କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ୧୦ମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

The Sakala Picture
Published On

ଗଞ୍ଜାମ: କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ୧୦ମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ । ମୃତ ଛାତ୍ରୀ ଜଣକ ହେଲେ ଛତ୍ରପୁର ଥାନା ଅନ୍ତର୍ଗତ ତରେଇପାଟପୁର ଗ୍ରାମର କୈଳାଶ ଚନ୍ଦ୍ର ବେହେରାଙ୍କ ଝିଅ ରୋଜା ବେହେରା (15) । ସେ କସ୍ତୁରଵା ଗାନ୍ଧୀ ବାଳିକା ବିଦ୍ୟାଳୟରେ ହଷ୍ଟେଲରେ ରହି ଦଶମ ଶ୍ରେଣୀରେ ପାଠ ପଢୁଥିଲେ । ଗତକାଲି ରାତିରେ ଖାଇବା ପରେ ଶୋଇବାକୁ ଯାଇଥିଲେ । ମାତ୍ର ପ୍ରାତଃ 4.30 ମିନିଟରେ ହଠାତ ସେ ଅସୁସ୍ଥତା ଅନୁଭବ […]

ଗଞ୍ଜାମ: କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ୧୦ମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ । ମୃତ ଛାତ୍ରୀ ଜଣକ ହେଲେ ଛତ୍ରପୁର ଥାନା ଅନ୍ତର୍ଗତ ତରେଇପାଟପୁର ଗ୍ରାମର କୈଳାଶ ଚନ୍ଦ୍ର ବେହେରାଙ୍କ ଝିଅ ରୋଜା ବେହେରା (15) । ସେ କସ୍ତୁରଵା ଗାନ୍ଧୀ ବାଳିକା ବିଦ୍ୟାଳୟରେ ହଷ୍ଟେଲରେ ରହି ଦଶମ ଶ୍ରେଣୀରେ ପାଠ ପଢୁଥିଲେ । ଗତକାଲି ରାତିରେ ଖାଇବା ପରେ ଶୋଇବାକୁ ଯାଇଥିଲେ । ମାତ୍ର ପ୍ରାତଃ 4.30 ମିନିଟରେ ହଠାତ ସେ ଅସୁସ୍ଥତା ଅନୁଭବ କରିବା ସହ ବାନ୍ତି କରିଥିଲେ । ବିଦ୍ୟାଳୟରେ ଦାୟିତ୍ୱରେ ଥିବା ୱାର୍ଡନ ତାଙ୍କୁ ମେଡ଼ିସିନ ଦେଇଥିଲେ କିନ୍ତୁ ଛାତ୍ରୀଙ୍କର ଅସୁସ୍ଥତାରେ କୌଣସି ପରିବର୍ତ୍ତନ ନ ଆସିବାରୁ ତାଙ୍କୁ ବିଦ୍ୟାଳୟ କର୍ତ୍ତୃପକ୍ଷ ସକାଳ 6.30ରେ ଛତ୍ରପୁର ମେଡିକାଲ ଆଣିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଛତ୍ରପୁର ପୋଲିସ ଘଟଣାର ତଦନ୍ତ କରୁଛି। ଅନ୍ୟ ପକ୍ଷରେ ପରିବାର ଲୋକ ସ୍କୁଲ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

18 Dec 2022 By The Sakala

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ୧୦ମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ଗଞ୍ଜାମ: କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ୧୦ମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ । ମୃତ ଛାତ୍ରୀ ଜଣକ ହେଲେ ଛତ୍ରପୁର ଥାନା ଅନ୍ତର୍ଗତ ତରେଇପାଟପୁର ଗ୍ରାମର କୈଳାଶ ଚନ୍ଦ୍ର ବେହେରାଙ୍କ ଝିଅ ରୋଜା ବେହେରା (15) । ସେ କସ୍ତୁରଵା ଗାନ୍ଧୀ ବାଳିକା ବିଦ୍ୟାଳୟରେ ହଷ୍ଟେଲରେ ରହି ଦଶମ ଶ୍ରେଣୀରେ ପାଠ ପଢୁଥିଲେ । ଗତକାଲି ରାତିରେ ଖାଇବା ପରେ ଶୋଇବାକୁ ଯାଇଥିଲେ । ମାତ୍ର ପ୍ରାତଃ 4.30 ମିନିଟରେ ହଠାତ ସେ ଅସୁସ୍ଥତା ଅନୁଭବ କରିବା ସହ ବାନ୍ତି କରିଥିଲେ । ବିଦ୍ୟାଳୟରେ ଦାୟିତ୍ୱରେ ଥିବା ୱାର୍ଡନ ତାଙ୍କୁ ମେଡ଼ିସିନ ଦେଇଥିଲେ କିନ୍ତୁ ଛାତ୍ରୀଙ୍କର ଅସୁସ୍ଥତାରେ କୌଣସି ପରିବର୍ତ୍ତନ ନ ଆସିବାରୁ ତାଙ୍କୁ ବିଦ୍ୟାଳୟ କର୍ତ୍ତୃପକ୍ଷ ସକାଳ 6.30ରେ ଛତ୍ରପୁର ମେଡିକାଲ ଆଣିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଛତ୍ରପୁର ପୋଲିସ ଘଟଣାର ତଦନ୍ତ କରୁଛି। ଅନ୍ୟ ପକ୍ଷରେ ପରିବାର ଲୋକ ସ୍କୁଲ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରିଛନ୍ତି ।

https://www.thesakala.in/latest-odisha-news/ganjam/suspicious-death-of-class-10-student-in-ganjam/article-17468
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର