ଗଞ୍ଜାମରେ ଏଣିକି ୧୮ ବର୍ଷରୁ ଅଧିକ ବୟସ ବର୍ଗଙ୍କୁ ଦିଆଯିବ କୋଭାକ୍ସିନ ଟିକା

The Sakala Picture
Published On

ଭୁବନେଶ୍ବର: ଏଣିକି ଗଞ୍ଜାମରେ କୋଭାକ୍ସିନ ଟିକା ଦିଆଯିବ। ୧୮ ବର୍ଷରୁ ଊର୍ଦ୍ଧ୍ବ ବୟସର ଲୋକଙ୍କୁ କୋଭାକ୍ସିନ ଟିକା ଦେବାକୁ ଆଜି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦେଶକ ପ୍ରଦୀପ୍ତ କୁମାର ମହାପାତ୍ର ନିର୍ଦେଶ ଦେଇଛନ୍ତି। ଆଜି ଭୁବନେଶ୍ବର ଭଳି ଗଞ୍ଜାମ ଜିଲାରେ କୋଭିଡ ଟିକା କୋଭାକ୍ସିନ ଦିଆଯିବା ନେଇ ଗଞ୍ଜାମ ଜିଲାପାଳ ଏବଂ ବ୍ରହ୍ମପୁର ମହାନଗର ନିଗମ କମିଶନରଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏସିଏସ ପ୍ରଦୀପ୍ତ କୁମାର ମହାପାତ୍ର ଚିଠି ଲେଖିଛନ୍ତି। ପ୍ରଥମ ଡୋଜ […]

ଭୁବନେଶ୍ବର: ଏଣିକି ଗଞ୍ଜାମରେ କୋଭାକ୍ସିନ ଟିକା ଦିଆଯିବ। ୧୮ ବର୍ଷରୁ ଊର୍ଦ୍ଧ୍ବ ବୟସର ଲୋକଙ୍କୁ କୋଭାକ୍ସିନ ଟିକା ଦେବାକୁ ଆଜି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦେଶକ ପ୍ରଦୀପ୍ତ କୁମାର ମହାପାତ୍ର ନିର୍ଦେଶ ଦେଇଛନ୍ତି। ଆଜି ଭୁବନେଶ୍ବର ଭଳି ଗଞ୍ଜାମ ଜିଲାରେ କୋଭିଡ ଟିକା କୋଭାକ୍ସିନ ଦିଆଯିବା ନେଇ ଗଞ୍ଜାମ ଜିଲାପାଳ ଏବଂ ବ୍ରହ୍ମପୁର ମହାନଗର ନିଗମ କମିଶନରଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏସିଏସ ପ୍ରଦୀପ୍ତ କୁମାର ମହାପାତ୍ର ଚିଠି ଲେଖିଛନ୍ତି।

ଆହୁରି ପଢ଼ନ୍ତୁ: ଗ୍ୟାସ ଅଭାବକୁ ନେଇ ବିଧାନସଭା ଆରମ୍ଭରୁ ଗୃହରେ ବିରୋଧୀଙ୍କ ହଙ୍ଗାମା, ବାରମ୍ବାର ଗୃହ ମୁଲତବି

ପ୍ରଥମ ଡୋଜ ନେଇ ନ ଥିବା ୧୮ବର୍ଷରୁ ଊର୍ଦ୍ଧ୍ବ ବୟସର ବ୍ୟକ୍ତିଙ୍କୁ ଏଥର ଗଞ୍ଜାମ ଜିଲାରେ କୋଭିଡ ଟିକା କୋଭାକ୍ସିନ ଦିଆଯାଇପାରିବ ବୋଲି ସେ ଚିଠିରେ ଉଲ୍ଲେଖ କରିଛନ୍ତି। ତେବେ ଦ୍ବିତୀୟ ପାନ ବାକିଥିବା ଲୋକଙ୍କୁ କୋଭିସିଲ୍ଡ ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ଶ୍ରୀ ମହାପାତ୍ର ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଠାରୁ ରାଜ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ଦିନ ତାପମାତ୍ରା

02 Jul 2021 By The Sakala

ଗଞ୍ଜାମରେ ଏଣିକି ୧୮ ବର୍ଷରୁ ଅଧିକ ବୟସ ବର୍ଗଙ୍କୁ ଦିଆଯିବ କୋଭାକ୍ସିନ ଟିକା

ଭୁବନେଶ୍ବର: ଏଣିକି ଗଞ୍ଜାମରେ କୋଭାକ୍ସିନ ଟିକା ଦିଆଯିବ। ୧୮ ବର୍ଷରୁ ଊର୍ଦ୍ଧ୍ବ ବୟସର ଲୋକଙ୍କୁ କୋଭାକ୍ସିନ ଟିକା ଦେବାକୁ ଆଜି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦେଶକ ପ୍ରଦୀପ୍ତ କୁମାର ମହାପାତ୍ର ନିର୍ଦେଶ ଦେଇଛନ୍ତି। ଆଜି ଭୁବନେଶ୍ବର ଭଳି ଗଞ୍ଜାମ ଜିଲାରେ କୋଭିଡ ଟିକା କୋଭାକ୍ସିନ ଦିଆଯିବା ନେଇ ଗଞ୍ଜାମ ଜିଲାପାଳ ଏବଂ ବ୍ରହ୍ମପୁର ମହାନଗର ନିଗମ କମିଶନରଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏସିଏସ ପ୍ରଦୀପ୍ତ କୁମାର ମହାପାତ୍ର ଚିଠି ଲେଖିଛନ୍ତି।

ପ୍ରଥମ ଡୋଜ ନେଇ ନ ଥିବା ୧୮ବର୍ଷରୁ ଊର୍ଦ୍ଧ୍ବ ବୟସର ବ୍ୟକ୍ତିଙ୍କୁ ଏଥର ଗଞ୍ଜାମ ଜିଲାରେ କୋଭିଡ ଟିକା କୋଭାକ୍ସିନ ଦିଆଯାଇପାରିବ ବୋଲି ସେ ଚିଠିରେ ଉଲ୍ଲେଖ କରିଛନ୍ତି। ତେବେ ଦ୍ବିତୀୟ ପାନ ବାକିଥିବା ଲୋକଙ୍କୁ କୋଭିସିଲ୍ଡ ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ଶ୍ରୀ ମହାପାତ୍ର ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର