ଦିଗପହଣ୍ଡି ବସ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

The Sakala Picture
Published On

ନୂଆଦିଲ୍ଲୀ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ନିଜର ଟୁଇଟରରେ ନିଜର ଶୋକବାର୍ତ୍ତରେ ଲେଖିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର […]

ନୂଆଦିଲ୍ଲୀ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ନିଜର ଟୁଇଟରରେ ନିଜର ଶୋକବାର୍ତ୍ତରେ ଲେଖିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

26 Jun 2023 By The Sakala

ଦିଗପହଣ୍ଡି ବସ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ନିଜର ଟୁଇଟରରେ ନିଜର ଶୋକବାର୍ତ୍ତରେ ଲେଖିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।

https://www.thesakala.in/latest-odisha-news/ganjam/dahakpandi-bus-accident-president-condoles/article-22967
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର