆହୁରି ପଢ଼ନ୍ତୁ: କାଶୀପୁରରେ ଛତୁ ଚାଷ ଜରିଆରେ ଗ୍ରାମୀଣ ମହିଳାମାନଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ

ସୂଚାନା ଅନୁଯାୟୀ, ପୋଲସରାର କିଛି ବ୍ୟକ୍ତି ତାରାତାରିଣୀଙ୍କ ଦର୍ଶନ କରି ଫେରୁଥିବା ବେଳେ ରାସ୍ତାରେ ବିପରୀତ ପଟୁ ଆସୁଥିବା ଏକ ଟ୍ରକ ସହ ମୁହାଁ ମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଓ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପୁରୁଷୋତ୍ତମପୁର ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରିଛନ୍ତ। ସେପଟେ ଘଟଣାସ୍ଥଳରେ ପୁରୁଷୋତ୍ତମପୁର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

10 Apr 2022 By The Sakala

ଯାତ୍ରୀବାହୀ ବସ- ଟ୍ରକ ମୁହାଁମୁହିଁ ଧକ୍କା: ୭ ଯାତ୍ରୀ ଆହତ, ୨ଗୁରୁତର

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ତାରାତାରିଣୀ ମନ୍ଦିରର ପାହାଡ଼ ରାସ୍ତାରେ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ ସହ ଏକ ଟ୍ରକ ମୁହାଁ ମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ହୋଇଛନ୍ତି । ୨ ଗୁରୁତର ହେଲେ ଟ୍ରକ ଡ୍ରାଇଭର ଓ ଜଣେ ବସ୍ ଯାତ୍ରୀ । ସେମାନଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଆହତ ୫ ଜଣ ଯାତ୍ରୀଙ୍କୁ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

ସୂଚାନା ଅନୁଯାୟୀ, ପୋଲସରାର କିଛି ବ୍ୟକ୍ତି ତାରାତାରିଣୀଙ୍କ ଦର୍ଶନ କରି ଫେରୁଥିବା ବେଳେ ରାସ୍ତାରେ ବିପରୀତ ପଟୁ ଆସୁଥିବା ଏକ ଟ୍ରକ ସହ ମୁହାଁ ମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଓ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପୁରୁଷୋତ୍ତମପୁର ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରିଛନ୍ତ। ସେପଟେ ଘଟଣାସ୍ଥଳରେ ପୁରୁଷୋତ୍ତମପୁର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

https://www.thesakala.in/latest-odisha-news/ganjam/bus-truck-collision-7-passengers-injured-2-serious/article-10665
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର