ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ଯବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଆଜି ପବିତ୍ର ମକର ସଂକ୍ରାନ୍ତି । କରୋନା କଟକଣା ମଧ୍ୟରେ ସାରା ରାଜ୍ୟରେ ପାଳନ ହେଉଛି ମକର ସଂକ୍ରାନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାରେ କରୋନା ସଂକ୍ରମଣ ପାଇଁ ଜିଲ୍ଲା ପ୍ରଶାସନ କଟକଣା ଜାରି କରିଛନ୍ତି । ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଗଣେଶୀ ଲାଲ୍  ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ଯବାସୀଙ୍କୁ  ଟ୍ବିଟ କରି ଶୁଭେଚ୍ଛା ଜଣାଇଛନ୍ତି। ବନ୍ଧୁତ୍ୱ ଓ ମିଳନର ଏହି ଅନନ୍ୟ ପର୍ବରେ ରାଜ୍ଯପାଳ ସମସ୍ତଙ୍କ ସୁଖ […]

ଭୁବନେଶ୍ୱର: ଆଜି ପବିତ୍ର ମକର ସଂକ୍ରାନ୍ତି । କରୋନା କଟକଣା ମଧ୍ୟରେ ସାରା ରାଜ୍ୟରେ ପାଳନ ହେଉଛି ମକର ସଂକ୍ରାନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାରେ କରୋନା ସଂକ୍ରମଣ ପାଇଁ ଜିଲ୍ଲା ପ୍ରଶାସନ କଟକଣା ଜାରି କରିଛନ୍ତି । ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଗଣେଶୀ ଲାଲ୍  ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ଯବାସୀଙ୍କୁ  ଟ୍ବିଟ କରି ଶୁଭେଚ୍ଛା ଜଣାଇଛନ୍ତି। ବନ୍ଧୁତ୍ୱ ଓ ମିଳନର ଏହି ଅନନ୍ୟ ପର୍ବରେ ରାଜ୍ଯପାଳ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ସେହିପରି ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

14 Jan 2022 By The Sakala

ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ଯବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ମକର ସଂକ୍ରାନ୍ତି । କରୋନା କଟକଣା ମଧ୍ୟରେ ସାରା ରାଜ୍ୟରେ ପାଳନ ହେଉଛି ମକର ସଂକ୍ରାନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାରେ କରୋନା ସଂକ୍ରମଣ ପାଇଁ ଜିଲ୍ଲା ପ୍ରଶାସନ କଟକଣା ଜାରି କରିଛନ୍ତି । ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଗଣେଶୀ ଲାଲ୍  ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ଯବାସୀଙ୍କୁ  ଟ୍ବିଟ କରି ଶୁଭେଚ୍ଛା ଜଣାଇଛନ୍ତି। ବନ୍ଧୁତ୍ୱ ଓ ମିଳନର ଏହି ଅନନ୍ୟ ପର୍ବରେ ରାଜ୍ଯପାଳ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ।

ସେହିପରି ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର