ରାଜ୍ଯ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ଗୃହ ନିର୍ମାଣ ଋଣ ସହାୟତା ପରିମାଣ, ୮ ପ୍ରତିଶତ ସୁଧରେ ପାଇବେ ୪୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ

The Sakala Picture
Published On

ଭୁବନେଶ୍ବର:  ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୁଧ ହାର ପରିମାଣ ମଧ୍ୟ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି ପର୍ଯ୍ୟାୟରେ କର୍ମଚାରୀ ମାନଙ୍କୁ ଦିଆଯିବ। ପୂର୍ବରୁ ୨୦୧୦ରେ ଲାଗୁ କରାଯାଇଥିବା ଗୃହ ନିର୍ମାଣ ସହାୟତା ନିୟମ ଅନୁଯାୟୀ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ […]

ଭୁବନେଶ୍ବର:  ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୁଧ ହାର ପରିମାଣ ମଧ୍ୟ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି ପର୍ଯ୍ୟାୟରେ କର୍ମଚାରୀ ମାନଙ୍କୁ ଦିଆଯିବ।

ଆହୁରି ପଢ଼ନ୍ତୁ: ଟ୍ୱିନ୍ ସିଟିରେ କଳା ଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ, କିଛି ସ୍ଥାନରେ ପବନ ସହ ଘଡ଼ଘଡ଼ି ବର୍ଷା

ପୂର୍ବରୁ ୨୦୧୦ରେ ଲାଗୁ କରାଯାଇଥିବା ଗୃହ ନିର୍ମାଣ ସହାୟତା ନିୟମ ଅନୁଯାୟୀ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯାଉଛି ଏବଂ ଏଥିରେ ସର୍ବାଧିକ ସୁଧ ହାର ୧୧.୫ ପ୍ରତିଶତ ଥିଲା । ବର୍ତ୍ତମାନ ଗୃହ ନିର୍ମାଣ ସହାୟତା ପରିମାଣ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ସହିତ ସୁଧ ପରିମାଣ ୮ ପ୍ରତିଶତକୁ ହ୍ରାସ କରାଯାଇଛି । ଜାତୀୟ ପେନ୍ସନ ସ୍କିମ୍ ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସହାୟତା ପାଇପାରିବେ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇଲେ ବେଙ୍ଗଲ ସରକାର, ଲେଖା ହେଲା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର

12 Jul 2022 By The Sakala

ରାଜ୍ଯ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ଗୃହ ନିର୍ମାଣ ଋଣ ସହାୟତା ପରିମାଣ, ୮ ପ୍ରତିଶତ ସୁଧରେ ପାଇବେ ୪୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ

ଭୁବନେଶ୍ବର:  ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୁଧ ହାର ପରିମାଣ ମଧ୍ୟ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି ପର୍ଯ୍ୟାୟରେ କର୍ମଚାରୀ ମାନଙ୍କୁ ଦିଆଯିବ।

ପୂର୍ବରୁ ୨୦୧୦ରେ ଲାଗୁ କରାଯାଇଥିବା ଗୃହ ନିର୍ମାଣ ସହାୟତା ନିୟମ ଅନୁଯାୟୀ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯାଉଛି ଏବଂ ଏଥିରେ ସର୍ବାଧିକ ସୁଧ ହାର ୧୧.୫ ପ୍ରତିଶତ ଥିଲା । ବର୍ତ୍ତମାନ ଗୃହ ନିର୍ମାଣ ସହାୟତା ପରିମାଣ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ସହିତ ସୁଧ ପରିମାଣ ୮ ପ୍ରତିଶତକୁ ହ୍ରାସ କରାଯାଇଛି । ଜାତୀୟ ପେନ୍ସନ ସ୍କିମ୍ ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସହାୟତା ପାଇପାରିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର