ବ୍ରହ୍ମପୁର ଜେଏମଏଫସି କୋର୍ଟରେ ହାଜର ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣୀଗ୍ରାହୀ

The Sakala Picture
Published On

ବ୍ରହ୍ମପୁର: ବ୍ରହ୍ମପୁର ଜେଏମଏଫସି ରୁରାଲ କୋର୍ଟରେ ହାଜର ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ବିଧାୟକଙ୍କ ସମେତ ପୂର୍ବତନ ଆଇଏଫଏସ ଅଧିକାରୀ ଅଭୟ କାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକ ମଧ୍ୟ ହାଜର ହୋଇଛନ୍ତି । ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ଚାକିରି କରାଇ ଦେବା ନାମରେ ହୋଇଥିବା ଠକେଇ ମାମଲାରେ ହାଜର ହୋଇଛନ୍ତି । ଏହି ମାମଲାର ଆଜି କୋର୍ଟରେ ହୋଇଛି ଚାର୍ଜଫ୍ରେମ। ଏହାପୂର୍ବରୁ ଠକେଇ ମାମଲାରେ ଗିରଫ ହୋଇ ଜେଲ ଯାଇଥିଲେ […]

ବ୍ରହ୍ମପୁର: ବ୍ରହ୍ମପୁର ଜେଏମଏଫସି ରୁରାଲ କୋର୍ଟରେ ହାଜର ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ବିଧାୟକଙ୍କ ସମେତ ପୂର୍ବତନ ଆଇଏଫଏସ ଅଧିକାରୀ ଅଭୟ କାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକ ମଧ୍ୟ ହାଜର ହୋଇଛନ୍ତି । ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ଚାକିରି କରାଇ ଦେବା ନାମରେ ହୋଇଥିବା ଠକେଇ ମାମଲାରେ ହାଜର ହୋଇଛନ୍ତି । ଏହି ମାମଲାର ଆଜି କୋର୍ଟରେ ହୋଇଛି ଚାର୍ଜଫ୍ରେମ। ଏହାପୂର୍ବରୁ ଠକେଇ ମାମଲାରେ ଗିରଫ ହୋଇ ଜେଲ ଯାଇଥିଲେ ପ୍ରଦୀପ । ଜେଲରେ ଦୀର୍ଘ ଦିନ ରହିବା ପରେ ଜାମିନରେ ବାହାରକୁ ଆସିଛନ୍ତି ପ୍ରଦୀପ ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର