ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଗୋପାଳପୁରରେ ଲଜ୍ଜା : ପୁରୁଷ ବନ୍ଧୁକୁ ବାନ୍ଧି ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

The Sakala Picture
Published On

ବ୍ରହ୍ମପୁର : ଗୋପାଳପୁରରେ ଲଜ୍ଜା। ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି । ଯୁବତୀ ଜଣକ ପୁରୁଷ ବନ୍ଧୁଙ୍କ ସହ ବୁଲିବାକୁ ଆସିଥିବା ବେଳେ ପ୍ରାୟ ୧୦ଜଣ ଦୁର୍ବୃତ୍ତ ପ୍ରଥମେ ଘେରିଯାଇଥିଲେ। ଯୁବତୀଙ୍କ ପୁରୁଷ ବନ୍ଧୁକୁ ବାନ୍ଧି ଯୁବତୀଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଗତକାଲି ରଜ ସଂକ୍ରାନ୍ତିରେ ପ୍ରେମୀ ଯୁଗଳ ବେଳାଭୂମିକୁ ବୁଲିବାକୁ ଯାଇଥିବା ବେଳେ  ୧୦ଜଣ ଦୁର୍ବୃତ୍ତ ପ୍ରଥମେ ଘେରିଯାଇଥିଲେ। ଆଉ ଏହାପରେ ୩ ଜଣ ଯୁବକ ଦୁଷ୍କର୍ମ କରିଥିବାବେଳେ ଅନ୍ୟମାନେ ସହଯୋଗ […]

ବ୍ରହ୍ମପୁର : ଗୋପାଳପୁରରେ ଲଜ୍ଜା। ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି । ଯୁବତୀ ଜଣକ ପୁରୁଷ ବନ୍ଧୁଙ୍କ ସହ ବୁଲିବାକୁ ଆସିଥିବା ବେଳେ ପ୍ରାୟ ୧୦ଜଣ ଦୁର୍ବୃତ୍ତ ପ୍ରଥମେ ଘେରିଯାଇଥିଲେ। ଯୁବତୀଙ୍କ ପୁରୁଷ ବନ୍ଧୁକୁ ବାନ୍ଧି ଯୁବତୀଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।

ଗତକାଲି ରଜ ସଂକ୍ରାନ୍ତିରେ ପ୍ରେମୀ ଯୁଗଳ ବେଳାଭୂମିକୁ ବୁଲିବାକୁ ଯାଇଥିବା ବେଳେ  ୧୦ଜଣ ଦୁର୍ବୃତ୍ତ ପ୍ରଥମେ ଘେରିଯାଇଥିଲେ। ଆଉ ଏହାପରେ ୩ ଜଣ ଯୁବକ ଦୁଷ୍କର୍ମ କରିଥିବାବେଳେ ଅନ୍ୟମାନେ ସହଯୋଗ କରିଥିବା ଅଭିଯୋଗ ହୋଇଛି । ତେବେ ଗୋପାଳପୁର ପୁଲିସ ଏହି ମାମଲାରେ ୭ଜଣଙ୍କୁ ଅଟକ ରଖିଛି । ସେମାନଙ୍କ ମଧ୍ୟରେ ଜଣେ ଦୁଷ୍କର୍ମ ଅଭିଯୁକ୍ତ ଅଛି ଏବଂ ଅନ୍ୟ ଦୁଇ ଅଭିଯୁକ୍ତ ଫେରାର ଅଛନ୍ତି । ତେବେ ଅଭିଯୁକ୍ତମାନେ ହିଞ୍ଜିଳି ଅଞ୍ଚଳର ବୋଲି ଜଣାପଡିଛି । ପୁଲିସ ଅଧିକ ତଦନ୍ତ ଚଳାଇଛି ।

16 Jun 2025 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର