କେନ୍ଦ୍ରାପଡ଼ା ରସାବଳିକୁ ମିଳୁ ଜି.ଆଇ ଟ୍ୟାଗ୍, କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଦାବି ଜଣାଇଲେ ୩ ବିଜେଡି ସାଂସଦ

The Sakala Picture
Published On

ଭୁବନେଶ୍ୱର: କେନ୍ଦ୍ରାପଡ଼ାର ପ୍ରସିଦ୍ଧ ରସାବଳିକୁ ମିଳୁ ଜି.ଆଇ ଟ୍ୟାଗ୍ ମାନ୍ୟତା । ଏଠି ନେଇ କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋଏଲଙ୍କ ନିକଟରେ ଦାବି ଜଣାଇଲେ ୩ ବିଜେଡି ସାସଂଦ । ବିଜେଡି ସାଂସଦ ସୁବାଷ ସିଂହ ନେତୃତ୍ୱରେ ସାଂସଦ ମୁନା ଖାନ ଓ ସାଂସଦ ମମତା ମହନ୍ତ ପ୍ରମୁଖ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲଙ୍କୁ ତାଙ୍କ ପାର୍ଲିଆମେଣ୍ଟ କାର୍ଯ୍ୟଳୟରେ ଭେଟି ଏହା ଦାବି କରିଛନ୍ତି । ଇତିହାସ ଅନୁଯାୟୀ ଗଙ୍ଗରାଜତ୍ୱ ସମୟରୁ ଅର୍ଥାତ ୪ଶହ ବର୍ଷ ପୂର୍ବରୁ ନିଜର ସ୍ୱତନ୍ତ୍ର […]

ଭୁବନେଶ୍ୱର: କେନ୍ଦ୍ରାପଡ଼ାର ପ୍ରସିଦ୍ଧ ରସାବଳିକୁ ମିଳୁ ଜି.ଆଇ ଟ୍ୟାଗ୍ ମାନ୍ୟତା । ଏଠି ନେଇ କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋଏଲଙ୍କ ନିକଟରେ ଦାବି ଜଣାଇଲେ ୩ ବିଜେଡି ସାସଂଦ । ବିଜେଡି ସାଂସଦ ସୁବାଷ ସିଂହ ନେତୃତ୍ୱରେ ସାଂସଦ ମୁନା ଖାନ ଓ ସାଂସଦ ମମତା ମହନ୍ତ ପ୍ରମୁଖ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲଙ୍କୁ ତାଙ୍କ ପାର୍ଲିଆମେଣ୍ଟ କାର୍ଯ୍ୟଳୟରେ ଭେଟି ଏହା ଦାବି କରିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ଇତିହାସ ଅନୁଯାୟୀ ଗଙ୍ଗରାଜତ୍ୱ ସମୟରୁ ଅର୍ଥାତ ୪ଶହ ବର୍ଷ ପୂର୍ବରୁ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା, ବଳଦେବଜୀଙ୍କ ମୁଖ୍ୟ ପ୍ରସାଦ ଭାବେ ଜଣାଶୁଣା । ସୁସ୍ୱାଦୁ ମିଷ୍ଟାର୍ଣ୍ଣ ରସାବଳିକୁ କେନ୍ଦ୍ରାପଡ଼ା ବାସୀ ବିକ୍ରୟ କରି ନିଜର ଗୁଜୁରାଣ ମେଣ୍ଟାନ୍ତି । ଏପରିକି ଏହି ରସାବଳି ଦେଶ, ବିଦେଶକୁ ବ୍ୟାପିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଏହାର ଜି.ଆଇ ଟ୍ୟାଗ୍ ହୋଇପାରିନାହିଁ । ଦେଶ ଓ ରାଜ୍ୟର ପ୍ରମୁଖ ପ୍ରଦର୍ଶନୀ ଓ ଓଡ଼ିଶା ପ୍ରସିଦ୍ଧ ବାଲିଯାତ୍ରାରେ ରସାବଳି ପ୍ରଦର୍ଶିତ ଆଦୃତ ହୋଇପାରିଛି ଦିଲ୍ଲୀ ଟୁ ଓଡ଼ିଶା ପୁର ପଲ୍ଳୀ ପର୍ଯ୍ୟନ୍ତ ବିଭିନ୍ନ ଜାନି ଯାତ୍ରା, ମେଳା ଓ ପ୍ରଦର୍ଶନୀମାନଙ୍କରେ ରସାବଳି ପ୍ରଦର୍ଶି ହୋଇ ଆଦୃତ ହୋଇପାରିଛି । କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ୍ ମିଳିପାରିଲେ, ଏହା ଅନ୍ତର୍ଜାତୀୟସ୍ତରରେ ସ୍ୱୀକୃତି ପାଇପାରିବା ସହ ଦେଶ ବିଦେଶରେ ମଧ୍ୟ ଆଦୃତ ହୋଇପାରିବ । ଫଳରେ ଜାତୀୟ ଓ ଅନ୍ତର୍ଜାତୀୟ ପର୍ଯ୍ୟଟକମାନେ ତୁଳସୀ କ୍ଷେତ୍ର ପ୍ରତି ଆକର୍ଷିତ ହେବେ ଓ ବିଶ୍ୱର ସବୁଠାରୁ ଆକର୍ଷିତ ସ୍ଥାନ ଭିତର କନିକା ଜୈବ ବିଭିଦତା, ୧୮୦ ବର୍ଷ ପୁରୁଣା ବ୍ରିଟିଶ ସମୟର ହୁକିଟୁଲା ବତୀଘର ଓ ବଙ୍ଗୋପସାଗର ବିସ୍ତିର୍ଣ୍ଣ ଜଳରାଶି ଆଧି ପର୍ଯ୍ୟଟକମାନଙ୍କୁ କେନ୍ଦ୍ରାପଡ଼ା ତୁଳସୀ କ୍ଷେତ୍ରକୁ ଆକର୍ଷଣ କରିବାରେ ଏକ ବଡ଼ ଭୂମିକା ନେବାରେ ସହାୟକ ହେବ ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

01 Aug 2021 By The Sakala

କେନ୍ଦ୍ରାପଡ଼ା ରସାବଳିକୁ ମିଳୁ ଜି.ଆଇ ଟ୍ୟାଗ୍, କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଦାବି ଜଣାଇଲେ ୩ ବିଜେଡି ସାଂସଦ

ଭୁବନେଶ୍ୱର: କେନ୍ଦ୍ରାପଡ଼ାର ପ୍ରସିଦ୍ଧ ରସାବଳିକୁ ମିଳୁ ଜି.ଆଇ ଟ୍ୟାଗ୍ ମାନ୍ୟତା । ଏଠି ନେଇ କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋଏଲଙ୍କ ନିକଟରେ ଦାବି ଜଣାଇଲେ ୩ ବିଜେଡି ସାସଂଦ । ବିଜେଡି ସାଂସଦ ସୁବାଷ ସିଂହ ନେତୃତ୍ୱରେ ସାଂସଦ ମୁନା ଖାନ ଓ ସାଂସଦ ମମତା ମହନ୍ତ ପ୍ରମୁଖ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲଙ୍କୁ ତାଙ୍କ ପାର୍ଲିଆମେଣ୍ଟ କାର୍ଯ୍ୟଳୟରେ ଭେଟି ଏହା ଦାବି କରିଛନ୍ତି ।

ଇତିହାସ ଅନୁଯାୟୀ ଗଙ୍ଗରାଜତ୍ୱ ସମୟରୁ ଅର୍ଥାତ ୪ଶହ ବର୍ଷ ପୂର୍ବରୁ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା, ବଳଦେବଜୀଙ୍କ ମୁଖ୍ୟ ପ୍ରସାଦ ଭାବେ ଜଣାଶୁଣା । ସୁସ୍ୱାଦୁ ମିଷ୍ଟାର୍ଣ୍ଣ ରସାବଳିକୁ କେନ୍ଦ୍ରାପଡ଼ା ବାସୀ ବିକ୍ରୟ କରି ନିଜର ଗୁଜୁରାଣ ମେଣ୍ଟାନ୍ତି । ଏପରିକି ଏହି ରସାବଳି ଦେଶ, ବିଦେଶକୁ ବ୍ୟାପିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଏହାର ଜି.ଆଇ ଟ୍ୟାଗ୍ ହୋଇପାରିନାହିଁ । ଦେଶ ଓ ରାଜ୍ୟର ପ୍ରମୁଖ ପ୍ରଦର୍ଶନୀ ଓ ଓଡ଼ିଶା ପ୍ରସିଦ୍ଧ ବାଲିଯାତ୍ରାରେ ରସାବଳି ପ୍ରଦର୍ଶିତ ଆଦୃତ ହୋଇପାରିଛି ଦିଲ୍ଲୀ ଟୁ ଓଡ଼ିଶା ପୁର ପଲ୍ଳୀ ପର୍ଯ୍ୟନ୍ତ ବିଭିନ୍ନ ଜାନି ଯାତ୍ରା, ମେଳା ଓ ପ୍ରଦର୍ଶନୀମାନଙ୍କରେ ରସାବଳି ପ୍ରଦର୍ଶି ହୋଇ ଆଦୃତ ହୋଇପାରିଛି । କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ୍ ମିଳିପାରିଲେ, ଏହା ଅନ୍ତର୍ଜାତୀୟସ୍ତରରେ ସ୍ୱୀକୃତି ପାଇପାରିବା ସହ ଦେଶ ବିଦେଶରେ ମଧ୍ୟ ଆଦୃତ ହୋଇପାରିବ । ଫଳରେ ଜାତୀୟ ଓ ଅନ୍ତର୍ଜାତୀୟ ପର୍ଯ୍ୟଟକମାନେ ତୁଳସୀ କ୍ଷେତ୍ର ପ୍ରତି ଆକର୍ଷିତ ହେବେ ଓ ବିଶ୍ୱର ସବୁଠାରୁ ଆକର୍ଷିତ ସ୍ଥାନ ଭିତର କନିକା ଜୈବ ବିଭିଦତା, ୧୮୦ ବର୍ଷ ପୁରୁଣା ବ୍ରିଟିଶ ସମୟର ହୁକିଟୁଲା ବତୀଘର ଓ ବଙ୍ଗୋପସାଗର ବିସ୍ତିର୍ଣ୍ଣ ଜଳରାଶି ଆଧି ପର୍ଯ୍ୟଟକମାନଙ୍କୁ କେନ୍ଦ୍ରାପଡ଼ା ତୁଳସୀ କ୍ଷେତ୍ରକୁ ଆକର୍ଷଣ କରିବାରେ ଏକ ବଡ଼ ଭୂମିକା ନେବାରେ ସହାୟକ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର