ପୋଲସରାରେ ଖୋଲିବ ସରକାରୀ ଆଇଟିଆଇ

The Sakala Picture
Published On

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ପୋଲସରାରେ ସରକାରୀ ଆଇଟିଆଇ ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହା ଫଳରେ ଗଞ୍ଜାମ ଜିଲ୍ଲାରେ ସରକାରୀ ଆଇଟିଆଇ ସଂଖ୍ୟା ୬ରେ ପହଞ୍ଚିବ। ପୂର୍ବରୁ ଛତ୍ରପୁର, ପୁରୁଷୋତ୍ତମପୁର, ବ୍ରହ୍ମପୁର, ଶେରଗଡ ଓ ହିଞ୍ଜିଳିକାଟୁରେ ଗୋଟିଏ ଲେଖାଏ ସରକାରୀ ଆଇଟିଆଇ କାର୍ଯ୍ୟ କରୁଛି । ପୋଲସରାରେ ସରକାରୀ ଆଇଟିଆଇ ଖୋଲିବା ଦ୍ବାରା ସେ ଅଞ୍ଚଳର ଜନସାଧାରଣ ବହୁ ଦିନର ଦାବୀ ପୂରଣ ହୋଇପାରିଛି।

ଆହୁରି ପଢ଼ନ୍ତୁ: ଗଣେଶ ଭସାଣିବେଳେ ଅଘଟଣ, ଜେନେରେଟରରେ ନିଆଁ ଲାଗି ୫ ଶିଶୁ ଗୁରୁତର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର