ଦୁଇ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ: ୨ମୃତ, ୨ ଗୁରୁତର

The Sakala Picture
Published On

ଆସିକା: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ପଙ୍କଳବାଡି ଗାଁରେ ଦୁଇ ପରିବାର ସଦସ୍ୟଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘିଟିଛି। ଏହି ଗୋଷ୍ଠୀ ସଂଘର୍ଷ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।  ମୃତକ ଦୁଇଜଣ ହେଲେ ମିଥୁନ ଭୂୟାଁ ଓ ଦିପୁ ସ୍ବାଇଁ । ଉଭୟ ଗୋଟିଏ ପରିବାରର ହୋଇଥିବା ବେଳେ ମୃତକ ଦୁଇଜଣ ସମ୍ପର୍କରେ ଶଳା ଓ ଭିଣୋଇ ହୋଇଥିବା ସୂଚନା । ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଏହି ସଂଘର୍ଷରେ ଆଉ ୨ ଜଣ […]

ଆସିକା: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ପଙ୍କଳବାଡି ଗାଁରେ ଦୁଇ ପରିବାର ସଦସ୍ୟଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘିଟିଛି। ଏହି ଗୋଷ୍ଠୀ ସଂଘର୍ଷ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।  ମୃତକ ଦୁଇଜଣ ହେଲେ ମିଥୁନ ଭୂୟାଁ ଓ ଦିପୁ ସ୍ବାଇଁ । ଉଭୟ ଗୋଟିଏ ପରିବାରର ହୋଇଥିବା ବେଳେ ମୃତକ ଦୁଇଜଣ ସମ୍ପର୍କରେ ଶଳା ଓ ଭିଣୋଇ ହୋଇଥିବା ସୂଚନା । ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଏହି ସଂଘର୍ଷରେ ଆଉ ୨ ଜଣ ଗୁରୁତର ଅଛନ୍ତି। ଗୁରୁତରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

04 Sep 2023 By The Sakala

ଦୁଇ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ: ୨ମୃତ, ୨ ଗୁରୁତର

ଆସିକା: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ପଙ୍କଳବାଡି ଗାଁରେ ଦୁଇ ପରିବାର ସଦସ୍ୟଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘିଟିଛି। ଏହି ଗୋଷ୍ଠୀ ସଂଘର୍ଷ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।  ମୃତକ ଦୁଇଜଣ ହେଲେ ମିଥୁନ ଭୂୟାଁ ଓ ଦିପୁ ସ୍ବାଇଁ । ଉଭୟ ଗୋଟିଏ ପରିବାରର ହୋଇଥିବା ବେଳେ ମୃତକ ଦୁଇଜଣ ସମ୍ପର୍କରେ ଶଳା ଓ ଭିଣୋଇ ହୋଇଥିବା ସୂଚନା । ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଏହି ସଂଘର୍ଷରେ ଆଉ ୨ ଜଣ ଗୁରୁତର ଅଛନ୍ତି। ଗୁରୁତରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର