ପ୍ରଥମ ଥର ପାଇଁ ଆରମ୍ଭ ହେଲା ‘ମୋ ନିବେଦନ’ କାର୍ଯ୍ଯକ୍ରମ, ଭର୍ଚୁଆଲରେ ହେବ ଗ୍ରାମବାସୀଙ୍କ ସମସ୍ୟାର ସମାଧାନ

The Sakala Picture
Published On

ବ୍ରହ୍ମପୁର: ଗଞ୍ଜାମରେ ପ୍ରଥମ ଥର ପାଇଁ ଆରମ୍ଭ ହେଲା ‘ମୋ ନିବେଦନ’ କାର୍ଯ୍ଯକ୍ରମ । ମହାମାରୀ କରୋନା ସମୟରେ ଲୋକଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ୱ ଦେଇ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି କାର୍ଯ୍ଯକ୍ରମ ହାତକୁ ନିଆଯାଇଛି। ଭର୍ଚୁଆଲରେ ଗ୍ରାମବାସୀଙ୍କ ସମସ୍ୟା ସମାଧାନ ପାଇଁ ଏହି କାର୍ଯ୍ଯକ୍ରମ ଆରମ୍ଭ ହୋଇଛି । ଗ୍ରାମପଞ୍ଚାୟତ ଅଧିକାରୀମାନେ ଲୋକଙ୍କ ପାଖକୁ ଯାଇ କମ୍ପ୍ୟୁଟର ଜରିବରେ ଜିଲ୍ଲାପ୍ରଶାସନ ସହ ସେମାନଙ୍କ ଅଭିଯୋଗ ସମ୍ପର୍କରେ କଥା ହେବେ । ଏହି ଅବସରରେ ଆଜି ବ୍ରହ୍ମପୁର […]

ବ୍ରହ୍ମପୁର: ଗଞ୍ଜାମରେ ପ୍ରଥମ ଥର ପାଇଁ ଆରମ୍ଭ ହେଲା ‘ମୋ ନିବେଦନ’ କାର୍ଯ୍ଯକ୍ରମ । ମହାମାରୀ କରୋନା ସମୟରେ ଲୋକଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ୱ ଦେଇ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି କାର୍ଯ୍ଯକ୍ରମ ହାତକୁ ନିଆଯାଇଛି। ଭର୍ଚୁଆଲରେ ଗ୍ରାମବାସୀଙ୍କ ସମସ୍ୟା ସମାଧାନ ପାଇଁ ଏହି କାର୍ଯ୍ଯକ୍ରମ ଆରମ୍ଭ ହୋଇଛି । ଗ୍ରାମପଞ୍ଚାୟତ ଅଧିକାରୀମାନେ ଲୋକଙ୍କ ପାଖକୁ ଯାଇ କମ୍ପ୍ୟୁଟର ଜରିବରେ ଜିଲ୍ଲାପ୍ରଶାସନ ସହ ସେମାନଙ୍କ ଅଭିଯୋଗ ସମ୍ପର୍କରେ କଥା ହେବେ । ଏହି ଅବସରରେ ଆଜି ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ଯାଳୟରେ ଏହି କାର୍ଯ୍ଯକ୍ରମର ଆରମ୍ଭ ହୋଇଛି । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି କାର୍ଯ୍ଯକ୍ରମକୁ ଉଦଘାଟନ କରିଛନ୍ତି। 

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

28 Jun 2021 By The Sakala

ପ୍ରଥମ ଥର ପାଇଁ ଆରମ୍ଭ ହେଲା ‘ମୋ ନିବେଦନ’ କାର୍ଯ୍ଯକ୍ରମ, ଭର୍ଚୁଆଲରେ ହେବ ଗ୍ରାମବାସୀଙ୍କ ସମସ୍ୟାର ସମାଧାନ

ବ୍ରହ୍ମପୁର: ଗଞ୍ଜାମରେ ପ୍ରଥମ ଥର ପାଇଁ ଆରମ୍ଭ ହେଲା ‘ମୋ ନିବେଦନ’ କାର୍ଯ୍ଯକ୍ରମ । ମହାମାରୀ କରୋନା ସମୟରେ ଲୋକଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ୱ ଦେଇ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି କାର୍ଯ୍ଯକ୍ରମ ହାତକୁ ନିଆଯାଇଛି। ଭର୍ଚୁଆଲରେ ଗ୍ରାମବାସୀଙ୍କ ସମସ୍ୟା ସମାଧାନ ପାଇଁ ଏହି କାର୍ଯ୍ଯକ୍ରମ ଆରମ୍ଭ ହୋଇଛି । ଗ୍ରାମପଞ୍ଚାୟତ ଅଧିକାରୀମାନେ ଲୋକଙ୍କ ପାଖକୁ ଯାଇ କମ୍ପ୍ୟୁଟର ଜରିବରେ ଜିଲ୍ଲାପ୍ରଶାସନ ସହ ସେମାନଙ୍କ ଅଭିଯୋଗ ସମ୍ପର୍କରେ କଥା ହେବେ । ଏହି ଅବସରରେ ଆଜି ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ଯାଳୟରେ ଏହି କାର୍ଯ୍ଯକ୍ରମର ଆରମ୍ଭ ହୋଇଛି । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି କାର୍ଯ୍ଯକ୍ରମକୁ ଉଦଘାଟନ କରିଛନ୍ତି। 

https://www.thesakala.in/latest-odisha-news/ganjam/virtual-mode-as-mo-nibedan/article-3306
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର