ବିଫଳ ହୋଇଛି ଉଜ୍ଜ୍ୱଳା ଯୋଜନା: ବାଧୁଛି ଗ୍ୟାସ୍ ଦର, କାଲିଠୁ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

The Sakala Picture
Published On

ଭୁବନେଶ୍ୱର: ବିଫଳ ହୋଇଛି ଉଜ୍ଜ୍ୱଳା ଯୋଜନା । ମାଆ ମାନେ ପୁଣି ଫେରିଛନ୍ତି ଚୁଲି ପାଖକୁ।  ଗ୍ୟାସର ବର୍ଦ୍ଧିତ ଦରକୁ ନେଇ ଜନ ଅସନ୍ତୋଷ ତେଜିଲାଣି । ଦରବୃଦ୍ଧି ଯୋଗୁଁ ରିଫିଲିଂ ନ କରିପାରି ଦୁର୍‌ଦ୍ଦିନରେ ଦିନ କାଟୁଛନ୍ତି ମହିଳା । ଏହାର ପ୍ରତିବାଦର ବିଜୁ ଯୁବ, ଛାତ୍ର ଓ ମହିଳା ଜନତା ଦଳ ପକ୍ଷରୁ ଆସନ୍ତା ୨୨ରେ କଟକ, ୨୩ରେ ସମ୍ବଲପୁର ଓ ୨୪ ବ୍ରହ୍ମପୁର ଆରଡିସି ଜୋନରେ ଥିବ ସମସ୍ତ ବ୍ଲକରେ ଆନ୍ଦୋଳନ କରାଯିବ […]

ଭୁବନେଶ୍ୱର: ବିଫଳ ହୋଇଛି ଉଜ୍ଜ୍ୱଳା ଯୋଜନା । ମାଆ ମାନେ ପୁଣି ଫେରିଛନ୍ତି ଚୁଲି ପାଖକୁ।  ଗ୍ୟାସର ବର୍ଦ୍ଧିତ ଦରକୁ ନେଇ ଜନ ଅସନ୍ତୋଷ ତେଜିଲାଣି । ଦରବୃଦ୍ଧି ଯୋଗୁଁ ରିଫିଲିଂ ନ କରିପାରି ଦୁର୍‌ଦ୍ଦିନରେ ଦିନ କାଟୁଛନ୍ତି ମହିଳା । ଏହାର ପ୍ରତିବାଦର ବିଜୁ ଯୁବ, ଛାତ୍ର ଓ ମହିଳା ଜନତା ଦଳ ପକ୍ଷରୁ ଆସନ୍ତା ୨୨ରେ କଟକ, ୨୩ରେ ସମ୍ବଲପୁର ଓ ୨୪ ବ୍ରହ୍ମପୁର ଆରଡିସି ଜୋନରେ ଥିବ ସମସ୍ତ ବ୍ଲକରେ ଆନ୍ଦୋଳନ କରାଯିବ ବୋଲି ପ୍ରେସମିଟରେ କହିଛନ୍ତି ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ । ଏନେଇ ବିଜେଡି ପକ୍ଷରୁ ପ୍ରେସମିଟ୍‌ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

ସାଢେ ୩ ବର୍ଷ ମଧ୍ୟରେ ଗ୍ୟାସ ଦର ୭୦ ପ୍ରତିଶତ ବଢ଼ିଛି । ଗ୍ୟାସ୍‌ ଦର ନ କମାଇଲେ ବିରାଟ ଜନ ଆନ୍‌ଦୋଳନ ହେବ । ସିଏଜି ମଧ୍ୟ ତାଙ୍କ ରିପୋର୍ଟରେ ଉଜ୍ଜ୍ୱଳା ଗ୍ୟାସ୍‌ ରିଫିଲିଂ ହାର କମ ଥିବା କହିଛନ୍ତି । ନ୍ୟାସନାଲ ଫ୍ୟାମିଲି ହେଲଥ୍‌ ସର୍ଭେ ଅନୁସାରେ, ୯୮ ନୁହେଁ ମାତ୍ର ୨୦ ପ୍ରତିଶତ ସିଲିଣ୍ଡର ବ୍ୟବହାର ବଢ଼ିଛି । ଉଜ୍ଜ୍ୱଳା ଯୋଜନା କରି କେନ୍ଦ୍ର ସରକାର ଗରିବ ଲୋକଙ୍କୁ ଠକିଛନ୍ତି । ଏବେ ସିଲିଣ୍ଡର ଦାମ ୯ ଶହ ଟଙ୍କା ଉପରେ ରହିଛି । କେନ୍ଦ୍ର ସରକାର ଦର ହ୍ରାସ ନ କରିବା ଯାଏ ଏହା ବିରୋଧରେ ସାରା ରାଜ୍ୟରେ ଆନ୍ଦୋଳନ ହେବ ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ କହିଛନ୍ତି, ବିଜୁ ଜନତା ଦଳ ସାଧାରଣ ଜନତାଙ୍କ ସ୍ୱର ହୋଇ ଆନ୍ଦୋଳନ କରିବ । ଆସନ୍ତାକାଲି କଟକ ଆରଡିସି ଜୋନର ସମସ୍ତ ବ୍ଲକରେ ଆନ୍ଦୋଳନ କରାଯିବ । ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଆନ୍ଦୋଳନ କରାଯିବ । ଆନ୍ଦୋଳନ ତୀବ୍ରତର ହେବ । କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ଆଜି ପ୍ରବଞ୍ଚନାରେ ପରିଣତ ହୋଇଛି ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

21 Nov 2021 By The Sakala

ବିଫଳ ହୋଇଛି ଉଜ୍ଜ୍ୱଳା ଯୋଜନା: ବାଧୁଛି ଗ୍ୟାସ୍ ଦର, କାଲିଠୁ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

ଭୁବନେଶ୍ୱର: ବିଫଳ ହୋଇଛି ଉଜ୍ଜ୍ୱଳା ଯୋଜନା । ମାଆ ମାନେ ପୁଣି ଫେରିଛନ୍ତି ଚୁଲି ପାଖକୁ।  ଗ୍ୟାସର ବର୍ଦ୍ଧିତ ଦରକୁ ନେଇ ଜନ ଅସନ୍ତୋଷ ତେଜିଲାଣି । ଦରବୃଦ୍ଧି ଯୋଗୁଁ ରିଫିଲିଂ ନ କରିପାରି ଦୁର୍‌ଦ୍ଦିନରେ ଦିନ କାଟୁଛନ୍ତି ମହିଳା । ଏହାର ପ୍ରତିବାଦର ବିଜୁ ଯୁବ, ଛାତ୍ର ଓ ମହିଳା ଜନତା ଦଳ ପକ୍ଷରୁ ଆସନ୍ତା ୨୨ରେ କଟକ, ୨୩ରେ ସମ୍ବଲପୁର ଓ ୨୪ ବ୍ରହ୍ମପୁର ଆରଡିସି ଜୋନରେ ଥିବ ସମସ୍ତ ବ୍ଲକରେ ଆନ୍ଦୋଳନ କରାଯିବ ବୋଲି ପ୍ରେସମିଟରେ କହିଛନ୍ତି ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ । ଏନେଇ ବିଜେଡି ପକ୍ଷରୁ ପ୍ରେସମିଟ୍‌ କରାଯାଇଛି ।

ସାଢେ ୩ ବର୍ଷ ମଧ୍ୟରେ ଗ୍ୟାସ ଦର ୭୦ ପ୍ରତିଶତ ବଢ଼ିଛି । ଗ୍ୟାସ୍‌ ଦର ନ କମାଇଲେ ବିରାଟ ଜନ ଆନ୍‌ଦୋଳନ ହେବ । ସିଏଜି ମଧ୍ୟ ତାଙ୍କ ରିପୋର୍ଟରେ ଉଜ୍ଜ୍ୱଳା ଗ୍ୟାସ୍‌ ରିଫିଲିଂ ହାର କମ ଥିବା କହିଛନ୍ତି । ନ୍ୟାସନାଲ ଫ୍ୟାମିଲି ହେଲଥ୍‌ ସର୍ଭେ ଅନୁସାରେ, ୯୮ ନୁହେଁ ମାତ୍ର ୨୦ ପ୍ରତିଶତ ସିଲିଣ୍ଡର ବ୍ୟବହାର ବଢ଼ିଛି । ଉଜ୍ଜ୍ୱଳା ଯୋଜନା କରି କେନ୍ଦ୍ର ସରକାର ଗରିବ ଲୋକଙ୍କୁ ଠକିଛନ୍ତି । ଏବେ ସିଲିଣ୍ଡର ଦାମ ୯ ଶହ ଟଙ୍କା ଉପରେ ରହିଛି । କେନ୍ଦ୍ର ସରକାର ଦର ହ୍ରାସ ନ କରିବା ଯାଏ ଏହା ବିରୋଧରେ ସାରା ରାଜ୍ୟରେ ଆନ୍ଦୋଳନ ହେବ ।

ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ କହିଛନ୍ତି, ବିଜୁ ଜନତା ଦଳ ସାଧାରଣ ଜନତାଙ୍କ ସ୍ୱର ହୋଇ ଆନ୍ଦୋଳନ କରିବ । ଆସନ୍ତାକାଲି କଟକ ଆରଡିସି ଜୋନର ସମସ୍ତ ବ୍ଲକରେ ଆନ୍ଦୋଳନ କରାଯିବ । ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଆନ୍ଦୋଳନ କରାଯିବ । ଆନ୍ଦୋଳନ ତୀବ୍ରତର ହେବ । କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ଆଜି ପ୍ରବଞ୍ଚନାରେ ପରିଣତ ହୋଇଛି ।

https://www.thesakala.in/latest-odisha-news/gas-price-hike-bjd-protest-in-front-of-rdc-office-from-tomorrow/article-7021
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର