ପୁଣି ଅଶାନ୍ତ ଗଞ୍ଜାମ: କବିସୂର୍ଯ୍ୟନଗରରେ ଫୁଟିଲା ଗୁଳି, ଗଡ଼ିଲା ମୁଣ୍ଡ
ଗଞ୍ଜାମ: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଏନଏସି ଜଟେଶ୍ୱର ପୋଖରୀ ନିକଟରେ ଗୁଳିମାଡ଼। ଗୁଳିମାଡ଼ରେ ନଇ ସାହିର ତ୍ରିନାଥ ମଲ୍ଲିକ ନାମକ ଯୁବକଙ୍କ ମୃତ୍ୟୁ ଘଟିଛି। ପୋଖରୀ ନିକଟରେ ରହିଥିବା ମଣ୍ଡପ ଉପରେ ତ୍ରିନାଥ ବସିଥିବା ବେଳେ ତାଙ୍କୁ ଗୁଳିମାଡ଼ ହୋଇଛି। ତାଙ୍କ ମୁଣ୍ଡରେ ଦୁଇ ରାଉଣ୍ଡ ଗୁଳି ବାଜିଥିବାବେଳେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି। ତେବେ କିଏ ଓ କାହିଁକି ତାଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଥିବା ବେଳେ କବିସୂର୍ଯ୍ୟନଗର ପୁଲିସ […]
ଗଞ୍ଜାମ: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଏନଏସି ଜଟେଶ୍ୱର ପୋଖରୀ ନିକଟରେ ଗୁଳିମାଡ଼। ଗୁଳିମାଡ଼ରେ ନଇ ସାହିର ତ୍ରିନାଥ ମଲ୍ଲିକ ନାମକ ଯୁବକଙ୍କ ମୃତ୍ୟୁ ଘଟିଛି। ପୋଖରୀ ନିକଟରେ ରହିଥିବା ମଣ୍ଡପ ଉପରେ ତ୍ରିନାଥ ବସିଥିବା ବେଳେ ତାଙ୍କୁ ଗୁଳିମାଡ଼ ହୋଇଛି। ତାଙ୍କ ମୁଣ୍ଡରେ ଦୁଇ ରାଉଣ୍ଡ ଗୁଳି ବାଜିଥିବାବେଳେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି। ତେବେ କିଏ ଓ କାହିଁକି ତାଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଥିବା ବେଳେ କବିସୂର୍ଯ୍ୟନଗର ପୁଲିସ ଓ ପୁରୁଷୋତ୍ତମପୁର ଏସଡ଼ିପିଓ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ତଦନ୍ତ ଚଳାଇଛି।