ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ

The Sakala Picture
Published On

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଞ୍ଜାମ ଗସ୍ତ । ସେ କବିସୂର୍ଯ୍ୟନଗର, ହିଞ୍ଜିଳି ଓ ଛତ୍ରପୁର ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ପ୍ରଥମେ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବଡ଼ ଆଗୁଳ ନିକଟରେ ଏକ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ସେଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ସ୍ବୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ବିନା ସୁଧରେ ଋଣ ବଣ୍ଟନ କରିବେ । ପରେ ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିର କଞ୍ଚୁଡ଼ୁରେ ଆୟୋଜିତ ସଭାରେ ଯୋଗଦେଇ ବିଭିନ୍ନ ଉନ୍ନୟନ […]

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଞ୍ଜାମ ଗସ୍ତ । ସେ କବିସୂର୍ଯ୍ୟନଗର, ହିଞ୍ଜିଳି ଓ ଛତ୍ରପୁର ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ପ୍ରଥମେ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବଡ଼ ଆଗୁଳ ନିକଟରେ ଏକ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ସେଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ସ୍ବୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ବିନା ସୁଧରେ ଋଣ ବଣ୍ଟନ କରିବେ । ପରେ ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିର କଞ୍ଚୁଡ଼ୁରେ ଆୟୋଜିତ ସଭାରେ ଯୋଗଦେଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ନବୀନ ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଶେଷରେ ଛତ୍ରପୁରରେ ଏକ ସଭାରେ ଯୋଗଦେଇ ଭୁବନେଶ୍ବର ଫେରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି । କବିସୂର୍ଯ୍ୟନଗର, ହିଞ୍ଜିଳି ଓ ଛତ୍ରପୁରରେ ସଭାସ୍ଥଳଗୁଡ଼ିକରେ ପ୍ରସ୍ତୁତି ଜୋରସୋରରେ ଚାଲିଛି । ଜିଲ୍ଲାର ପ୍ରଶାସନିକ ଅଧିକାରୀମାନେ ସଭାସ୍ଥଳ ପରିଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ଦେଖିବାକୁ ମିଳିଛି ।

ଆହୁରି ପଢ଼ନ୍ତୁ: କୋଟି କୋଟି ଟଙ୍କା ଟିକସ ଫାଙ୍କିବା ଅଭିଯୋଗରେ ରାଜ୍ୟର ୬ ରେସ୍ତୋରାଁରେ IT ଚଢ଼ାଉ

25 Mar 2023 By The Sakala

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଞ୍ଜାମ ଗସ୍ତ । ସେ କବିସୂର୍ଯ୍ୟନଗର, ହିଞ୍ଜିଳି ଓ ଛତ୍ରପୁର ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ପ୍ରଥମେ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବଡ଼ ଆଗୁଳ ନିକଟରେ ଏକ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ସେଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ସ୍ବୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ବିନା ସୁଧରେ ଋଣ ବଣ୍ଟନ କରିବେ । ପରେ ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିର କଞ୍ଚୁଡ଼ୁରେ ଆୟୋଜିତ ସଭାରେ ଯୋଗଦେଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ନବୀନ ।

ଶେଷରେ ଛତ୍ରପୁରରେ ଏକ ସଭାରେ ଯୋଗଦେଇ ଭୁବନେଶ୍ବର ଫେରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି । କବିସୂର୍ଯ୍ୟନଗର, ହିଞ୍ଜିଳି ଓ ଛତ୍ରପୁରରେ ସଭାସ୍ଥଳଗୁଡ଼ିକରେ ପ୍ରସ୍ତୁତି ଜୋରସୋରରେ ଚାଲିଛି । ଜିଲ୍ଲାର ପ୍ରଶାସନିକ ଅଧିକାରୀମାନେ ସଭାସ୍ଥଳ ପରିଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ଦେଖିବାକୁ ମିଳିଛି ।

https://www.thesakala.in/latest-odisha-news/ganjam/chief-ministers-visit-to-ganjam-tomorrow/article-20126
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର