ପଣାସଂକ୍ରାନ୍ତି ଅବସରରେ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଉଛନ୍ତି ଘଟଗାଁ ମା’ ତାରିଣୀ

The Sakala Picture
Published On

କେନ୍ଦୁଝର: ଆଜି ହେଉଛି ମହାବିଶୁବ ପଣା ସଂକ୍ରାନ୍ତି । ଓଡ଼ିଆ ନବବର୍ଷ । ଆଜି ମାତାରିଣୀଙ୍କ ୮୮ତମ ଚଇତି ପର୍ବର ୬ଷ୍ଠ ଦିନ । ଚଇତି ପର୍ବର ୭ଦିନ ଧରି ମା ସୁନାବେଶରେ ଦର୍ଶନ ଦେଉଛନ୍ତି । ଆଜି ମା’ଙ୍କର ସ୍ଵତନ୍ତ୍ର ପୂଜାର୍ଚ୍ଚନା, ହୋମଯଜ୍ଞ, ଚଣ୍ଡୀପାଠ, ଭାଗବତ ପାଠ, ସାଂସ୍କୃତିକ କାର୍ଯ୍ୟକ୍ରମ, ବାଦୀପାଲା, ପ୍ରବଚନ ଆଦି ଅନୁଷ୍ଠିତ ହେଉଛି । ମନ୍ଦିର ପରିସରରେ ଥିବା ସାଂସ୍କୃତିକ ମଣ୍ଡପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଏହି […]

କେନ୍ଦୁଝର: ଆଜି ହେଉଛି ମହାବିଶୁବ ପଣା ସଂକ୍ରାନ୍ତି । ଓଡ଼ିଆ ନବବର୍ଷ । ଆଜି ମାତାରିଣୀଙ୍କ ୮୮ତମ ଚଇତି ପର୍ବର ୬ଷ୍ଠ ଦିନ । ଚଇତି ପର୍ବର ୭ଦିନ ଧରି ମା ସୁନାବେଶରେ ଦର୍ଶନ ଦେଉଛନ୍ତି । ଆଜି ମା’ଙ୍କର ସ୍ଵତନ୍ତ୍ର ପୂଜାର୍ଚ୍ଚନା, ହୋମଯଜ୍ଞ, ଚଣ୍ଡୀପାଠ, ଭାଗବତ ପାଠ, ସାଂସ୍କୃତିକ କାର୍ଯ୍ୟକ୍ରମ, ବାଦୀପାଲା, ପ୍ରବଚନ ଆଦି ଅନୁଷ୍ଠିତ ହେଉଛି । ମନ୍ଦିର ପରିସରରେ ଥିବା ସାଂସ୍କୃତିକ ମଣ୍ଡପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଏହି ଉପଲକ୍ଷେ ଘଟଗାଁ ମାତାରିଣୀଙ୍କ ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଏଠାରେ ଆଜି ବ୍ୟାପକ ଆୟୋଜନ କରାଯାଇଛି । ମହିଳା, ଭିନ୍ନକ୍ଷମ, ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ଧାଡି ବ୍ୟବସ୍ଥା, ଗରମରୁ ରକ୍ଷା ପାଇଁ ପ୍ରବେଶ ଦ୍ୱାରରେ ଏସି କୁଲର ବ୍ୟବସ୍ଥା, ସ୍ୱତନ୍ତ୍ର ଟ୍ରାଫିକ ନିୟନ୍ତ୍ରଣ, ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଭକ୍ତମାନଙ୍କୁ ପାନୀୟ ଜଳ, ପଣା, ଅନ୍ନ ପ୍ରସାଦ ମାଗଣାରେ ବଣ୍ଟନ କରାଯାଉଛି । ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

14 Apr 2024 By The Sakala

ପଣାସଂକ୍ରାନ୍ତି ଅବସରରେ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଉଛନ୍ତି ଘଟଗାଁ ମା’ ତାରିଣୀ

କେନ୍ଦୁଝର: ଆଜି ହେଉଛି ମହାବିଶୁବ ପଣା ସଂକ୍ରାନ୍ତି । ଓଡ଼ିଆ ନବବର୍ଷ । ଆଜି ମାତାରିଣୀଙ୍କ ୮୮ତମ ଚଇତି ପର୍ବର ୬ଷ୍ଠ ଦିନ । ଚଇତି ପର୍ବର ୭ଦିନ ଧରି ମା ସୁନାବେଶରେ ଦର୍ଶନ ଦେଉଛନ୍ତି । ଆଜି ମା’ଙ୍କର ସ୍ଵତନ୍ତ୍ର ପୂଜାର୍ଚ୍ଚନା, ହୋମଯଜ୍ଞ, ଚଣ୍ଡୀପାଠ, ଭାଗବତ ପାଠ, ସାଂସ୍କୃତିକ କାର୍ଯ୍ୟକ୍ରମ, ବାଦୀପାଲା, ପ୍ରବଚନ ଆଦି ଅନୁଷ୍ଠିତ ହେଉଛି । ମନ୍ଦିର ପରିସରରେ ଥିବା ସାଂସ୍କୃତିକ ମଣ୍ଡପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଏହି ଉପଲକ୍ଷେ ଘଟଗାଁ ମାତାରିଣୀଙ୍କ ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଏଠାରେ ଆଜି ବ୍ୟାପକ ଆୟୋଜନ କରାଯାଇଛି । ମହିଳା, ଭିନ୍ନକ୍ଷମ, ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ଧାଡି ବ୍ୟବସ୍ଥା, ଗରମରୁ ରକ୍ଷା ପାଇଁ ପ୍ରବେଶ ଦ୍ୱାରରେ ଏସି କୁଲର ବ୍ୟବସ୍ଥା, ସ୍ୱତନ୍ତ୍ର ଟ୍ରାଫିକ ନିୟନ୍ତ୍ରଣ, ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଭକ୍ତମାନଙ୍କୁ ପାନୀୟ ଜଳ, ପଣା, ଅନ୍ନ ପ୍ରସାଦ ମାଗଣାରେ ବଣ୍ଟନ କରାଯାଉଛି । ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର