ଗୁଗୁଲ ମ୍ୟାପିଂ ଦ୍ୱାରା ଚିହ୍ନଟ ହେବେ ଅଭିଯୁକ୍ତ, କ୍ରାଇମ ହଟସ୍ପଟ୍ ଉପରେ ରହିବ ପୁଲିସର ନଜର

The Sakala Picture
Published On

ଭୁବନେଶ୍ବର: ଗୁଗୁଲ ମ୍ୟାପିଂ ଦ୍ୱାରା ଚିହ୍ନଟ ହେବେ ଅଭିଯୁକ୍ତ । କ୍ରାଇମ କଣ୍ଟ୍ରୋଲର ନୂଆ ତରିକା ଆପଣାଇବ ପୁଲିସ । କ୍ରାଇମ ହଟ ସ୍ପଟଉପରେ ପୁଲିସର ନଜର ରହିବ। ବୈଷୟିକ ଜ୍ଞାନକୌଶଳ ବ୍ୟବହାରକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ଗତକାଲି ପ୍ରତିଷ୍ଠା ଦିବସରେ ଗୁରୁତ୍ୱ ଦେଇଥିଲେ ମୁଖ୍ୟମନ୍ତ୍ରୀ । ବିଭିନ୍ନ ଟେଲିକମ ସଂସ୍ଥାର ସାହାଯ୍ୟ ନେବ କମିଶନରେଟ ପୁଲିସ । ପ୍ରଥମ ପର୍ଯ୍ୟାୟରେ ସ୍ନାଚିଂ, ଲୁଟ ଘଟଣାକୁ ଗୁରୁତ୍ୱ ଦିଆଯିବ । ଗୁଗୁଲ ଆପ୍ଲିକେସନ ଜରିଆରେ କ୍ରାଇମ ମ୍ୟାପିଂ ଟେକନିକ ଆପଣାଇବ […]

ଭୁବନେଶ୍ବର: ଗୁଗୁଲ ମ୍ୟାପିଂ ଦ୍ୱାରା ଚିହ୍ନଟ ହେବେ ଅଭିଯୁକ୍ତ । କ୍ରାଇମ କଣ୍ଟ୍ରୋଲର ନୂଆ ତରିକା ଆପଣାଇବ ପୁଲିସ । କ୍ରାଇମ ହଟ ସ୍ପଟଉପରେ ପୁଲିସର ନଜର ରହିବ। ବୈଷୟିକ ଜ୍ଞାନକୌଶଳ ବ୍ୟବହାରକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ଗତକାଲି ପ୍ରତିଷ୍ଠା ଦିବସରେ ଗୁରୁତ୍ୱ ଦେଇଥିଲେ ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି ବେଦାନ୍ତ

ବିଭିନ୍ନ ଟେଲିକମ ସଂସ୍ଥାର ସାହାଯ୍ୟ ନେବ କମିଶନରେଟ ପୁଲିସ । ପ୍ରଥମ ପର୍ଯ୍ୟାୟରେ ସ୍ନାଚିଂ, ଲୁଟ ଘଟଣାକୁ ଗୁରୁତ୍ୱ ଦିଆଯିବ । ଗୁଗୁଲ ଆପ୍ଲିକେସନ ଜରିଆରେ କ୍ରାଇମ ମ୍ୟାପିଂ ଟେକନିକ ଆପଣାଇବ ପୁଲିସଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ମଧ୍ୟ ଖୁବଶୀଘ୍ର ସହାୟତା ନେବ ପୁଲିସ ।

ଆହୁରି ପଢ଼ନ୍ତୁ: ମୃତ ବୃଦ୍ଧାଙ୍କୁ ଜୀବିତ ଦର୍ଶାଇ ଭତ୍ତା ଲୁଟ୍: ସାତପଡ଼ାରେ ସାମ୍ନାକୁ ଆସିଲା ସାଂଘାତିକ ଦୁର୍ନୀତି

10 Jan 2024 By The Sakala

ଗୁଗୁଲ ମ୍ୟାପିଂ ଦ୍ୱାରା ଚିହ୍ନଟ ହେବେ ଅଭିଯୁକ୍ତ, କ୍ରାଇମ ହଟସ୍ପଟ୍ ଉପରେ ରହିବ ପୁଲିସର ନଜର

ଭୁବନେଶ୍ବର: ଗୁଗୁଲ ମ୍ୟାପିଂ ଦ୍ୱାରା ଚିହ୍ନଟ ହେବେ ଅଭିଯୁକ୍ତ । କ୍ରାଇମ କଣ୍ଟ୍ରୋଲର ନୂଆ ତରିକା ଆପଣାଇବ ପୁଲିସ । କ୍ରାଇମ ହଟ ସ୍ପଟଉପରେ ପୁଲିସର ନଜର ରହିବ। ବୈଷୟିକ ଜ୍ଞାନକୌଶଳ ବ୍ୟବହାରକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ଗତକାଲି ପ୍ରତିଷ୍ଠା ଦିବସରେ ଗୁରୁତ୍ୱ ଦେଇଥିଲେ ମୁଖ୍ୟମନ୍ତ୍ରୀ ।

ବିଭିନ୍ନ ଟେଲିକମ ସଂସ୍ଥାର ସାହାଯ୍ୟ ନେବ କମିଶନରେଟ ପୁଲିସ । ପ୍ରଥମ ପର୍ଯ୍ୟାୟରେ ସ୍ନାଚିଂ, ଲୁଟ ଘଟଣାକୁ ଗୁରୁତ୍ୱ ଦିଆଯିବ । ଗୁଗୁଲ ଆପ୍ଲିକେସନ ଜରିଆରେ କ୍ରାଇମ ମ୍ୟାପିଂ ଟେକନିକ ଆପଣାଇବ ପୁଲିସଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ମଧ୍ୟ ଖୁବଶୀଘ୍ର ସହାୟତା ନେବ ପୁଲିସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର