ବିଦ୍ୟୁତ ସଂସ୍ପର୍ଶରେ ଆସି ମା’ ଓ ପୁଅଙ୍କ ମୃତ୍ୟୁ, ଅଜା ଗୁରୁତର

The Sakala Picture
Published On

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲୋଙ୍ଘର ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମା’ ଓ ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ଅଜା ଗୁରୁତର ହୋଇଛନ୍ତି। ମୃତକ ହେଲେ ମା’ ନିବାସୀ ପାହାନ ଓ ପୁଅ ଜିତେନ୍ଦ୍ର ପାହାନ। ଗୁରୁତର ଅଜା ଭାଗି ନାହାକଙ୍କୁ ଉଦ୍ଧାର କରାଯାଇ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଘରେ କାମ କରୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ପୁଣି କରୋନା ଛନକା: ଗଞ୍ଜାମରେ ଚିହ୍ନଟ ହେଲେ ନୂଆ କୋଭିଡ-୧୯ ଆକ୍ରାନ୍ତ !

20 Oct 2023 By The Sakala

ବିଦ୍ୟୁତ ସଂସ୍ପର୍ଶରେ ଆସି ମା’ ଓ ପୁଅଙ୍କ ମୃତ୍ୟୁ, ଅଜା ଗୁରୁତର

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲୋଙ୍ଘର ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମା’ ଓ ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ଅଜା ଗୁରୁତର ହୋଇଛନ୍ତି। ମୃତକ ହେଲେ ମା’ ନିବାସୀ ପାହାନ ଓ ପୁଅ ଜିତେନ୍ଦ୍ର ପାହାନ। ଗୁରୁତର ଅଜା ଭାଗି ନାହାକଙ୍କୁ ଉଦ୍ଧାର କରାଯାଇ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଘରେ କାମ କରୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିବା ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର