ଯୌତୁକ ପାଇଁ ପେଟ୍ରୋଲ ଢାଳି ବୋହୂକୁ ଜାଳିଦେଲେ ଶାଶୂ ଓ ଦିଅର…

The Sakala Picture
Published On

ଖଲ୍ଲିକୋଟ: ଯୌତୁକ ପାଇଁ ପେଟ୍ରୋଲ ଢାଳି ବୋହୂକୁ ଜାଳିଲେ ଶାଶୂ ଓ ଦିଅର। ବୋହୂ ଆରତୀ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ବୋହୂ ଆରତୀ। ଖଲ୍ଲିକୋଟ କହ୍ନେଇପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ସୂଚନା ଅନୁଯାୟୀ, ସ୍ବାମୀ ଆକାଶ ପରିଡ଼ା ଦୁଇ ବର୍ଷ ପୂର୍ବେ ଆରତୀଙ୍କୁ ପ୍ରେମ ବିବାହ କରିଥିଲେ। ଆରତୀଙ୍କ ଶାଶୂ ଯୌତୁକ ପାଇଁ ଆରତୀଙ୍କୁ ବିଭିନ୍ନ ସମୟରେ ନିର୍ଯାତନା ଦେବା ନେଇ ଆରତୀଙ୍କ ବାପା ଅଭିଯୋଗ କରିଛନ୍ତି। ଗତକାଲି ରାତିରେ ଶାଶୂ […]

ଖଲ୍ଲିକୋଟ: ଯୌତୁକ ପାଇଁ ପେଟ୍ରୋଲ ଢାଳି ବୋହୂକୁ ଜାଳିଲେ ଶାଶୂ ଓ ଦିଅର। ବୋହୂ ଆରତୀ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ବୋହୂ ଆରତୀ। ଖଲ୍ଲିକୋଟ କହ୍ନେଇପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା।

ଆହୁରି ପଢ଼ନ୍ତୁ: ଓସମା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ: ଲୋୟର ପିଏମଜିରେ ଗର୍ଜିଲେ ଶତାଧିକ କର୍ମଚାରୀ

ସୂଚନା ଅନୁଯାୟୀ, ସ୍ବାମୀ ଆକାଶ ପରିଡ଼ା ଦୁଇ ବର୍ଷ ପୂର୍ବେ ଆରତୀଙ୍କୁ ପ୍ରେମ ବିବାହ କରିଥିଲେ। ଆରତୀଙ୍କ ଶାଶୂ ଯୌତୁକ ପାଇଁ ଆରତୀଙ୍କୁ ବିଭିନ୍ନ ସମୟରେ ନିର୍ଯାତନା ଦେବା ନେଇ ଆରତୀଙ୍କ ବାପା ଅଭିଯୋଗ କରିଛନ୍ତି। ଗତକାଲି ରାତିରେ ଶାଶୂ ବୋହୂଙ୍କ ଭିତରେ ବଚସା ହୋଇଥିଲା। ଆଜି ସକାଳୁ ଆରତୀର ଦିଅର ପ୍ରକାଶ ଓ ଶାଶୂ ଉଭୟ ମିଶି ଆରତୀ ଉପରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଇ ମାରିବାକୁ ଚେଷ୍ଟା କରିଥିବା ଅଭିଯୋଗ ହୋଇଛି। ଆକାଶ ପରିଡ଼ା ଦୁଇ ବର୍ଷ ପୂର୍ବେ ଆରତୀଙ୍କୁ ପ୍ରେମ ବିବାହ କରିଥିଲେ। ଆରତୀଙ୍କ ଶାଶୂ ଯୌତୁକ ପାଇଁ ଆରତୀଙ୍କୁ ବିଭିନ୍ନ ସମୟରେ ନିର୍ଯା ତନା ଦେବା ନେଇ ଆରତୀଙ୍କ ବାପା ଅଭିଯୋଗ କରିଛନ୍ତି। ଗତକାଲି ରାତିରେ ଶାଶୂ ବୋହୂ ଭିତରେ ବଚସା ହୋଇଥିଲକ୍ଷ। ଆଜି ସକାଳୁ ଆରତୀର ଦିଅର ପ୍ରକାଶ ଓ ଶାଶୂ ଉଭୟ ମିଶି ଆତୀ ଉପରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଇ ମାରିବାକୁ ଚେଷ୍ଟା କରିଥିବା ଅଭିଯୋଗ ହୋଇଛି। ଏଣେ ଅର୍ଦ୍ଧ ଦଗ୍ଧ ଅବସ୍ଥାରେ ଆରତୀଙ୍କୁ ଖଲ୍ଲିକୋଟ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଶରୀରର ୪୦% ପୋଡ଼ିଯାଇଥିବା ବେଳେ ଡାକ୍ତର ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତରଣ କରିଛନ୍ତି। ମେଡିକାଲରେ ପୁଲିସ ପହଞ୍ଚି ଅଧିକ ପଚରାଉଚରା କରିଛି।

14 Jul 2025 By The Sakala

ଯୌତୁକ ପାଇଁ ପେଟ୍ରୋଲ ଢାଳି ବୋହୂକୁ ଜାଳିଦେଲେ ଶାଶୂ ଓ ଦିଅର…

ଖଲ୍ଲିକୋଟ: ଯୌତୁକ ପାଇଁ ପେଟ୍ରୋଲ ଢାଳି ବୋହୂକୁ ଜାଳିଲେ ଶାଶୂ ଓ ଦିଅର। ବୋହୂ ଆରତୀ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ବୋହୂ ଆରତୀ। ଖଲ୍ଲିକୋଟ କହ୍ନେଇପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା।

ସୂଚନା ଅନୁଯାୟୀ, ସ୍ବାମୀ ଆକାଶ ପରିଡ଼ା ଦୁଇ ବର୍ଷ ପୂର୍ବେ ଆରତୀଙ୍କୁ ପ୍ରେମ ବିବାହ କରିଥିଲେ। ଆରତୀଙ୍କ ଶାଶୂ ଯୌତୁକ ପାଇଁ ଆରତୀଙ୍କୁ ବିଭିନ୍ନ ସମୟରେ ନିର୍ଯାତନା ଦେବା ନେଇ ଆରତୀଙ୍କ ବାପା ଅଭିଯୋଗ କରିଛନ୍ତି। ଗତକାଲି ରାତିରେ ଶାଶୂ ବୋହୂଙ୍କ ଭିତରେ ବଚସା ହୋଇଥିଲା। ଆଜି ସକାଳୁ ଆରତୀର ଦିଅର ପ୍ରକାଶ ଓ ଶାଶୂ ଉଭୟ ମିଶି ଆରତୀ ଉପରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଇ ମାରିବାକୁ ଚେଷ୍ଟା କରିଥିବା ଅଭିଯୋଗ ହୋଇଛି। ଆକାଶ ପରିଡ଼ା ଦୁଇ ବର୍ଷ ପୂର୍ବେ ଆରତୀଙ୍କୁ ପ୍ରେମ ବିବାହ କରିଥିଲେ। ଆରତୀଙ୍କ ଶାଶୂ ଯୌତୁକ ପାଇଁ ଆରତୀଙ୍କୁ ବିଭିନ୍ନ ସମୟରେ ନିର୍ଯା ତନା ଦେବା ନେଇ ଆରତୀଙ୍କ ବାପା ଅଭିଯୋଗ କରିଛନ୍ତି। ଗତକାଲି ରାତିରେ ଶାଶୂ ବୋହୂ ଭିତରେ ବଚସା ହୋଇଥିଲକ୍ଷ। ଆଜି ସକାଳୁ ଆରତୀର ଦିଅର ପ୍ରକାଶ ଓ ଶାଶୂ ଉଭୟ ମିଶି ଆତୀ ଉପରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଇ ମାରିବାକୁ ଚେଷ୍ଟା କରିଥିବା ଅଭିଯୋଗ ହୋଇଛି। ଏଣେ ଅର୍ଦ୍ଧ ଦଗ୍ଧ ଅବସ୍ଥାରେ ଆରତୀଙ୍କୁ ଖଲ୍ଲିକୋଟ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଶରୀରର ୪୦% ପୋଡ଼ିଯାଇଥିବା ବେଳେ ଡାକ୍ତର ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତରଣ କରିଛନ୍ତି। ମେଡିକାଲରେ ପୁଲିସ ପହଞ୍ଚି ଅଧିକ ପଚରାଉଚରା କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର