ଗଞ୍ଜାମର ସୁନାପୁର ବିଚକୁ ଅନ୍ତର୍ଜାତୀୟ ବ୍ଲୁ ଫ୍ଲାଗ ବିଚର ମାନ୍ୟତା

The Sakala Picture
Published On

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲାର ସୁନାପୁର ବିଚକୁ ଅନ୍ତର୍ଜାତୀୟ ବ୍ଲୁ ଫ୍ଲାଗ ବିଚର ମାନ୍ୟତା ମିଳିଛି। ଏନେଇ ସୋସିଆଲ ମିଡିଆ ହ୍ୟାଣ୍ଡଲ ‘ଏକ୍ସ’ରେ ଫଟୋ ସେୟାର କରିବା ସହ ଖୁସିବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବେଶ ମାନ, ପରିଷ୍କାର ପରିଚ୍ଛନ୍ନତା ଓ ପର୍ଯ୍ୟଟକ ଅନୁକୁଳ ପରିବେଶ ଭଳି ଦିଗକୁ ଦେଖି ଏହି ମାନ୍ୟତା ପ୍ରଦାନ କରାଯାଇଛି । ବ୍ଲୁ ଫ୍ଲାଗ ବିଚର ମାନ୍ୟତା ପାଇବା ପରେ ଏହା ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧିରେ ବେଶ ସହାୟକ ହେବ ବୋଲି […]

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲାର ସୁନାପୁର ବିଚକୁ ଅନ୍ତର୍ଜାତୀୟ ବ୍ଲୁ ଫ୍ଲାଗ ବିଚର ମାନ୍ୟତା ମିଳିଛି। ଏନେଇ ସୋସିଆଲ ମିଡିଆ ହ୍ୟାଣ୍ଡଲ ‘ଏକ୍ସ’ରେ ଫଟୋ ସେୟାର କରିବା ସହ ଖୁସିବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବେଶ ମାନ, ପରିଷ୍କାର ପରିଚ୍ଛନ୍ନତା ଓ ପର୍ଯ୍ୟଟକ ଅନୁକୁଳ ପରିବେଶ ଭଳି ଦିଗକୁ ଦେଖି ଏହି ମାନ୍ୟତା ପ୍ରଦାନ କରାଯାଇଛି । ବ୍ଲୁ ଫ୍ଲାଗ ବିଚର ମାନ୍ୟତା ପାଇବା ପରେ ଏହା ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧିରେ ବେଶ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ନବରଙ୍ଗପୁରରେ ଅଭାବନୀୟ ଘଟଣା: ଗଛରୁ ବିବାହିତ ଯୁବକ ଓ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସୂଚନାଯୋଗ୍ୟ, ପୂର୍ବରୁ ପୁରୀ ବିଚକୁ ବ୍ଲୁ ଫ୍ଲାଗ ବ୍ଲୁ ଫ୍ଲାଗ ବିଚର ମାନ୍ୟତା ମିଳିଥିଲା। ସୁନ୍ଦର ପରିବେଶ ଓ ବିଶ୍ୱସ୍ତରୀୟ ପର୍ଯ୍ୟଟନ ସୁବିଧା ପାଇଁ ଏହି ମାନ୍ୟତା ମିଳିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର