ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ବାଳକୁମାରୀ ପୀଠରୁ ଦର୍ଶନ ସାରି ଫେରୁଥିଲେ: ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ସ୍କୁଟି; ୧ମୃତ, ୨ ଗୁରୁତର

Deviprasad Mohanty Picture
Published On

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଚିକିଟି ବାଳକୁମାରୀ ପୀଠରୁ ଦର୍ଶନ ସାରି ସ୍କୁଟିରେ ଫେରୁଥିବା ବେଳେ ଭାରସାମ୍ୟ ହରାଇ ସ୍କୁଟିଟି ଘାଟି ତଳକୁ ଖସିଯାଇଥିଲା । ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ କତୁରୁ ନୂଆଗାଁ ଗ୍ରାମର ଶିବ ଶଙ୍କର ସାହୁ (୩୪)। ଗୁରୁତର ମାନେ ହେଲେ ଦିଲେଶ୍ୱର ରେଡି(୨୯) ଓ ସୁରେଶ ଚୌଧୁରୀ( ୪୮)। ଉଭୟ ଗୁରୁତରଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି ।

ଆହୁରି ପଢ଼ନ୍ତୁ: କୂଅ ସଫାବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ, ୨ ଗୁରୁତର

05 Nov 2025 By Deviprasad Mohanty

ବାଳକୁମାରୀ ପୀଠରୁ ଦର୍ଶନ ସାରି ଫେରୁଥିଲେ: ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ସ୍କୁଟି; ୧ମୃତ, ୨ ଗୁରୁତର

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଚିକିଟି ବାଳକୁମାରୀ ପୀଠରୁ ଦର୍ଶନ ସାରି ସ୍କୁଟିରେ ଫେରୁଥିବା ବେଳେ ଭାରସାମ୍ୟ ହରାଇ ସ୍କୁଟିଟି ଘାଟି ତଳକୁ ଖସିଯାଇଥିଲା । ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ କତୁରୁ ନୂଆଗାଁ ଗ୍ରାମର ଶିବ ଶଙ୍କର ସାହୁ (୩୪)। ଗୁରୁତର ମାନେ ହେଲେ ଦିଲେଶ୍ୱର ରେଡି(୨୯) ଓ ସୁରେଶ ଚୌଧୁରୀ( ୪୮)। ଉଭୟ ଗୁରୁତରଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର