ଦୁଇ ବାଇକ ମୁହାଁମୁହିଁ ଧକ୍କା: ଜଣେ ମୃତ, ୩ ଗୁରୁତର

The Sakala Picture
Published On

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରାହ୍ମଣଶାସନ‌ ଗାଁ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି । ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ଭାଟକୁମରଡା ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥାନରେ ପୁରୁଷୋତ୍ତମପୁର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

24 Nov 2022 By The Sakala

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଜଣେ ମୃତ, ୩ ଗୁରୁତର

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରାହ୍ମଣଶାସନ‌ ଗାଁ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି । ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ଭାଟକୁମରଡା ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥାନରେ ପୁରୁଷୋତ୍ତମପୁର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର