ପୁଣି ଅଶାନ୍ତ ହେଲା ଗଞ୍ଜାମ; ଘରୁ ଡାକି ନେଇ ବିଭତ୍ସ ହତ୍ୟା …

The Sakala Picture
Published On

ଗଞ୍ଜାମ: ପୁଣି ଥରେ ଅଶାନ୍ତ ହେଲା ଗଞ୍ଜାମ ଜିଲ୍ଲା। ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଥାନା ଅନ୍ତର୍ଗତ ଚନ୍ଦନପୁର ପଞ୍ଚାୟତର ସୋରଡ଼ାପଲୀ ଠାରେ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ୩ ଣ ଯୁବକ ମିଶି ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରି ହତ୍ଯା କରଥିବା ଅଭିଯୋଗ ହୋଇଛି। ସାଙ୍ଗ ହୋଇ ମଦ ପିଇ କୋଦାଳରେ ଆକ୍ରମଣ କରିଛନ୍ତି ୩ ଯୁବକ। ସୋରଡ଼ା ପଲ୍ଲୀ ଗ୍ରାମର କୈଳାସ ଶବର ନାମକ ଯୁବକଙ୍କୁ ହତ୍ୟା କରିଛନ୍ତି ୩ ଯୁବକ। କୋଦାଳରେ ମୁଣ୍ଡକୁ […]

ଗଞ୍ଜାମ: ପୁଣି ଥରେ ଅଶାନ୍ତ ହେଲା ଗଞ୍ଜାମ ଜିଲ୍ଲା। ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଥାନା ଅନ୍ତର୍ଗତ ଚନ୍ଦନପୁର ପଞ୍ଚାୟତର ସୋରଡ଼ାପଲୀ ଠାରେ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ୩ ଣ ଯୁବକ ମିଶି ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରି ହତ୍ଯା କରଥିବା ଅଭିଯୋଗ ହୋଇଛି। ସାଙ୍ଗ ହୋଇ ମଦ ପିଇ କୋଦାଳରେ ଆକ୍ରମଣ କରିଛନ୍ତି ୩ ଯୁବକ। ସୋରଡ଼ା ପଲ୍ଲୀ ଗ୍ରାମର କୈଳାସ ଶବର ନାମକ ଯୁବକଙ୍କୁ ହତ୍ୟା କରିଛନ୍ତି ୩ ଯୁବକ। କୋଦାଳରେ ମୁଣ୍ଡକୁ ହାଣି ଦେଇଥିଲେ। ପରେ ବେକକୁ ଧାରୁଆ ଅସ୍ତ୍ରରେ କାଟି ହତ୍ଯା କରାଯାଇଥିବା ବେଳେ ଜଣେ ଅଭିଯୁକ୍ତ ଶ୍ରୀକ୍ଷେତ୍ର ଶବର ଥାନାରେ ଆତ୍ମ ସମର୍ପଣ କରିଛନ୍ତି। ଅନ୍ଯ ୨ ଅଭିଯୁକ୍ତ ଫେରାର ଥିବା ବେଳେ ଘଟଣା ସ୍ଥଳରେ ବେଗୁନିଆପଡ଼ା ଥାନା ଅଧିକାରୀ ଭଗବାନ ପୂଜାରୀଙ୍କ ସହ ପୁଲିସ ଟିମ୍ ପହଞ୍ଚି ଛାନଭିନ୍ ଆରମ୍ଭ କରିଛନ୍ତି।

ଆହୁରି ପଢ଼ନ୍ତୁ: ଗାଧୋଇବା ହେଲା କାଳ, ପୋଖରୀରେ ବୁଡି ଦୁଇ ନାବାଳିକା ମୃତ

13 Aug 2025 By The Sakala

ପୁଣି ଅଶାନ୍ତ ହେଲା ଗଞ୍ଜାମ; ଘରୁ ଡାକି ନେଇ ବିଭତ୍ସ ହତ୍ୟା …

ଗଞ୍ଜାମ: ପୁଣି ଥରେ ଅଶାନ୍ତ ହେଲା ଗଞ୍ଜାମ ଜିଲ୍ଲା। ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଥାନା ଅନ୍ତର୍ଗତ ଚନ୍ଦନପୁର ପଞ୍ଚାୟତର ସୋରଡ଼ାପଲୀ ଠାରେ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ୩ ଣ ଯୁବକ ମିଶି ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରି ହତ୍ଯା କରଥିବା ଅଭିଯୋଗ ହୋଇଛି। ସାଙ୍ଗ ହୋଇ ମଦ ପିଇ କୋଦାଳରେ ଆକ୍ରମଣ କରିଛନ୍ତି ୩ ଯୁବକ। ସୋରଡ଼ା ପଲ୍ଲୀ ଗ୍ରାମର କୈଳାସ ଶବର ନାମକ ଯୁବକଙ୍କୁ ହତ୍ୟା କରିଛନ୍ତି ୩ ଯୁବକ। କୋଦାଳରେ ମୁଣ୍ଡକୁ ହାଣି ଦେଇଥିଲେ। ପରେ ବେକକୁ ଧାରୁଆ ଅସ୍ତ୍ରରେ କାଟି ହତ୍ଯା କରାଯାଇଥିବା ବେଳେ ଜଣେ ଅଭିଯୁକ୍ତ ଶ୍ରୀକ୍ଷେତ୍ର ଶବର ଥାନାରେ ଆତ୍ମ ସମର୍ପଣ କରିଛନ୍ତି। ଅନ୍ଯ ୨ ଅଭିଯୁକ୍ତ ଫେରାର ଥିବା ବେଳେ ଘଟଣା ସ୍ଥଳରେ ବେଗୁନିଆପଡ଼ା ଥାନା ଅଧିକାରୀ ଭଗବାନ ପୂଜାରୀଙ୍କ ସହ ପୁଲିସ ଟିମ୍ ପହଞ୍ଚି ଛାନଭିନ୍ ଆରମ୍ଭ କରିଛନ୍ତି।

https://www.thesakala.in/latest-odisha-news/ganjam/ganjam-disturbed-again-brutal-murder-after-being-called-out-from-home/article-42004
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର