ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ଖୁସି ଖବର, ୧୧% ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ବର : ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ପୂଜା ଭେଟି। ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧ ପ୍ରତିଶତ ମହଙ୍ଗା ଭତ୍ତା ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ । ଜୁଲାଇ ୨୧ରୁ ପିଛଲା ଭାବେ ଲାଗୁ ହେବ ବର୍ଦ୍ଧିତ ଭତ୍ତା । ଆକ୍ଟୋବର ଦରମାରେ ବର୍ଦ୍ଧିତ […]

ଭୁବନେଶ୍ବର : ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ପୂଜା ଭେଟି। ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧ ପ୍ରତିଶତ ମହଙ୍ଗା ଭତ୍ତା ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ ।

ଆହୁରି ପଢ଼ନ୍ତୁ: ଗୁଣପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ୭୬ ବର୍ଷ ବୟସରେ ପରଲୋକ

ଜୁଲାଇ ୨୧ରୁ ପିଛଲା ଭାବେ ଲାଗୁ ହେବ ବର୍ଦ୍ଧିତ ଭତ୍ତା । ଆକ୍ଟୋବର ଦରମାରେ ବର୍ଦ୍ଧିତ ଭତ୍ତା ମିଳିବ । ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ଏହି ବର୍ଦ୍ଦିତ ଭତ୍ତା ଘୋଷଣା କରିଛନ୍ତି ।ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଜୁଲାଇ ପହିଲାରୁ ପିଛିଲା ଭାବରେ ୧୧ ପ୍ରତିଶତ ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ । ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।

ଆହୁରି ପଢ଼ନ୍ତୁ: ତାତିଲେ ଏମ୍ସ ସୁରକ୍ଷାକର୍ମୀ; ଦୁଇ ମାସର ବକେୟା ଦରମା ପ୍ରଦାନ ଦାବିରେ ଧାରଣାରେ ୪୪୦ସିକ୍ୟୁରିଟି ଗାର୍ଡ

08 Oct 2021 By The Sakala

ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ଖୁସି ଖବର, ୧୧% ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର : ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ପୂଜା ଭେଟି। ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧ ପ୍ରତିଶତ ମହଙ୍ଗା ଭତ୍ତା ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ ।

ଜୁଲାଇ ୨୧ରୁ ପିଛଲା ଭାବେ ଲାଗୁ ହେବ ବର୍ଦ୍ଧିତ ଭତ୍ତା । ଆକ୍ଟୋବର ଦରମାରେ ବର୍ଦ୍ଧିତ ଭତ୍ତା ମିଳିବ । ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ଏହି ବର୍ଦ୍ଦିତ ଭତ୍ତା ଘୋଷଣା କରିଛନ୍ତି ।ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଜୁଲାଇ ପହିଲାରୁ ପିଛିଲା ଭାବରେ ୧୧ ପ୍ରତିଶତ ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ । ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର