ଭିଜିଲାନ୍ସ ଜାଲରେ ଭଞ୍ଜନଗର ଜଳ ସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ, ଏକକାଳୀନ ୯ ସ୍ଥାନରେ ଚଢାଉ

The Sakala Picture
Published On

ଗଞ୍ଜାମ: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଜାରି। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୯ଟି ସ୍ଥାନରେ ଚଢାଉ ଜାରି ରହିଛି। ପ୍ରସନ୍ନଙ୍କ କୁଲାଡ ଓ ବ୍ରହ୍ମପୁର ବାସଭବନରେ ରେଡ୍ ଚାଲିଛି। ଭଞ୍ଜନଗର କାର୍ଯ୍ୟାଳୟରେ ମଧ୍ୟ ଏକକାଳୀନ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ୭ ଡିଏସପି, ୫ ଇନ୍ସପେକ୍ଟର  ଓ ୫ […]

ଗଞ୍ଜାମ: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଜାରି। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୯ଟି ସ୍ଥାନରେ ଚଢାଉ ଜାରି ରହିଛି। ପ୍ରସନ୍ନଙ୍କ କୁଲାଡ ଓ ବ୍ରହ୍ମପୁର ବାସଭବନରେ ରେଡ୍ ଚାଲିଛି। ଭଞ୍ଜନଗର କାର୍ଯ୍ୟାଳୟରେ ମଧ୍ୟ ଏକକାଳୀନ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ୭ ଡିଏସପି, ୫ ଇନ୍ସପେକ୍ଟର  ଓ ୫ ଏସଆଇଙ୍କ ସମେତ ଅନ୍ୟ ସହାୟକ କର୍ମଚାରୀମାନେ ମଧ୍ୟ ଉପସ୍ଥିତ ଅଛନ୍ତି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

11 Sep 2024 By The Sakala

ଭିଜିଲାନ୍ସ ଜାଲରେ ଭଞ୍ଜନଗର ଜଳ ସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ, ଏକକାଳୀନ ୯ ସ୍ଥାନରେ ଚଢାଉ

ଗଞ୍ଜାମ: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଜାରି। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୯ଟି ସ୍ଥାନରେ ଚଢାଉ ଜାରି ରହିଛି। ପ୍ରସନ୍ନଙ୍କ କୁଲାଡ ଓ ବ୍ରହ୍ମପୁର ବାସଭବନରେ ରେଡ୍ ଚାଲିଛି। ଭଞ୍ଜନଗର କାର୍ଯ୍ୟାଳୟରେ ମଧ୍ୟ ଏକକାଳୀନ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ୭ ଡିଏସପି, ୫ ଇନ୍ସପେକ୍ଟର  ଓ ୫ ଏସଆଇଙ୍କ ସମେତ ଅନ୍ୟ ସହାୟକ କର୍ମଚାରୀମାନେ ମଧ୍ୟ ଉପସ୍ଥିତ ଅଛନ୍ତି।

https://www.thesakala.in/latest-odisha-news/ganjam/vigilance-searche-at-9-locations-of-asst-engineer-irrigation-division-bhanjanagar/article-35077
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର