ଆସନ୍ତାକାଲି ଅଧା ଦିନ ଛୁଟି ରହିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ

The Sakala Picture
Published On

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହେବ। ଏଥିପାଇଁ ଭୁବନେଶ୍ୱରରେ ଅଧା ଦିନ ଛୁଟି ଘୋଷଣା କରାଯାଇଛି। ଏ ନେଇ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ୧୨ ତାରିଖରେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହେଉଥିବାରୁ ଅପରାହ୍ନ ଗୋଟାଏ ପରଠାରୁ ଭୁବନେଶ୍ୱରର ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜସ୍ୱ ଓ ନ୍ୟାୟିକ ଅଦାଲତ ବନ୍ଦ ରହିବ। […]

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହେବ। ଏଥିପାଇଁ ଭୁବନେଶ୍ୱରରେ ଅଧା ଦିନ ଛୁଟି ଘୋଷଣା କରାଯାଇଛି। ଏ ନେଇ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ୧୨ ତାରିଖରେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହେଉଥିବାରୁ ଅପରାହ୍ନ ଗୋଟାଏ ପରଠାରୁ ଭୁବନେଶ୍ୱରର ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜସ୍ୱ ଓ ନ୍ୟାୟିକ ଅଦାଲତ ବନ୍ଦ ରହିବ। ବିଏମ୍‌‌ସି ଅଞ୍ଚଳ ପାଇଁ ଏହି ଛୁଟି ଆଦେଶ ଲାଗୁ ହେବ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

11 Jun 2024 By The Sakala

ଆସନ୍ତାକାଲି ଅଧା ଦିନ ଛୁଟି ରହିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହେବ। ଏଥିପାଇଁ ଭୁବନେଶ୍ୱରରେ ଅଧା ଦିନ ଛୁଟି ଘୋଷଣା କରାଯାଇଛି। ଏ ନେଇ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ୧୨ ତାରିଖରେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହେଉଥିବାରୁ ଅପରାହ୍ନ ଗୋଟାଏ ପରଠାରୁ ଭୁବନେଶ୍ୱରର ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜସ୍ୱ ଓ ନ୍ୟାୟିକ ଅଦାଲତ ବନ୍ଦ ରହିବ। ବିଏମ୍‌‌ସି ଅଞ୍ଚଳ ପାଇଁ ଏହି ଛୁଟି ଆଦେଶ ଲାଗୁ ହେବ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର